ମେଷ ଆଜି ବନ୍ଧୁଙ୍କ ସହ ଆଲୋଚନାରେ ସହକର୍ମୀଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେବାର ଆଶଙ୍କା ମଧ୍ୟ ରହିଛି। କିନ୍ତୁ ଆତ୍ମୀୟ କିମ୍ବା ଅନ୍ତରଙ୍ଗ ବନ୍ଧୁଙ୍କ ସାହାଯ୍ୟର ହାତ...
ମେଷ ମଙ୍ଗଳଙ୍କ ସପ୍ତମରେ ଚନ୍ଦ୍ର ଯୋଗୁ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। ସତର୍କତା ଅଭାବରୁ ଧନହାନି ଘଟିବାର ସୂଚନା ରହିଛି । କୌଣସି ବିଜାତୀୟ ବ୍ୟକ୍ତିର ଶତ୍ରୁତା ହେତୁ କୌଣସି କାମ ଶୃଙ୍ଖଳିତ ଭିତ୍ତିରେ ହୋଇପାରିବ ନାହିଁ ।...
ମେଷ ମଘା ନକ୍ଷତ୍ରସ୍ଥ ରବିଙ୍କ ଯୋଗୁ ସକାଳୁ ସକାଳୁ କୌଣସି ଖବର ପାଇ ବିସ୍ମୟାଭିଭୂତ ହୋଇପାରନ୍ତି। ପ୍ରତ୍ୟେକ ଦିଗରୁ ବିଭିନ୍ନ ପ୍ରକାରର ନାସ୍ତିସୂଚକ କଥା ଶୁଣି ମାନସିକ ସ୍ଥିତି ଭଲ ରହିବ ନାହିଁ। ସମ୍ପର୍କୀୟ ବନ୍ଧୁମାନଙ୍କ ସାହାଯ୍ୟ ମିଳିଲେ ମଧ୍ୟ...
Archives
Model This Week
ପିଲାଙ୍କ ଧରିତ୍ରୀ