Advertisement

Rasifala

ରାଶିଫଳ: ରବିବାର, ମାର୍ଚ୍ଚ ୨୩ ତାରିଖ – Daily Horoscopeରାଶିଫଳ: ରବିବାର, ମାର୍ଚ୍ଚ ୨୩ ତାରିଖ – Daily Horoscope

ରାଶିଫଳ: ରବିବାର, ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ଆପଣ କଳାନୁରାଗୀ, ସଙ୍ଗୀତପ୍ରିୟ, ସାହିତ୍ୟରସିକ ଓ ଚଳଚ୍ଚିତ୍ରପ୍ରେମୀ ଭାବରେ ପ୍ରଶଂସିତ ହୋଇପାରନ୍ତି। ମଙ୍ଗଳଙ୍କ କୁପ୍ରଭାବରୁ ଦେହ ଖରାପ ରହିପାରେ। ଅଶ୍ୱିନୀ ନକ୍ଷତ୍ରର କାମ ଯଥା ସମୟରେ…

1 week ago
ରାଶିଫଳ: ଶନିବାର , ମାର୍ଚ୍ଚ ୨୨ ତାରିଖ – Daily Horoscopeରାଶିଫଳ: ଶନିବାର , ମାର୍ଚ୍ଚ ୨୨ ତାରିଖ – Daily Horoscope

ରାଶିଫଳ: ଶନିବାର , ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ପଦାଧିକାରୀଙ୍କ ପ୍ରୋତ୍ସାହନ ଲାଭକରି କାମକୁ ଉତ୍ସାହର ସହ କରିବେ। ପ୍ରତ୍ୟେକ ଦିଗରୁ ସୁବିଧା ଥିଲେ ମଧ୍ୟ ଭୁଲ୍‍ ବୁଝାମଣାରୁ ପାରିବାରିକ ଶାନ୍ତି ବ୍ୟାହତ ହୋଇପାରେ।…

2 weeks ago
ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୧ ତାରିଖ – Daily Horoscopeରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଅଷ୍ଟମ ଚନ୍ଦ୍ରଜନିତ ସମସ୍ୟା ଲାଗିରହିବା କାରଣରୁ ଗତକାଲିଠାରୁ ଭାବୁଥିବା କାମଟିକୁ ଶେଷ କରିପାରିବେନି। ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ବିଭିନ୍ନ ଦିଗରୁ…

2 weeks ago
ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୦ ତାରିଖ – Daily Horoscopeରାଶିଫଳ: ଗୁରୁବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ ଆଜି ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ଉପକୃତ ହେବେ। ଅଭାବ ପୂରଣ ଦିଗରେ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ଆତ୍ମୀୟଙ୍କ…

2 weeks ago
ରାଶିଫଳ: ବୁଧବାର, ମାର୍ଚ୍ଚ ୧୯ ତାରିଖ – Daily Horoscopeରାଶିଫଳ: ବୁଧବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ରାଶିଫଳ: ବୁଧବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। ପାରିବାରିକ ଜୀବନରେ ଟେନ୍‌ସନ କିଛି ମାତ୍ରାରେ କମିଯାଇପାରେ। ପ୍ରତ୍ୟେକ କାମରେ ସହଯୋଗ ଭିତ୍ତିରେ…

2 weeks ago
ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୮ ତାରିଖ – Daily Horoscopeରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୮ ତାରିଖ – Daily Horoscope

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ ଆଜି ଅଶ୍ୱନୀ ନକ୍ଷତ୍ର ହଠାତ୍‌ କୌଣସି ନୀଚଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ। ପାରିବାରିକ କ୍ଷେତ୍ରରେ ମନ କଥା କାହାକୁ କହିପାରୁ ନ ଥିବେ କିମ୍ବା…

2 weeks ago
ରାଶିଫଳ: ସୋମବାର, ମାର୍ଚ୍ଚ ୧୭ ତାରିଖ – Daily Horoscopeରାଶିଫଳ: ସୋମବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ରାଶିଫଳ: ସୋମବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନକୁ ମଙ୍ଗଳଙ୍କ ଦୃଷ୍ଟିଜନିତ ପାରିବାରିକ ଜୀବନରେ ସୌହାର୍ଦ୍ଦ୍ୟତା ଲାଭ ସାଙ୍ଗକୁ କାର୍ଯ୍ୟକ୍ଷେତ୍ର ପ୍ରତି ଉତ୍ସହିତ ରହିବେ। ସକାଳ ଯାତ୍ରା, ବ୍ୟବସାୟ ଓ ବନ୍ଧୁମିଳନ ପାଇଁ ଦିନଟି…

2 weeks ago
ରାଶିଫଳ: ରବିବାର, ମାର୍ଚ୍ଚ ୧୬ ତାରିଖ – Daily Horoscopeରାଶିଫଳ: ରବିବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ରାଶିଫଳ: ରବିବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ କୈାଣସି ବନ୍ଧୁଙ୍କ ନିକଟରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବା ସକାଶେ ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ…

2 weeks ago
ରାଶିଫଳ: ଶନିବାର, ମାର୍ଚ୍ଚ ୧୫ ତାରିଖ – Daily Horoscopeରାଶିଫଳ: ଶନିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ରାଶିଫଳ: ଶନିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜି ଗୁରୁଦୃଷ୍ଟ ଚନ୍ଦ୍ର ପରିବାରିକ କ୍ଷେତ୍ର,ନୂତନ ବନ୍ଧୁ ସମ୍ପର୍କ,ଧାର୍ମିକ କାଯର୍‍ୟ,ପାଇଁ ଅନୁକୂଳ ଫଳ ପ୍ରଦାନ କରିବ। ଆକସ୍ମିକ ଭାବରେ ସକାଳୁ ସକାଳୁ ବନ୍ଧୁଙ୍କ  ସହ ସୁଖଭ୍ରମଣ …

3 weeks ago
ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୪ ତାରିଖ – Daily Horoscopeରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ବୁଧ କ୍ଷେତ୍ରସ୍ଥ ମଙ୍ଗଳଙ୍କ ପ୍ରଭାବରେ ଟେନ୍ସନ ଲାଗିରହିଲେ ମଧ୍ୟ ସାହସିକ ପଦକ୍ଷେପ ନେଇ କାର୍ଯ୍ୟ ସମ୍ପନ୍ନ କରିବେ। ସ୍ବାସ୍ଥ୍ୟରେ ଉନ୍ନତି ହେବାରୁ ମନୋବଳ ବୃଦ୍ଧି ପାଇବ।…

3 weeks ago