Rasifala

ରାଶିଫଳ: ଶନିବାର, ଅଗଷ୍ଟ ୧୫ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନ ଏକାଧିକ ଗ୍ରହ ଦ୍ୱାରା ପ୍ରଭାବିତ ହୋଇଥିବାରୁ କର୍ମକ୍ଷେତ୍ରରେ ସୌଭାଗ୍ୟଜନକ ସଫଳତା ପାଇବେ। କିନ୍ତୁ ଦ୍ୱିଜା ନକ୍ଷତ୍ରକୁ କୌଣସି ସମସ୍ୟା ଭିତରେ ଛନ୍ଦି ହୋଇଯିବାକୁ ପଡିପାରେ। ଯାତ୍ରାରୁ ସୁଫଳ ପାଇବେ ଏବଂ ସାମାଜିକ ସ୍ଥିତି ସୁଦୃଢ ରହିବ। ଈର୍ଷାକରି...

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୧୪ ତାରିଖ – Daily Horoscope

ମେଷ ଆଜି ପୂର୍ଣ୍ଣାତିଥି ଦଶମୀର ଚନ୍ଦ୍ର ଭାଗ୍ୟସ୍ଥାନକୁ ଦେଖୁଥିବାରୁ କୌଣସି କାମ ଅପୂର୍ଣ୍ଣ ରହିବନାହିଁ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଅଶ୍ୱିନୀ ନକ୍ଷତ୍ର କର୍ମକ୍ଷେତ୍ରରେ କେତେକ ଦିଗରୁ ଚାପର ସମ୍ମୁଖୀନ ହେବେ। ଦ୍ୱାଦଶସ୍ଥ ମଙ୍ଗଳ ସ୍ବାସ୍ଥ୍ୟ ସମସ୍ୟାର...

ରାଶିଫଳ: ଗୁରୁବାର, ଅଗଷ୍ଟ ୧୩ ତାରିଖ – Daily Horoscope

ମେଷ ଆଜି ଧନ ଭାବରେ ଚନ୍ଦ୍ର ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ। ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ ଓ ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଯାନବାହନରେ ସତର୍କତା ଅବଲମ୍ବନ...

ରାଶିଫଳ: ବୁଧବାର, ଅଗଷ୍ଟ ୧୨ ତାରିଖ – Daily Horoscope

ମେଷ ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ରହିବା ଭଲ। ବନ୍ଧୁଙ୍କ ଅନୁରୋଧବଶତଃ...

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୧୧ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ଗୃହ, ଭୂମି, ଗାଡିମୋଟର ପ୍ରଭୃତିକୁ କେନ୍ଦ୍ରକରି କଳହ ଦେଖାଦେଇପାରେ। ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିିକ...

ରାଶିଫଳ: ସୋମବାର, ଅଗଷ୍ଟ ୧୦ ତାରିଖ – Daily Horoscope

ମେଷ ବାଧକାଧିପ କର୍ମସ୍ଥ ଯୋଗୁ କର୍ମକ୍ଷେତ୍ରରେ ସମସ୍ୟା ଅବଶ୍ୟ ଲାଗି ରହିବ, କିନ୍ତୁ କିଛି ଅସୁବିଧା ହେବନାହିଁ । ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ । ଆର୍ଥିକ ସଂକଟ ଥିଲେ ମଧ୍ୟ ନୂତନ ଯୋଜନା...

ରାଶିଫଳ: ରବିବାର, ଅଗଷ୍ଟ ୯ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରୁ ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯତ୍ନ କରିବେ। କିନ୍ତୁ ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିପାରନ୍ତି। ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବନ୍ଧୁମାନଙ୍କ ଗହଣରେ ନୂତନ ସ୍ଥାନ...

ରାଶିଫଳ: ଶନିବାର, ଅଗଷ୍ଟ ୮ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ଆପୋଷ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ପରୋକ୍ଷ ଶତ୍ରୁତା କାରଣରୁ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି। ମନକୁ ବୁଝାଇ ଟେନ୍‌ସନ କମିଯିବା ସକାଶେ ଚେଷ୍ଟା କରିବେ। ବୃଷ ଆଜି...

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଘରୋଇ କ୍ଷେତ୍ରରେ ପଛକଥା ନ ଭାବି ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ। ସଙ୍ଗୀତ ସାଧନା, ପ୍ରଶାସନିକ ଆଲୋଚନା ଓ କଳା ସାହିତ୍ୟକ୍ଷେତ୍ରରୁ ସୁଫଳ ମିଳିବ। କିଣାବିକା କ୍ଷେତ୍ରରେ...

ରାଶିଫଳ: ଗୁରୁବାର, ଅଗଷ୍ଟ ୬ ତାରିଖ – Daily Horoscope

ମେଷ କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ପ୍ରଶାସନିକ ସ୍ତରରେ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ସକାଳୁ ସକାଳୁ ବାଟରେ ଯିବା ସମୟରେ ବନ୍ଧୁଙ୍କୁ ଭେଟିପାରନ୍ତି। ପାରିବାରିକ ଅସହଯୋଗ ଜନିତ କାର୍ଯ୍ୟ ହାସଲ ନ ହେବା କାରଣରୁ...

ରାଶିଫଳ: ବୁଧବାର, ଅଗଷ୍ଟ ୫ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଚନ୍ଦ୍ର ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ଶିଳ୍ପ,ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ। ନୂତନ ଗୃହୋପକରଣ...

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୪ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ଏବଂ କାର୍ଯ୍ୟସିଦ୍ଧି ହେବ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେ ସାମାନ୍ୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri