ରାଜନୀତି

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ ସଭା କ୍ଷେତ୍ରରେ ବିଗ୍‌ ଫାଇଟ ହେବାକୁ ଯାଉଥିବା ବେଳେ ତାଙ୍କ ପରି ବରିଷ୍ଠ...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା ଚର୍ଚ୍ଚା ହେଉଛି। ଉକ୍ତ ଟି-ଶାର୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଧର୍ମେନ୍ଦ୍ର ପ୍ରଧାନଙ୍କ...

ରଘୁନନ୍ଦନଙ୍କୁ ଭେଟି ଆଶୀର୍ବାଦ ନେଲେ ସାରଦା

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଜିଲାର ବାଲିକୁଦା-ଏରସମା ବିଧାନସଭା ଆସନ ନିମନ୍ତେ ଯୁବନେତା ସାରଦା ପ୍ରସନ୍ନ ଜେନାଙ୍କ ଉପରେ ବିଜେଡି ଆସ୍ଥା ପ୍ରକଟ କରି ପ୍ରାର୍ଥୀ ଘୋଷଣା କରିଛି। ଫଳରେ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ...

ନିର୍ବାଚନରୁ ଓହରିଲେ ବିରଞ୍ଚତ୍

ଭୁବନେଶ୍ୱର, ୨୩।୪ (ବନ୍ଦନା ସେଠୀ):ନିର୍ବାଚନ ମଇଦାନରୁ ଓହରିଲେ ବିଜୁ ଜନତା ଦଳର କାର୍ଯ୍ୟକାରୀ ସଭାପତି ବିରଞ୍ଚତ୍ ମହାସୁପକାର ଓରଫ ଲିଟୁ। ଏବେ ସେ ଦଳ ପାଇଁ ପ୍ରଚାର କରିବା ସହ ଦଳୀୟ ପ୍ରାର୍ଥିଙ୍କ ବିଜୟ ପାଇଁ କାର୍ଯ୍ୟ କରିବେ। ଚଳିତ...

ଏପ୍ରିଲ ୩୦ରେ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ମାରାଥନ ରାଲି

ଭୁବନେଶ୍ୱର, ୨୨।୪: ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ସେହି ଦିନ ସେ ପ୍ରଥମେ ତାରା...

ବିଜେଡି, କଂଗ୍ରେସର ଅଭିଜ୍ଞ, ଭାଜପାର ନୂଆ ପ୍ରାର୍ଥୀ

ନୟାଗଡ,୨୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲାର ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ କଂଗ୍ରେସର ଦୁଇ ଅଭିଜ୍ଞ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାବେଳେ ଭାଜପାର ନୂଆମୁହଁ ସହ ଲଢ଼େଇ ହେଉଛି। ବିଜେଡିରୁ ରମେଶ ଚନ୍ଦ୍ର ବେହେରା, କଂଗ୍ରେସରୁ ନକୁଳ ନାଏକ ଏବଂ ଭାଜପାରୁ...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର ବ୍ଲକ ଅଉଖମାଠାରେ ଶନିବାର ରାତିରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗଦେଇ...

ଝୁଲି ରହିଛି ୨ ଅଭିନେତାଙ୍କ ଭାଗ୍ୟ

କଟକ,୨୨ା୪(ଶିଳ୍ପା ପ୍ରିୟଦର୍ଶିନୀ):ବିଜେଡି ଛାଡି ଭାଜପାରେ ଅଭିନେତା ଅରିନ୍ଦମ ରାଏ, ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାସନାୟକ ଓ ଅନୁଭବ ମହାନ୍ତି ଯୋଗଦେଇଛନ୍ତି। ବିଜେଡି ଦଳ ଛାଡିବାରେ ସର୍ବପ୍ରଥମେ ରହିଛନ୍ତି ଅଭିନେତା ଅରିନ୍ଦମ। ଗତ ମାର୍ଚ୍ଚ ୧୫ରେ ଅରିନ୍ଦମ ବିଜେଡି ଛାଡି ଭାଜପାରେ...

ମଣିପୁରର ୧୧ ବୁ୍‌ଥ୍‌ରେ ମତଦାନ ଆରମ୍ଭ

ଇମ୍ଫାଲ,୨୨।୪: ୨୦୨୪ ଲୋକ ସଭା ନିର୍ବାଚନ ମଣିପୁରରେ ମଧ୍ୟ ଅନୁଷ୍ଠିତ ହୋଇଯାଇଛି। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟରେ ଆଭ୍ୟନ୍ତରୀଣ ମଣିପୁର ଲୋକ ସଭା ଆସନ ପାଇଁ ଭୋଟ ଅନୁଷ୍ଠିତ ହୋଇଥିଲା, କିନ୍ତୁ ଠକେଇ ଅଭିଯୋଗ ହେତୁ ୧୧ଟି ମତଦାନ କେନ୍ଦ୍ରରେ...

ଓଡ଼ିଶାରେ ଇଣ୍ଡିଆ ମେଣ୍ଟରେ ଫାଟ

ଭୁବନେଶ୍ୱର,୨୨ା୪(ସୁନୀତ ମିଶ୍ର):କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରକୁ ଗାଦିଚ୍ୟୁତ କରିବା ପାଇଁ ୨୮ଟି ବିରୋଧୀ ଦଳକୁ ନେଇ ଗଠିତ ‘ଇଣ୍ଡିଆ’ ମେଣ୍ଟ ଧୀରେ ଧୀରେ ପ୍ରଭାବଶୂନ୍ୟ ହେଉଥିବା ଦେଖିବାକୁ ମିଳୁଛି। କେରଳ, ଜମ୍ମୁ-କଶ୍ମୀର ଏବଂ ପଶ୍ଚିମବଙ୍ଗ ପରେ ଓଡ଼ିଶାରେ ଏହି...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ କରିଛନ୍ତି। ବିଜେଡି ଗତଥରର ବିଧାୟକ ରମେଶ ସାଏଙ୍କ ସ୍ଥାନରେ ପୂର୍ବତନ ପୂର୍ତ୍ତ ସଚିବ...

ବଡଚଣା ରାଜନୀତି ସରଗରମ: ଅମରଙ୍କୁ ଭେଟିଲେ ବର୍ଷା

ଚଣ୍ଡିଖୋଲ,୨୨ା୪(ପ୍ରଦୀପ୍ତ କୁମାର ପୃଷ୍ଟି):ବଡ଼ଚଣା ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଭାବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାମ ଘୋଷଣା ପରେ ରାଜନୀତି ସରଗରମ ହୋଇଛି। ବର୍ଷା ରବିବାର ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀଙ୍କୁ ତାଙ୍କ ସରକାରୀ ବାସଭବନରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image