Rasifala

ରାଶିଫଳ: ଶନିବାର, ଅଗଷ୍ଟ ୦୩ ତାରିଖ – Daily Horoscope

ମେଷ ଆକସ୍ମିକ ସ୍ବାସ୍ଥ୍ୟହାନିଜନିତ, ଶତ୍ରୁତା କାରଣରୁ କିମ୍ବା ଭାଇ, ପଡ଼ୋଶୀମାନଙ୍କ ସହ ସୁସମ୍ପର୍କ ଅଭାବଜନିତ ଦୁଶ୍ଚିନ୍ତା ସୃଷ୍ଟିହେବ । ବିଭିନ୍ନ ପ୍ରକାରର ସାହାଯ୍ୟ ସହଯୋଗ ପାଉଥିବା ଲୋକଟି ସାଧାରଣ ସ୍ବାର୍ଥହାନି ହେତୁ କୁତ୍ସାରଟନା କରିବା ପରିଲକ୍ଷିତ ହୋଇପାରେ। ଯେତେ ଭଲ...

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୦୨ ତାରିଖ – Daily Horoscope

ମେଷ ବନ୍ଧୁବର୍ଗଙ୍କ ସହାନୁଭୂତି ଓ ଅଧସ୍ତନ କର୍ମଚାରୀଙ୍କ ସହଯୋଗ ଆପଣଙ୍କ କର୍ମପ୍ରବାହରେ ଅନୁକୂଳ ବାତାବରଣ ସୃଷ୍ଟି କରିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବା ପାଇଁ ନିଜର ତ୍ୟାଗପୂତ ମନୋଭାବକୁ ପରୋକ୍ଷ ପ୍ରଶଂସା ମିଳିବ। କିନ୍ତୁ ଅଫିସରେ...

ରାଶିଫଳ: ଗୁରୁବାର, ଅଗଷ୍ଟ ୦୧ ତାରିଖ – Daily Horoscope

ମେଷ ଆଜି ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ନେଇ ଅଭିଳଷିତ କାର୍ଯ୍ୟ କରିପାରିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଦୋକାନବାଡି, ସତ୍‌ସଙ୍ଗ, ଆଲୋଚନା ତଥା ଭ୍ରମଣରେ ଲକ୍ଷ୍ୟ ପୂରଣ ହେବ। କିନ୍ତୁ ସାହିପଡ଼ିଶା, ବନ୍ଧୁବାନ୍ଧବ, ସହକର୍ମୀ, କରଜ ପ୍ରଭୃତିକୁ...

ରାଶିଫଳ: ବୁଧବାର, ଜୁଲାଇ ୩୧ ତାରିଖ – Daily Horoscope

ମେଷ ଆଜି ସମ୍ପର୍କୀୟ ଭାଇ, ପାଖ ପଡୋଶୀ, ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ସାହାଯ୍ୟରୁ କାମ ହାସଲ କରିବେ। କର୍ମକ୍ଷେତ୍ରରେ ଠିକ୍‌ ପରାମର୍ଶ ଦେଇ ଅନ୍ୟମାନଙ୍କ ପ୍ରଶଂସାର ପାତ୍ର ହୋଇପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ସଭାସମିତି କିମ୍ବା ଆନୁଷ୍ଠାନିକ...

ରାଶିଫଳ: ମଙ୍ଗଳବାର, ଜୁଲାଇ ୩୦ ତାରିଖ – Daily Horoscope

ମେଷ ପାପଯୁକ୍ତ ଚନ୍ଦ୍ର ଓ ଦୁର୍ବଳ ମଙ୍ଗଳ ହେତୁ ମାନସିକ ସ୍ଥିତି ଦୁର୍ବଳ ରହିବା କାରଣରୁ ମନ ଭଲ ରହିବ ନାହିଁ। ପରିବହନରେ ଝଗଡା, ଯାନବାହନରେ ସମସ୍ୟା ଦେଖାଦେଇପାରେ। ଇଚ୍ଛା ନ ଥାଇ ମଧ୍ୟ କେତେକ ପରିସ୍ଥିତିରେ ହାତରୁ ଖାଇ...

ରାଶିଫଳ: ସୋମବାର, ଜୁଲାଇ ୨୯ ତାରିଖ – Daily Horoscope

ମେଷ ବ୍ୟୟାଧିପ ଧନସ୍ଥାନକୁ ଦୃଷ୍ଟିଦେଉଥିବାରୁ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିବେ। ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦ୍‌ବେଗ ରହିବା ଫଳରେ ମାନସିକ ଅସ୍ଥିରତା ଅନୁଭବ କରିପାରନ୍ତି। ପାରିବାରିକ ମତଭେଦ କାରଣରୁ ଭ୍ରାତୃବିବାଦ ଦେଖାଦେଇ ପାରେ।...

ରାଶିଫଳ: ରବିବାର, ଜୁଲାଇ ୨୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ମଧ୍ୟସ୍ଥ ଯୋଗୁ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇପାରିବେ ନାହିଁ। ଯଦିଓ ବିଶେଷ କିଛି ଗୁରୁତର ସମସ୍ୟା ନାହିଁ, ତଥାପି ସାମୟିକ ଭାବେ ଅସୁସ୍ଥତା ଅନୁଭବ କରିବେ। ଅଟକି ରହିଯାଇଥିବା...

ରାଶିଫଳ: ଶନିବାର, ଜୁଲାଇ ୨୭ ତାରିଖ – Daily Horoscope

ମେଷ ଆଜି ଉଚ୍ଚରାଶିରେ ଚନ୍ଦ୍ରଙ୍କ ସଂଯୋଗ ହେତୁ ସବୁ କାମ ସୁରୁଖୁରୁରେ ହୋଇଯିବ । ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ଅଧ୍ୟୟନ, ଅଧ୍ୟାପନା, ଗବେଷଣା ଓ ରଚନାତ୍ମକ କାମରେ ପ୍ରଶଂସିତ ହେବେ । ରାଜନୀତି, ସଭାସମିତି ତଥା ସାଙ୍ଗଠନିକ କାର୍ଯ୍ୟ କିମ୍ବା...

ରାଶିଫଳ: ଶୁକ୍ରବାର, ଜୁଲାଇ ୨୬ ତାରିଖ – Daily Horoscope

ମେଷ ଆଜି ଶୁକ୍ର ନକ୍ଷତ୍ରସ୍ଥ ଚନ୍ଦ୍ର ଆପଣଙ୍କୁ ଅର୍ଥ, ପାରିବାରିକ ସୌଖ୍ୟ ଓ ବନ୍ଧୁମିଳନଜନିତ ଆନନ୍ଦ ପ୍ରଦାନ କରିବ। ଆଲୋଚନା କ୍ଷେତ୍ରରେ ଛୋଟ ଛୋଟ କଥାରେ ଚିହ୍ନା ପଡିଲେ ଅପଦସ୍ଥ ହେବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରରେ କୌଣସି ମହିଳାଙ୍କ ଦ୍ୱାରା...

ରାଶିଫଳ: ଗୁରୁବାର, ଜୁଲାଇ ୨୫ ତାରିଖ – Daily Horoscope

ମେଷ ଚରରାଶିସ୍ଥ ଜନ୍ମଚନ୍ଦ୍ର ମାନସିକ ଅସ୍ଥିରତା ସୃଷ୍ଟି କରିବ। ସତର୍କତାର ସହ ଆଜିର ଯାତ୍ରା, ବିବାଦୀୟ କ୍ଷେତ୍ର, ଗୃହାରମ୍ଭ ପ୍ରଭୃତି କରିବା ବିଧେୟ। କିନ୍ତୁ ଶ୍ରୀଚନ୍ଦ୍ରଜନିତ ଆର୍ଥିକ ସ୍ଥିତି ବହୁତ ଭଲ ରହିବ। ଅସନ୍ତୋଷ ବୃଦ୍ଧି କରିବ। ଦୂରଦର୍ଶିତାବିହୀନ କାର୍ଯ୍ୟ...

ରାଶିଫଳ: ବୁଧବାର, ଜୁଲାଇ ୨୪ ତାରିଖ – Daily Horoscope

ମେଷ ରେବତୀ ନକ୍ଷତ୍ରସ୍ଥ ଚନ୍ଦ୍ର ପଡ଼ୋଶୀଙ୍କ ହସ୍ତକ୍ଷେପରେ ପାରିବାରିକ ଶାନ୍ତି ଫେରାଇ ଆଣିବାରେ ସହାୟକ ହେବ। କିନ୍ତୁ ଚତୁର୍ଥସ୍ଥ ପାପଗ୍ରହ ପାରିବେଶିକ ଓ ମାନସିକ ତଥା ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ । ଆର୍ଥିକ ଅଭିବୃଦ୍ଧି ସାଙ୍ଗକୁ,...

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୩ ତାରିଖ – Daily Horoscope

ମେଷ ପାପଗ୍ରହଯୁକ୍ତ ନୀଚାରୋହୀ ଶୁକ୍ରଙ୍କ ପ୍ରଭାବରୁ ଆର୍ଥିକ ଅଭାବ, ଅନଟନ ନ ଥିଲେ କ’ଣ ହେଲା କାମଗୁଡ଼ିକ ସୁବିଧାରେ ହେବନାହିଁ। ଶତ୍ରୁତା କାରଣରୁ ବନ୍ଧୁଙ୍କଠାରୁ ସାହାଯ୍ୟ ପାଇବେ ନାହିଁ। ଦୀର୍ଘଦିନରୁ ଲାଗି ରହିଥିବା ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ମନକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri