ମେଷ: ଆପଣଙ୍କ ପରାକ୍ରମ ଓ ପୁରୁଷାର୍ଥ ବଢ଼ିବ। ବ୍ୟବସାୟରେ ବଡ଼ ସଉଦା ଲାଗି ସ୍ବାକ୍ଷର କରିବେ। ଅଫିସ୍ରେ ପଦୋନ୍ନତିର ସୁଯୋଗ ରହିଛି। ଜୀବନସାଥୀଙ୍କ ସହିତ ସମ୍ବନ୍ଧରେ ମଧୁରତା…