ମେଷ ଆଜିର ପ୍ରତ୍ୟୁଷ ଯାତ୍ରା ସମୟରେ ଅନ୍ୟ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ଆର୍ଥିକ ଅନଟନକୁ ବନ୍ଧୁ ଦୂରେଇବାର ପ୍ରତିଶ୍ରୁତି ଦେବେ। କର୍ମକ୍ଷେତ୍ରର କେତେକ ସମସ୍ୟା ସମାଧାନ ପାଇଁ ନିଜକୁ କିଛି କରିବାକୁ ପଡ଼ିପାରେ। ରାଜନୀତି, ପ୍ରଶାସନ...
ମେଷ ବହୁତ ଦିନହେଲା ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି କେତେକାଂଶରେ ବ୍ୟାହତ ହେବ। କର୍ମକ୍ଷେତ୍ର, ରାଜନୀତି, ସଭାସମିତି ଓ କଳା, କ୍ରୀଡା ପାଇଁ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ନିକଟ ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ ସକାଶେ...
ମେଷ ପାପଗ୍ରହ ଦୃଷ୍ଟ ଚତୁର୍ଥଭାବ ଯୋଗୁଁ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ଅବଶ୍ୟ ଆର୍ଥିକ ଅଭିବୃଦ୍ଧି, ସକାଳୁଆ ଯାତ୍ରା କେତେକାଂଶରେ ଶାନ୍ତି ପ୍ରଦାୟକ ହେବ। ପାରିବାରିକ, ପରିବହନ,ସାଧାରଣ ଆଲୋଚନା କ୍ଷେତ୍ରରେ...
Archives
Model This Week
ପିଲାଙ୍କ ଧରିତ୍ରୀ