ମେଷ କର୍ମକ୍ଷେତ୍ରରେ ବିରୋଧାଭାସ ରହିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। କୃତ୍ତିକା ନକ୍ଷତ୍ରର ପିଲାମାନଙ୍କର କିମ୍ବା ସ୍ତ୍ରୀଙ୍କର ସ୍ବାସ୍ଥ୍ୟ ସମସ୍ୟା ପ୍ରାୟତଃ ସୁଧୁରିଯିବ...
ମେଷ ଆଜି ଦୀର୍ଘ ସମୟ ଧରି ପାରିବାରିକ ଅସ୍ଥିରତା ଯୋଗୁ କୌଣସି କାମରେ ମନ ଲାଗିବ ନାହିଁ। କର୍ମକ୍ଷେତ୍ରରେ ପୂର୍ବ ଯୋଜନା ଅନୁଯାୟୀ ପରିସ୍ଥିତିକୁ ସାମ୍ନା କଲେ ଉପକୃତ ହେବେ। ଅଫିସ୍ କାମରେ ମିଥ୍ୟା ଅଭିଯୋଗ ଲାଗି ଅନ୍ୟ ଉପରେ...
ମେଷ ଆଜି ଆପଣ ଭୋଗ ବିଳାସ ଓ ମନୋରଞ୍ଜନ ସକାଶେ ଅନୁକୂଳ ପରିବେଶ ପାଇବେ। କିନ୍ତୁ ବେପରୁଆ କାର୍ଯ୍ୟକଳାପରୁ ସ୍ବାସ୍ଥ୍ୟ ସମ୍ପର୍କୀୟ ଚିନ୍ତାରେ ପଡ଼ିପାରନ୍ତି। ପାରିବାରିକ କାମରେ ଜଣେ ପୁରାତନ ବନ୍ଧୁଙ୍କ ସାହାଯ୍ୟ ମିଳିବ। ପ୍ରଶାସନିକ ସ୍ତରରେ ବୁଝାମଣା ନେଇ...
Archives
Model This Week
ପିଲାଙ୍କ ଧରିତ୍ରୀ