Rasifala

ରାଶିଫଳ: ସୋମବାର, ଜୁଲାଇ ୧ ତାରିଖ – Daily Horoscope

ମେଷ ଆଜିର ରୋହିଣୀ ନକ୍ଷତ୍ରସ୍ଥ ଚନ୍ଦ୍ର ଅର୍ଥଲାଭ,ସାମାଜିକ ସମ୍ମାନ ସହ କାର୍ଯ୍ୟସିଦ୍ଧି କରାଇବ। ଦୀର୍ଘଦିନ ହେଲା ଯାହା ହୋଇପାରିିନି ତାହା ପୂର୍ଣ୍ଣତା ଲାଭ କରିବା ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇଯିବ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାମାନଙ୍କ ସଫଳତା, ନୂତନ...

ରାଶିଫଳ: ରବିବାର, ଜୁନ୍‌ ୩୦ ତାରିଖ – Daily Horoscope

ମେଷ ଉଚ୍ଚରାଶିରେ ଚନ୍ଦ୍ର ଥିବାରୁ ଖୁସି ମନରେ କାମ କରିବେ ଏବଂ ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା, ଆଦର ପାଇ ମନର ଦୁଃଖକୁ ଲାଘବ କରିବାରେ ସମର୍ଥ ହେବେ। ତଥାପି କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ।...

ରାଶିଫଳ: ଶନିବାର , ଜୁନ୍‌ ୨୯ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପରାମର୍ଶରେ ସାମାଜିକ ସ୍ତରରେ ଉଲ୍ଲେଖନୀୟ କାମ କରି ସର୍ବସାଧାରଣରେ ପ୍ରଶଂସିତ ହେବେ। କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇଯିବାର ଆଶଙ୍କା ରହିଛି। ମାନସିକ ଶାନ୍ତି ବ୍ୟାହତ ହୋଇପାରେ। କେତେକଙ୍କ କ୍ଷେତ୍ରରେ ମାନସିକ ଚାପ ଓ ପାରିବାରିକ...

ରାଶିଫଳ: ଶୁକ୍ରବାର, ଜୁନ୍‌ ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ର କେନ୍ଦ୍ରସ୍ଥ ମଙ୍ଗଳ ଯୋଗୁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ଅର୍ଥ ସମ୍ଭନ୍ଧୀୟ କୌଣସି କଥା ବନ୍ଧୁଙ୍କ ନିକଟରୁ ଶୁଣିବାକୁ ପାଇ ଉଲ୍ଲସିତ ହେବେ। ପ୍ରତ୍ୟେକ ଦିଗକୁ ଲକ୍ଷ୍ୟରଖି ଗୋପନୀୟ ଆଲୋଚନା ବ୍ୟତିରେକ ସମସ୍ୟାରେ...

ରାଶିଫଳ: ଗୁରୁବାର, ଜୁନ୍‌ ୨୭ ତାରିଖ – Daily Horoscope

ମେଷ ରାହୁ ନକ୍ଷତ୍ରସ୍ଥ ରବି ଆପଣଙ୍କ ବିଚାରଧାରା ପରିବାରରେ ମୃଦୁ ଗୁଞ୍ଜରଣ ସୃଷ୍ଟି କରିବ। ଅଟକି ରହିଥିବା କାମଗୁଡିକୁ ପୂରାଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ଯାନବାହନ, ଜମିଜମା, କଳକାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ୍‌ ହେବେ।...

ରାଶିଫଳ: ବୁଧବାର, ଜୁନ୍‌ ୨୬ ତାରିଖ – Daily Horoscope

ମେଷ ଆଜିର ଦ୍ୱାଦଶସ୍ଥ ଚନ୍ଦ୍ରଙ୍କ ଅଷ୍ଟମସ୍ଥ ବୃହସ୍ପତିଙ୍କ ଦୃଷ୍ଟି ଆପଣଙ୍କ ଯାତ୍ରା, ପରିବାର, ଯାନବାହନ ପାଇଁ ସମସ୍ୟା ସୃଷ୍ଟି କରିବ। ବୁଧ ଓ ବୃହସ୍ପତି ସମ୍ପର୍କରୁ ଶ୍ରମିକ କିମ୍ବା କଞ୍ଚାମାଲର ଅଭାବ ଜନିତ ନିର୍ମାାଣ କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ। ଅବଶ୍ୟ...

ରାଶିଫଳ: ମଙ୍ଗଳବାର, ଜୁନ୍‌ ୨୫ ତାରିଖ – Daily Horoscope

ମେଷ ପାରିବାରିକ ଓ କର୍ମକ୍ଷେତ୍ରର ସମସ୍ୟା ସୁଧାରିବା କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟର ଆବଶ୍ୟକତା ଅନୁଭବ କରିବେ। କୃତିକା ନକ୍ଷତ୍ର ସକାଶେ ପାରିପାର୍ଶ୍ୱିକ ପରିସ୍ଥିତି ସେତେଟା ଭଲ ରହିନପାରେ। ଜମିଜମା ବିାବଦ କିମ୍ବା ପରିବହନ ସମ୍ବନ୍ଧୀୟ ସମସ୍ୟାସମ୍ପର୍କିତ ବିବାଦୀୟ ଘଟଣାର ଅବସାନ...

ରାଶିଫଳ: ସୋମବାର, ଜୁନ୍‌ ୨୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତିଙ୍କ ନକ୍ଷତ୍ରସ୍ଥ ଲାଭଭାବସ୍ଥ ଚନ୍ଦ୍ର ଆପଣଙ୍କ ଜୀବନଯାତ୍ରାକୁ ପ୍ରୀତିପ୍ରଦ କରାଇବ। ପାରିବାରିକ ସମ୍ପର୍କ ଭଲ ରହିବା ସହ ଆଶା କରୁଥିବା ଜିନିଷ ପାଇବାରେ ପ୍ରତିବନ୍ଧକ ରହିବ ନାହିଁ। କିନ୍ତୁ ଦୀର୍ଘ ଦିନରୁ ପରସ୍ପର ପଡୁ ନ ଥିବା...

ରାଶିଫଳ: ରବିବାର, ଜୁନ ୨୩ ତାରିଖ – Daily Horoscope

ମେଷ ଏକାଦଶ ଚନ୍ଦ୍ର ଯୋଗୁ କାର୍ଯ୍ୟସିଦ୍ଧି ସଙ୍ଗକୁ ବୈଷୟିକ ଅଭିବୃଦ୍ଧି, ହୋଇପାରିବ। ପୂର୍ବ ସ୍ଥିରୀକୃତ ଦୂରଯାତ୍ରା,ବାଣିଜ୍ୟ, ବ୍ୟବସାୟ, ପରିବହନ, ବନ୍ଧୁ ବାନ୍ଧବ କ୍ଷେତ୍ରରେ ସୁଫଳ ପାଇବେ। ରାହୁ ଯୁଚ୍ଛ ରବି ହେତୁ କୃତିକା ନକ୍ଷତ୍ର ସବୁକଥାକୁ ଭଲରୂପେ ବିଚାର କରି...

ରାଶିଫଳ: ଶନିବାର, ଜୁନ ୨୨ ତାରିଖ – Daily Horoscope

ମେଷ ପାରିବାରିକ ସଦ୍‌ଭାବ ଓ ନିକଟ ସମ୍ପର୍କୀୟ ମାନଙ୍କ ସ୍ନେହ,ଶ୍ରଦ୍ଧା ଓ ଆଦର ପାଇ ଖୁସୀ ରହିବେ । ଆଜକୁ କେତେଦିନ ହେଲା ଯାହା ଭାବୁତ୍ଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇବାର ସମ୍ଭାବନା ରହିଛି । ଶିଳ୍ପ,...

ରାଶିଫଳ: ଶୁକ୍ରବାର, ଜୁନ ୨୧ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ତୃତୀୟଷଷ୍ଠାଧିପ ବୁଧଙ୍କ ଦୃଷ୍ଟିରେ ପାରିବାରିକ ସ୍ବାସ୍ଥ୍ୟ ସମସ୍ୟା କିମ୍ବା ମତା‘ର ଜନିତ କଳହକୁ ନେଇ ଚିନ୍ତିତ କରାଇବ। କିନ୍ତୁ ମୁଖଭାବସ୍ଥ ଶୁକ୍ରଙ୍କ ସୁପ୍ରଭାବରୁ ମନ ଭିତରର ଉତେଜନାକୁ ନିୟନ୍ତ୍ରିତ କରି ସହୃଦୟତାର ସହ ବାକ୍ୟାଳାପ...

ରାଶିଫଳ: ଗୁରୁବାର, ଜୁନ ୨୦ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ପୂର୍ବ ସମସ୍ୟାକୁ ଦୂରେଇ ନେଇ କର୍ମକ୍ଷେତ୍ର ଓ ପାରିବାରିକ ଜୀବନକୁ ଖୁସି କରାଇବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ ରହିବ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image