ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୮ ତାରିଖ – Daily Horoscope
ମେଷ ଆମତ୍ୀୟଙ୍କ ସହ ଆଜିର ଯାତ୍ରା, କର୍ମାରମ୍ଭ ସାଙ୍ଗକୁ ବନ୍ଧୁମିଳନ ପ୍ରୀତିପ୍ରଦ ରହିବ। ସମ୍ପର୍କୀୟଙ୍କ ସହଯୋଗରେ ହାତ ପାହାନ୍ତାକୁ ସୁବିଧା ସୁଯୋଗ ଆସି ଜୁଟିଯିବ। ପ୍ରତ୍ୟେକ ଦିଗରୁ ଲାଭବାନ୍ ହେବେ ଓ ଯାହା ଖୋଜୁଛନ୍ତି ତାହା ପାଇବା ସହ ସ୍ଥଗିତ...