ରାଶିଫଳ: ଶନିବାର, ଡିସେମ୍ବର ୩୦ ତାରିଖ – Daily Horoscope ମେଷ ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ବାଧ୍ୟବାଧକତାରେ ଘରର ବାକି କାମକୁ ସମ୍ପୂର୍ଣ୍ଣ କରିବେ। ପୂର୍ବ ସ୍ଥିରୀକୃତ ଯାନବାହନ, ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବା ପାଇଁ ମନ ବଳାଇପାରନ୍ତି। କୃତ୍ତିକା ନକ୍ଷତ୍ର...
ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୯ ତାରିଖ – Daily Horoscope ମେଷ ପୂର୍ବରୁ ଯେଉଁ କାମଟିକୁ କରିବା ପାଇଁ ଅନିଚ୍ଛା ପ୍ରକାଶ କରୁଥିଲେ, ଆଜି ତାହା ଅନୁକୂଳ ବାତାବରଣରେ ସମ୍ପନ୍ନ ହେବ। ପ୍ରିୟ ବ୍ୟକ୍ତିଟିର ନିକଟ ଭବିଷ୍ୟତରେ ଅନୁପସ୍ଥିତିର ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇବେ।...
ରାଶିଫଳ: ଗୁରୁବାର, ଡିସେମ୍ବର ୨୮ ତାରିଖ – Daily Horoscope ମେଷ ଆଜିର ଚନ୍ଦ୍ର ବୃହସ୍ପତିଙ୍କ ନକ୍ଷତ୍ରରେ ଅବସ୍ଥାନ କରି ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣରେ ସହାୟକ ହେବେ। ହିତୈଷୀଙ୍କ ସାହାଯ୍ୟ, ସହଯୋଗ ମାଧ୍ୟମରେ କର୍ମକ୍ଷେତ୍ର ଓ ପାରିବାରିକ ବ୍ୟତିକ୍ରମର ସମସ୍ୟାକୁ ସୁଧାରି ନେବେ। ଶାରୀରିକ ଓ ମାନସିକ...
ରାଶିଫଳ: ବୁଧବାର, ଡିସେମ୍ବର ୨୭ ତାରିଖ – Daily Horoscope ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନକୁ ଦେଖୁଥିବାରୁ ସୁଖ, ସୁବିଧା ସାଙ୍ଗକୁ ଅର୍ଥ ଓ ସମ୍ମାନ ମିଳିବ। ସ୍ବଗୃହାଭିମୁଖୀ ଚତୁର୍ଥାଧିପତି କାରଣରୁ ସଭାସମିତିରେ ପଦସ୍ଥଙ୍କ ସାନ୍ନିଧ୍ୟ ଲାଭକରି ଉପକୃତ ହେବେ। ଦୀର୍ଘଦିନ ହେଲା ଚେଷ୍ଟା କରୁଥିବା କାମରେ ଆଜି ସଫଳତା ପାଇବେ।...
ରାଶିଫଳ: ମଙ୍ଗଳବାର , ଡିସେମ୍ବର ୨୬ ତାରିଖ – Daily Horoscope ମେଷ ଆଜି ମୁଖଭାବରେ ଚନ୍ଦ୍ର ପ୍ରଭାବରୁ ହସି କଥା କହିବେ। ଅଭାବ ଅନଟନ ଦୂରେଇଯିବ ଏବଂ ପ୍ରତ୍ୟେକ କ୍ଷେତ୍ର୍ରରେ ଅନୁକୂଳ ବାତାବରଣ ସୃଷ୍ଟିହେବ। ପରିବହନ, ବାଣିଜ୍ୟରେ ପ୍ରତିବନ୍ଧକ ଯୋଗୁ ସମସ୍ୟାର ସମ୍ମୁଖୀନ ହେବେ। ସଭାସମିତି ଓ ସଙ୍ଗଠନ କ୍ଷେତ୍ରରୁ ପ୍ରଶଂସିତ...
ରାଶିଫଳ: ସୋମବାର, ଡିସେମ୍ବର ୨୫ ତାରିଖ – Daily Horoscope ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁ ଶ୍ରମ ସ୍ବୀକାର କରିବାକୁ ପଡ଼ିପାରେ। ଆନୁଷଙ୍ଗିକ ସୁବିଧା ପାଇ ସାଙ୍ଗଠନିକ କାର୍ଯ୍ୟକୁ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସମସ୍ୟା ବିଶେଷ ଭାବେ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ...
ରାଶିଫଳ: ରବିବାର, ଡିସେମ୍ବର ୨୪ ତାରିଖ – Daily Horoscope ମେଷ ଦ୍ୱିତୀୟସ୍ଥ ଚନ୍ଦ୍ର ଯୋଗୁ କୌଣସି ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ମଧ୍ୟ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ। ହଠାତ୍ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ପରଶ୍ରୀକାତର...
ରାଶିଫଳ: ଶନିବାର , ଡିସେମ୍ବର ୨୩ ତାରିଖ – Daily Horoscope ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଦୋକାନବାଡ଼ି, ହୋଟେଲ ବ୍ୟବସାୟରେ ଉନ୍ନତମାନର ଫଳ ପାଇବେ। ଅଫିସରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଓ ସମ୍ମାନ ଅକ୍ଷୁଣ୍ଣ ରହିବ। ଆଇନ ଅଦାଲତ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି...
ରାଶିଫଳ: ଶୁକ୍ରବାର , ଡିସେମ୍ବର ୨୨ ତାରିଖ – Daily Horoscope ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପାରିବାରିକ ଜୀବନକୁ ସରସ କରିବ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା ଭିତରେ ପାଇବେ। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଅଭିଯୋଗ ଆସିପାରେ। ପଡ଼ୋଶୀଙ୍କ ସହ ଉଚିତ...
ରାଶିଫଳ: ଗୁରୁବାର, ଡିସେମ୍ବର ୨୧ ତାରିଖ – Daily Horoscope ମେଷ ଆଜି ଦ୍ୱାଦଶସ୍ଥ ଚନ୍ଦ୍ର ଯୁକ୍ତ ରାହୁଙ୍କ ଯୋଗୁ ବାହାର ଲୋକଙ୍କ ସକାଶେ ସମୟ ଦେବେ। କାର୍ଯ୍ୟ ତ୍ୱରାନ୍ବିତ ହେବା ବଦଳରେ ହଠାତ୍ ଅଟକି ରହିଯାଇପାରେ। ଶିଳ୍ପ, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ ଓ ଲାଭବାନ୍ ହେବେ।...
ରାଶିଫଳ: ବୁଧବାର, ଡିସେମ୍ବର ୨୦ ତାରିଖ – Daily Horoscope ମେଷ ଗତକାଲିର ଟେନ୍ସନ ଆଜି କମିଯିବ ଏବଂ ଅଫିସ୍ରେ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ରାହୁ ଯୁକ୍ତ ଚନ୍ଦ୍ରଙ୍କ କୁପ୍ରଭାବରୁ କ୍ରୟ ବିକ୍ରୟ କ୍ଷେତ୍ରରେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହେବାରୁ ମନୋବଳ ବୃଦ୍ଧି...
ରାଶିଫଳ: ମଙ୍ଗବାର, ଡିସେମ୍ବର ୧୯ ତାରିଖ – Daily Horoscope ମେଷ ସମସ୍ୟା ଆସିଲେ ମଧ୍ୟ କୈାଶଳରେ କାର୍ଯ୍ୟ ସାଧନ କରିପାରିବେ। ଅଳ୍ପ ଖର୍ଚ୍ଚରେ ଆବଶ୍ୟକତା ଚଳାଇ ନେବାକୁ ଚିନ୍ତା କରିପାରନ୍ତି। ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ...