Rasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୨୫ ତାରିଖ – Daily Horoscope

ମେଷ ଆଜି ବନ୍ଧୁମାନଙ୍କ ସହ ଶୁଭକାର୍ଯ୍ୟ ପରିପ୍ରେକ୍ଷୀରେ ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ବନ୍ଧୁବାନ୍ଧବ, ସହକର୍ମୀ, ଧାରକରଜ, ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି କଳହର ସମ୍ଭାବନା ମଧ୍ୟ ଦେଖାଦେଇପାରେ। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ...

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ ଆଜି ସକାଳୁ ସକାଳୁ ଆକସ୍ମିକ ଭାବରେ କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ। ସନ୍ତାନଙ୍କ କୃତି ଓ କୃତିତ୍ୱରେ ଖୁସି ହୋଇପାରନ୍ତି। ଅଫିସ୍‌ରେ ସ୍ଥଗିତ କାମ...

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୩ ତାରିଖ – Daily Horoscope

ମେଷ ପରିବାରର ସମସ୍ୟା ସମାଧାନ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇଯିବ। ସଭାସମିତିରେ ଉନ୍ନତ ମାନର ଆଲୋଚନା, ପାରିବାରିକ ସଦ୍ଭାବ ସବୁ ପାଇବେ। ବନ୍ଧୁମାନଙ୍କ ସହଯୋଗରେ ଅଟକି ରହିଯାଇଥିବା କାର୍ଯ୍ୟଗୁଡିକ ତ୍ୱରାନ୍ବିତ ହେବ। ଆନୁଷ୍ଠାନିକ କାମରେ ଉପସ୍ଥିତି ବୁଦ୍ଧି ଖଟାଇ...

ରାଶିଫଳ: ରବିବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ ଆଜି ଏକାଧାରରେ ଆପଣଙ୍କ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିବ। ରାଗି ଯାଇଥିବା ଅବୁଝା ବନ୍ଧୁମାନଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ,...

ରାଶିଫଳ: ଶନିବାର, ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ ପରିବାରରେ ବିଭିନ୍ନ ସମସ୍ୟା ବିଜଡ଼ିତ ହେବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ । ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବା ଶୁଣିବାକୁ ପାଇବେ । ଆର୍ଥିକ ସ୍ଥିତି ଦୁର୍ବଳ ହେବା କାରଣରୁ...

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୨୦ ତାରିଖ – Daily Horoscope

ମେଷ ବଳବାନ୍‌ ଚନ୍ଦ୍ର ପ୍ରଭାବରେ ପିଲାମାନଙ୍କ କଥା, ଶିକ୍ଷା ସମ୍ପର୍କୀୟ ସମସ୍ୟା,ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ବ୍ୟବସାୟ,ପରିବହନରେ ସମସ୍ୟା ମୁକ୍ତ ରହିବେ। ଅଟକି ରହିଥିବା କାମକୁ ପୂରା ଦମରେ କରିବାପାଇଁ ନିଷ୍ପତି ନେଇପାରନ୍ତି। ଆନୁଷ୍ଠାନିକ କାମ, ସାମାଜିକ ସମ୍ପର୍କରେ ଉନ୍ନତି...

ରାଶିଫଳ: ଗୁରୁବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଶ୍ରୀଚନ୍ଦ୍ର ପ୍ରଭାବରେ ଅର୍ଥଲାଭ,ବ୍ୟବସାୟିକ ଉତ୍କର୍ଷତା,ବନ୍ଧୁ ସମ୍ପର୍କରେ ଉନ୍ନତି ହେବ । କିନ୍ତୁ ଜନ୍ମ ଚନ୍ଦ୍ର ହେତୁ ଯାତ୍ରା,ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିପାରେ । ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ବନ୍ଧୁଙ୍କ...

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ଶୁଭେତ୍ସୁଙ୍କ ପରାମର୍ଶରେ ନୂଆ ନୂଆ କାମ କରିବା ସକାଶେ ମନ ବଳାଇବେ। ବିଶେଷ ଅସୁବିଧା ନ ହେଲେ ମଧ୍ୟ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଆପଣଙ୍କୁ ବ୍ୟସ୍ତ ଓ ବିବ୍ରତ କରାଇବ। ପାରିବାରିକ ଜୀବନରେ ଶାନ୍ତି...

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ନୂତନ କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗ ସହ କାର୍ଯ୍ୟ ହାସଲ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ। ଆନୁଷ୍ଠାନିକ, ସଭାସମିତି, ବନ୍ଧୁ ମିଳନ ପାଇଁ ଭଲ ଦିନଟିଏ କହିଲେଅତ୍ୟୁକ୍ତିି ହେବନାହିଁ। କିନ୍ତୁ ଛୋଟ ଛୋଟ କଥାକୁ କେନ୍ଦ୍ରକରି...

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଗୁରୁଦୃଷ୍ଟିରେ ରହିଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ, ପ୍ରଶଂସିତ ହେବେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବାକୁ ମନସ୍ଥ କରିପାରନ୍ତି। ଆର୍ଥିକ ସ୍ଥିତି କ୍ରମଶଃ ବୃଦ୍ଧି ପାଉଥିବାରୁ ଜମିଜମା...

ରାଶିଫଳ: ରବିବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ସୁପ୍ରଭାବରେ ଆପଣଙ୍କ କାମକୁ ସହଜରେ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ। କିନ୍ତୁ କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ଆଜି ଆକସ୍ମିକ ଭାବରେ ଘରକୁ ନୂତନ...

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଲାଭଭାବସ୍ଥ ଚନ୍ଦ୍ର ବାଧକାଧିପତି ଶନି ଯୁକ୍ତ କାରଣରୁ ପାରିବାରିକ ଦିଗରୁ କିଛିଟା ଚିନ୍ତା ମନକୁ ଚିନ୍ତାଶୀଳ କରାଇପାରେ । ଅବଶ୍ୟ ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ । ଦୀର୍ଘ ଦିନର ସୁପରିକଳ୍ପିତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri