ରାଶିଫଳ: ଗୁରୁବାର, ନଭେମ୍ବର ୩୦ ତାରିଖ – Daily Horoscope
ମେଷ ଆଜି ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ନ ରହିଲେ କ୍ଷତିରେ ପଡ଼ିପାରନ୍ତି। ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, କଳା, ସଙ୍ଗୀତ,...