ରାଶିଫଳ: ଗୁରୁବାର, ଜୁଲାଇ ୧୮ ତାରିଖ – Daily Horoscope
ମେଷ ଆଜି ଚନ୍ଦ୍ର ଶ୍ରବଣା ନକ୍ଷତ୍ରରେ ରହିଥିବାରୁ ଆପଣ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି, କୌଣସିଥିରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡ଼ି ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟହେବେ। ଆନୁଷ୍ଠାନିକ...