ମେଷ ଆଜି ରବିଙ୍କ ଦୃଷ୍ଟିରେ ସ୍ବଗୃହୀ ଚନ୍ଦ୍ର ଥିବାରୁ ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ର ଉତମ ରହିବ। ଶନି କ୍ଷେତ୍ରସ୍ଥ ରବିଙ୍କ ଯୋଗୁଁ କୈାଣସି ସନ୍ତାନଙ୍କ ସ୍ବାସ୍ଥ୍ୟହାନୀ ଦୁଃଶ୍ଚିନ୍ତାକୁ ବଢାଇ ଦେଇପାରେ। ଅତି ନିକଟତର ବନ୍ଧୁଙ୍କ ସମ୍ପର୍କକୁ ଅନ୍ୟମାନେ ଖରାପ...
ମେଷ ଆଜି କର୍ମକ୍ଷେତ୍ରର କିଛି ସମସ୍ୟା ନେଇ ଚିନ୍ତିତ ରହିପାରନ୍ତି। ଅବଶ୍ୟ ବନ୍ଧୁମାନେ ସାହାଯ୍ୟ କରିବେ ଓ କୌଣସି କାମ ମଧ୍ୟ ଅଟକିବ ନାହିଁ। ଲେଖାପଢ଼ା, ଧର୍ମକାର୍ଯ୍ୟ, ସାଂସ୍କୃତିକ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ,...
ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ପାରିବାରିକ ସ୍ଥିତି, ଲୋକ ସମ୍ପର୍କ, ସଭାସମିତି, ଆଲୋଚନାଚକ୍ର, ସାହିତ୍ୟ ସଭା ପ୍ରଭୃତିରୁ ଖୁସି ରହିବେ। ସ୍ଥଗିତ କାମ ପାଇଁ ଅନ୍ୟକୁ କିମ୍ବା ନିଜ...
Archives
Model This Week
ପିଲାଙ୍କ ଧରିତ୍ରୀ