ରାଶିଫଳ: ଶୁକ୍ରବାର, ମେ ୩୧ ତାରିଖ – Daily Horoscope
ମେଷ ଆଜିର ଶୁକ୍ର ଓ ଚନ୍ଦ୍ରଙ୍କ ସମ୍ବନ୍ଧରୁ ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ଲାଭ କରିପାରିବେ। ଖର୍ଚ୍ଚଭାରର ଆଧିକ୍ୟ, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି। ଭାଇ, ପଡ଼ୋଶୀ କିମ୍ବା ନିକଟ ସମ୍ପର୍କୀୟମାନେ ନିଆଁରେ ଘିଅ ଢାଳିଲା ପରି କଟୁ...