ରାଶିଫଳ: ଗୁରୁବାର, ଡିସେମ୍ବର ୧୨ ତାରିଖ – Daily Horoscope
ମେଷ ଆଜି ଅଶ୍ୱିନୀ ନକ୍ଷତ୍ରରେ ଚନ୍ଦ୍ର ଅବସ୍ଥାନକରି ମାନସିକ ବ୍ୟସ୍ତତା ବୃଦ୍ଧିକରିବେ। ଆର୍ଥିକ ଅଭିବୃଦ୍ଧି, ସ୍ବାସ୍ଥ୍ୟରେ ଉନ୍ନତି, ସ୍ଥଗିତ କାମରେ ଅଗ୍ରଗତି, ପାରିବାରିକ ସମସ୍ୟା ସମାଧାନ କରିବେ। ବ୍ୟୟବୃଦ୍ଧି ଓ ଶତ୍ରୁତାଜନିତ ସମସ୍ୟାର ସମ୍ମୁଖୀନ ହେବେ। ଭଲ ସମ୍ପର୍କ ନ...