ରାଶିଫଳ: ଶନିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope
ମେଷ କର୍ମକ୍ଷେତ୍ରରେ ସ୍ଥଗିତ କାମ ଓ ବିବାଦର ସମାଧାନ ପାଇଁ ବ୍ୟଗ୍ରତା ବୃଦ୍ଧି ପାଇବ। ବ୍ୟବସାୟ, ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ସାଧନ ପାଇଁ କୌଣସି ଅସୁବିଧା ହେବନାହିଁ। ପଡ଼ୋଶୀ କିମ୍ବା ସହକର୍ମୀଙ୍କ ସହ ସତର୍କତାର ସହିତ କିଛି କହିବା...