Rasifala

ରାଶିଫଳ: ଶୁକ୍ରବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଦିନଟି ଭଲରେ କଟିବ। ତରବରିଆ ନ ହୋଇ ସ୍ଥିର ପଦକ୍ଷେପ ନେଲେ ଉପକୃତ ହେବେ। ଦୂରଯାତ୍ରାରେ କୌଣସି ବ୍ୟକ୍ତିଙ୍କ ସହ ଅପ୍ରିୟ ସତ କହି ବିରୋଧୀ ହେବେ। ଶିଳ୍ପ, ବାଣିଜ୍ୟ, କ୍ରୀଡା, ସଙ୍ଗୀତ, ଚଳଚ୍ଚିତ୍ରାଦି କ୍ଷେତ୍ରରେ ସୁଫଳ...

ରାଶିଫଳ: ବୁଧବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ ବ୍ୟୟସ୍ଥ ମଙ୍ଗଳ ହେତୁ ଆପଣଙ୍କ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଆପଣଙ୍କୁ ବ୍ୟସ୍ତ ଓ ବିବ୍ରତ କରାଇବ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାରରେ ଅନ୍ୟକୁ ଆପଣାର କରିବେ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ ପାରିବାରିକ ପରିସ୍ଥିତି ନିଶ୍ଚିତ ଭଲ ରହିବ। ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ପରିବହନ ତଥା ବାଣିଜ୍ୟ ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି ଶୁକ୍ରଙ୍କ ସ୍ବଗୃହୀ ପ୍ରଭାବରୁ...

ରାଶିଫଳ: ସୋମବାର, ନଭେମ୍ବର ୩୦ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବିରୋଧାଭାସ ରହିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। କୃତ୍ତିକା ନକ୍ଷତ୍ରର ପିଲାମାନଙ୍କର କିମ୍ବା ସ୍ତ୍ରୀଙ୍କର ସ୍ବାସ୍ଥ୍ୟ ସମସ୍ୟା ପ୍ରାୟତଃ ସୁଧୁରିଯିବ...

ରାଶିଫଳ: ରବିବାର, ନଭେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ଦୀର୍ଘ ସମୟ ଧରି ପାରିବାରିକ ଅସ୍ଥିରତା ଯୋଗୁ କୌଣସି କାମରେ ମନ ଲାଗିବ ନାହିଁ। କର୍ମକ୍ଷେତ୍ରରେ ପୂର୍ବ ଯୋଜନା ଅନୁଯାୟୀ ପରିସ୍ଥିତିକୁ ସାମ୍ନା କଲେ ଉପକୃତ ହେବେ। ଅଫିସ୍‌ କାମରେ ମିଥ୍ୟା ଅଭିଯୋଗ ଲାଗି ଅନ୍ୟ ଉପରେ...

ରାଶିଫଳ: ଶନିବାର, ନଭେମ୍ବର ୨୮ ତାରିଖ – Daily Horoscope

ମେଷ ଆଜି ଆପଣ ଭୋଗ ବିଳାସ ଓ ମନୋରଞ୍ଜନ ସକାଶେ ଅନୁକୂଳ ପରିବେଶ ପାଇବେ। କିନ୍ତୁ ବେପରୁଆ କାର୍ଯ୍ୟକଳାପରୁ ସ୍ବାସ୍ଥ୍ୟ ସମ୍ପର୍କୀୟ ଚିନ୍ତାରେ ପଡ଼ିପାରନ୍ତି। ପାରିବାରିକ କାମରେ ଜଣେ ପୁରାତନ ବନ୍ଧୁଙ୍କ ସାହାଯ୍ୟ ମିଳିବ। ପ୍ରଶାସନିକ ସ୍ତରରେ ବୁଝାମଣା ନେଇ...

ରାଶିଫଳ: ଶୁକ୍ରବାର, ନଭେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ହେତୁ ମନ, କର୍ମ, ବଚନରେ ସିଦ୍ଧିଲାଭ କରିବେ। ଯେଉଁ ବନ୍ଧୁମାନେ ପାଖ ମାଡୁ ନ ଥିଲେ ଆଜି ସେହିମାନେ ନିଜ ତରଫରୁ ମିଶିବା ପାଇଁ ଆଗେଇ ଆସିବେ। ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ସଙ୍ଗକୁ ସ୍ନାୟବିକ ଦୁର୍ବଳତା...

ରାଶିଫଳ: ଗୁରୁବାର, ନଭେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଯାତ୍ରାରେ ବନ୍ଧୁଙ୍କ ସହାନୁଭୂତି ସହ ଲକ୍ଷ୍ୟ ହାସଲ କରିବେ। ସହକର୍ମୀଙ୍କ ପରାମର୍ଶ ସାଙ୍ଗକୁ ଯେକୌଣସି ପ୍ରତିଯୋଗିତାରେ ମଧ୍ୟ ସଫଳତା ଯୋଗୁ ମନ ଖୁସି ରହିବ। ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ। ଜମିଜମା ବିବାଦ, ପଦୋନ୍ନତି, ପଦସ୍ଥ...

ରାଶିଫଳ: ବୁଧବାର, ନଭେମ୍ବର ୨୫ ତାରିଖ – Daily Horoscope

ମେଷ ଆଜି ଆର୍ଥିକ ଉନ୍ନତି ଓ ବନ୍ଧୁମିଳନରୁ ଆନନ୍ଦ ଅନୁଭବ କରିବେ । ଭାଇ, ବନ୍ଧୁ ତଥା ପଡୋଶୀମାନଙ୍କ ସହ ସମତାଳ ଦେଇ ଚଳିବା ପାଇଁ ଚେଷ୍ଟାକଲେ ସୁଫଳ ମିଳିପାରିବ । ସହକର୍ମୀମାନଙ୍କ ସହ ବିଭିନ୍ନ ପ୍ରକାରର ଆଲୋଚନାରେ ସମୟ...

ରାଶିଫଳ: ମଙ୍ଗଳବାର, ନଭେମ୍ବର ୨୪ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ପ୍ରତ୍ୟେକ କର୍ମ ଓ ପଦାର୍ଥ, କର୍ମକ୍ଷେତ୍ର, ସ୍ବାସ୍ଥ୍ୟ ଉନ୍ନତ ସ୍ଥିତିରେ ରହିବ। ଅସାଧ୍ୟ ସାଧନ କରିବା ସହ ସହକର୍ମୀଙ୍କ ସହାୟତାରେ ସିଦ୍ଧିଲାଭ ଅବଶ୍ୟ ଘଟିବ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ସାମୟିକ ଭାବେ ନୀରବ ରହିବେ। ଆଜିର...

ରାଶିଫଳ: ସୋମବାର, ନଭେମ୍ବର ୨୩ ତାରିଖ – Daily Horoscope

ମେଷ ବିଭିନ୍ନ ସମସ୍ୟାରେ ଜଡ଼ିତ ରହିଲେ ମଧ୍ୟ ଆନନ୍ଦର ଅନୁଭୂତି ଲାଭ କରିବେ । ବନ୍ଧୁଙ୍କ ସାହାଯ୍ୟରୁ ପ୍ରତିଦ୍ୱନ୍ଦ୍ୱିତାରେ ବିଜୟୀ ଓ ପାରିବାରିକ ସମସ୍ୟା ସମାଧାନ ହେବ । ଅର୍ଥ, ପ୍ରଶାସନ, ଆଇନ, ସଭା ସମିତି, ଆନୁଷ୍ଠାନିକ କାମ ଓ...

ରାଶିଫଳ: ରବିବାର, ନଭେମ୍ବର ୨୨ ତାରିଖ – Daily Horoscope

ମେଷ ଗତକାଲିର ପରିସ୍ଥିତିରେ ଆଜି କୌଣସି ପରିବର୍ତ୍ତନ ହେବନାହିଁ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ପାରସ୍ପରିକ ସହମତିକୁ ଗ୍ରହଣ କରିବା ଭଲ ହେବ। ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟରେ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri