ମେଷ ଆଜି ରାହୁଙ୍କ ସହ ମଙ୍ଗଳ ଓ ଚନ୍ଦ୍ର ଥିବାରୁ କୌଣସି ସିଦ୍ଧାନ୍ତ ନେବାରେ ଅସ୍ଥିରତା ଅନୁଭବ କରିବେ। ସାମାଜିକ ସ୍ତରରେ ନିଜ ଲୋକମାନେ ମଧ୍ୟ ଅନ୍ୟମାନଙ୍କ ସହ ମିଶି ବିରୁଦ୍ଧାଚରଣ କରିବେ। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ, ଆନୁଷ୍ଠାନିକ...
ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ସ୍ବାସ୍ଥ୍ୟ, ଜମିଜମା ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ କିନ୍ତୁ ଯାତ୍ରା, ବିବାଦ ସମସ୍ୟା ବହୁଳ ହୋଇପାରେ। ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅଶାନ୍ତି ଅନୁଭବ କରିପାରନ୍ତି। ଅଟକି ରହିଥିବା କାମ...
ମେଷ ଆଜି ଆପଣ ମଧୁର ବାକ୍ୟାଳାପ ଦ୍ୱାରା ଅନ୍ୟକୁ ଆପଣାର କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ଆସିବା ବାଟକୁ ଅପେକ୍ଷା କରିବା ସକାଶରୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ। ବିବାଦୀୟ ଘଟଣାରେ କୌଣସି ପକ୍ଷ ସମର୍ଥନ କରିବା ଠିକ୍ ହେବ...
Archives
Model This Week
ପିଲାଙ୍କ ଧରିତ୍ରୀ