ମେଷ ଆଜି ସପ୍ତମଭାବସ୍ଥ ଗ୍ରହମାନଙ୍କୁ ଶନି ଓ ମଙ୍ଗଳ ଦେଖୁଥିବାରୁ ସ୍ତ୍ରୀଙ୍କ ସ୍ବାସ୍ଥ୍ୟ,ପରିବାର, ବାଣିଜ୍ୟ,ବ୍ୟବସାୟ, ଯାନ ବାହନ ପ୍ରତି ସତର୍କ ରହିବା ଭଲ। ଶିକ୍ଷା, ସନ୍ତାନ, ଆଲୋଚନା କ୍ଷେତ୍ର, ସଂଗଠନ ସକାଶେ ପ୍ରାୟତଃ ଅସୁବିଧା ହେବନାହିଁ। କ୍ରୀଡା, କଳା, ସାହିତ୍ୟ...
ମେଷ ଆଜି ସପ୍ତମସ୍ଥ ଚନ୍ଦ୍ର ଓ ବୁଧ ଯୋଗୁ ପାରିବାରିକ କଳହ ଲାଗିପାରେ। କିନ୍ତୁ ଶୁକ୍ର ପ୍ରଭାବରେ ଦ୍ୱିଜାର ଯାତ୍ରା,ବନ୍ଧୁମିଳନ ଓ ମନୋରଞ୍ଜନ ପାଇଁ ବହୁତ ଭଲ। ସାମାଜିକ ସ୍ତରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପ୍ରତିଶ୍ରୁତିରୁ ଓହରିବା...
ମେଷ ଆଜି ଷଷ୍ଠସ୍ଥାନରେ ରବି ଓ ଚନ୍ଦ୍ର ରହିଥିବାରୁ ଆପଣଙ୍କୁ ଗୋଟିଏ ସ୍ଥାନରେ ଦୀର୍ଘ ସମୟ ରଖିବ ନାହିଁ। ଋଣ ପରିଶୋଧ, ରୋଗ ପାଇଁ ଔଷଧ କିଣା, ଶତ୍ରୁକୃତ ସମସ୍ୟା ସମାଧାନ ସକାଶେ ଖର୍ଚ୍ଚାନ୍ତ କରାଇବ। ଘର କଥା ହେଉ...
Archives
Model This Week
ପିଲାଙ୍କ ଧରିତ୍ରୀ