Rasifala

ରାଶିଫଳ: ଶୁକ୍ରବାର , ଅଗଷ୍ଟ ୨୫ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ଶାରୀରିକ ଓ ମାନସିକ ସ୍ଥିତିରେ ସମତା ରକ୍ଷା କରିପାରିବ ନାହିଁ। ଆଲୋଚନାର ଶେଷ ପର୍ଯ୍ୟାୟରେ ସହକର୍ମୀଙ୍କ ସହ ମନୋମାଳିନ୍ୟ ଯୋଗୁ ଉଦାସ ରହିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେବାର ଆଶଙ୍କା ମଧ୍ୟ ରହିଛି।...

ରାଶିଫଳ: ଗୁରୁବାର, ଅଗଷ୍ଟ ୨୪ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର ହେତୁ ବିଷାଦିତ ରହିପାରନ୍ତି। ତରବରିଆ କାମ କିମ୍ବା ସତର୍କତା ଅଭାବରୁ ଧନହାନିର ସୂଚନା ରହିଛି। ଶତ୍ରୁତା ହେତୁ କର୍ମକ୍ଷେତ୍ରରେ କୌଣସି କାମ ଶୃଙ୍ଖଳିତ ହେବ ନାହିଁ। ବ୍ୟବସାୟ କ୍ଷେତ୍ର, କଳା, ସାହିତ୍ୟ, ପ୍ରଶାସନିକ କ୍ଷେତ୍ର,...

ରାଶିଫଳ: ବୁଧବାର, ଅଗଷ୍ଟ ୨୩ ତାରିଖ – Daily Horoscope

ମେଷ ସକାଳୁ ସକାଳୁ କୌଣସି ଖବର ପାଇ ବିସ୍ମୟାଭିଭୂତ ହୋଇପାରନ୍ତି। ପ୍ରତ୍ୟେକ ଦିଗରୁ ବିଭିନ୍ନ ପ୍ରକାରର ନାସ୍ତିସୂଚକ କଥା ଶୁଣି ମାନସିକ ସ୍ଥିତି ଭଲ ରହିବ ନାହିଁ। ସମ୍ପର୍କୀୟ ବନ୍ଧୁମାନଙ୍କ ସାହାଯ୍ୟ ମିଳିଲେ ମଧ୍ୟ କାମ ହାସଲ ସକାଶେ ପାରିବାରିକ...

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୨୨ ତାରିଖ – Daily Horoscope

ମେଷ ଅଭାବ ଅସୁବିଧା ପୂରଣ ଦିଗରେ ଅନ୍ୟମାନଙ୍କୁ ନେହୁରାହେବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ। ପରିବାରରେ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟିହେବା ଆଶଙ୍କା ରହିଛି। କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌...

ରାଶିଫଳ: ସୋମବାର, ଅଗଷ୍ଟ ୨୧ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କ୍ଷେତ୍ରରେ କଡ଼ା କଥା କହି ଅପ୍ରିୟତା କିମ୍ବା କଳହଜନିତ ଅଶାନ୍ତିର ସମ୍ଭାବନା ରହିଛି। ଦ୍ୱିଜା ନକ୍ଷତ୍ର ମନ ବୁଝିଲା ଭଳି କଥା କହି ପରିବାରର ଅବୁଝା ବ୍ୟକ୍ତିଙ୍କୁ ଆପଣେଇ ନେବେ। କର୍ମକ୍ଷେତ୍ରରେ ବହୁ ଲୋକଙ୍କ ମେଳରେ...

ରାଶିଫଳ: ରବିବାର, ଅଗଷ୍ଟ ୨୦ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ କରି ଲକ୍ଷ୍ୟ ହାସଲରେ ସମର୍ଥ ହେବେ। ଆପଣଙ୍କୁ ଆନୁଷ୍ଠାନିକ, ସାମାଜିକ କ୍ଷେତ୍ରରେ ସାମିଲ ରହିଥିଲେ ସମ୍ମାନ ଲାଭ କରିପାରନ୍ତି। ପାଖ ପଡ଼ୋଶୀମାନଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସମସ୍ୟା ହିଁ ଚିନ୍ତାର ମୁଖ୍ୟ କାରଣ...

ରାଶିଫଳ: ଶନିବାର, ଅଗଷ୍ଟ ୧୯ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ କର୍ମକ୍ଷେତ୍ର ପ୍ରତି ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, କାରଣ ଏହି ଦିଗପ୍ରତି ଧ୍ୟାନ ଦେଲେ ନିଜ ଲୋକଙ୍କୁ ସନ୍ଦେହ କରିବେ। ପାରିପାର୍ଶ୍ୱିକ ପରିସ୍ଥିତି...

ରାଶିଫଳ: ଶୁକ୍ରବାର , ଅଗଷ୍ଟ ୧୮ ତାରିଖ – Daily Horoscope

ମେଷ କର୍ମଜଞ୍ଜାଳ ବୃଦ୍ଧି କାରଣରୁ ଜମା ଫୁର୍‌ସତ୍‌ ପାଇବେ ନାହିଁ। ଆଜି ଆପଣ ଯାନବାହନ, ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବା ପାଇଁ ମନ ବଳାଇପାରନ୍ତି। ଫେରିବା ବାଟରେ ବନ୍ଧୁଙ୍କୁ ଭେଟି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିପାରନ୍ତି। ପାରିବାରିକ ଅସହଯୋଗରୁ ଚାହୁଁଥିବା...

ରାଶିଫଳ: ଗୁରୁବାର, ଅଗଷ୍ଟ ୧୭ ତାରିଖ – Daily Horoscope

ମେଷ ଆଜି ଅର୍ଥଲାଭର ଯୋଗ ରହିଛି। କିନ୍ତୁ ପାଇବେ ଯେତିକି ତା’ଠାରୁ ଅଧିକ ବ୍ୟୟକରି ଅନୁତପ୍ତ ହୋଇପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଚେଷ୍ଟା କରୁଥିବା କାମ ଓ ପରିବହନରେ ସଫଳତା ପାଇବେ। ଘର ଲୋକଙ୍କ ଉପରେ...

ରାଶିଫଳ: ବୁଧବାର, ଅଗଷ୍ଟ ୧୬ ତାରିଖ – Daily Horoscope

ମେଷ ଆଜି ଆପଣ ଅନେକ ମାନସିକ ଦ୍ୱନ୍ଦ୍ୱ ଓ ଆଶା, ନିରାଶା ମଧ୍ୟରେ ବ୍ୟସ୍ତ ରହିବେ। ଘର କଥା ହେଉ କିମ୍ବା କର୍ମକ୍ଷେତ୍ର କଥା ହେଉ ସବୁ କାମ ଗୋଳିଆ ରହିବ। କିଛି ଆଲୋଚନା ଓ ସମାଲୋଚନା ଭିତରେ ସମାଧାନ...

ରାଶିଫଳ:ମଙ୍ଗଳବାର , ଅଗଷ୍ଟ ୧୫ ତାରିଖ – Daily Horoscope

ମେଷ ଆଜି ଆବଶ୍ୟକ ଜିନିଷ ନ ଆଣିପାରିବା କାରଣରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତି ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ। ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି।...

ରାଶିଫଳ:ସୋମବାର , ଅଗଷ୍ଟ ୧୪ ତାରିଖ – Daily Horoscope

ମେଷ ଆଜକୁ କେତେଦିନ ହେଲା ମନେମନେ ଯାହା ଭାବୁଥିଲେ ତାହା ସୁବିଧାରେ ପାଇଯିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। କଠୋର ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି। ସାମାଜିକ ସ୍ତରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ବୃଷ ବିଭିନ୍ନ ପ୍ରକାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image