ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope
ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି ଜନିତ ଭାଇ, ବନ୍ଧୁ, ପଡ଼ୋଶୀ କିମ୍ବା ସହକର୍ମୀଙ୍କ ସହ ମତାନ୍ତର କାରଣ ହୋଇପାରନ୍ତି।...