ମେଷ ଆଜି ବନ୍ଧୁଙ୍କ ସହ ଯୋଜନାରମ୍ଭ ସମ୍ବନ୍ଧୀୟ ଆଲୋଚନା କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ଦୂରଯାତ୍ରା ଓ ପ୍ରତିଦ୍ୱନ୍ଦ୍ୱିତା ପ୍ରଭୃତି ବିଷୟରେ ଯୋଜନା କରିବେ। ରୋଗୀର ଆରୋଗ୍ୟ ସକାଶେ, ଋଣ ପରିଶୋଧ ପାଇଁ ମାନସିକ ସ୍ତରରେ ବ୍ୟଗ୍ରତା ପ୍ରକାଶ ପାଇବ। ପିଲାଙ୍କ...
ମେଷ ଆଜି ଆପଣଙ୍କୁ ପାରିବାରିକ ସୁଖ ସମୃଦ୍ଧି ସାଙ୍ଗକୁ କର୍ମକ୍ଷେତ୍ରରେ ଆଶା ଅନୁଯାୟୀ ଫଳ ମିଳିବ। ସମୟ ସୁବିଧାକୁ ନେଇ ବନ୍ଧୁଙ୍କ ପାଖରେ ଦୁଃଖ ଜଣାନ୍ତୁ; ଅବଶ୍ୟ ବନ୍ଧୁ ସାହାଯ୍ୟ କରିବେ। ଯାତ୍ରା ସମୟରେ ଅପରିଚିତଙ୍କ ସହ କଳହ ସମ୍ଭାବନା...
ମେଷ କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ କଥା ସହକର୍ମୀ କିମ୍ବା ସମ୍ପର୍କୀୟଙ୍କ ମନରେ ଦୁଃଖ ଦେଇପାରେ। ଦୂରଦର୍ଶିତାବିହୀନ କାର୍ଯ୍ୟ କରିବା ଓ ପୁରାତନ ରୋଗପୀଡ଼ା ଯୋଗୁ ମାନସିକ ସୁସ୍ଥତା ହରାଇପାରନ୍ତି। ଫେରନ୍ତା ବାଟରେ ଜଣେ ନୀଚ ଜାତିର ଲୋକ ପ୍ରତିବନ୍ଧକ ସୃଷ୍ଟି...
Archives
Model This Week
ପିଲାଙ୍କ ଧରିତ୍ରୀ