ବିଧାୟକଙ୍କ ଫେସ୍ବୁକ୍ ପୋଷ୍ଟ ନେଇ ଜୋର୍ଦାର ଚର୍ଚ୍ଚା
ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍ବୁକ୍ ପୋଷ୍ଟକୁ ନେଇ ଜୋର୍ଦାର ଚର୍ଚ୍ଚା ଚାଲିଛି। ସଦର ବ୍ଲକ ଅଉଖମାଠାରେ ଶନିବାର ରାତିରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗଦେଇ...