ମେଷ ଆଜି ରହିଯାଇଥିବା କାମକୁ ଶେଷ କରିବା ସକାଶେ ଚିନ୍ତା କରିପାରନ୍ତି। କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ବାଧକାଧିପତି ଶନିଙ୍କ କୁପ୍ରଭାବରୁ ଧନହାନି, ଜମିଜମା କଳହ ଓ ସ୍ବାସ୍ଥ୍ୟହାନିର ଆଶଙ୍କା ରହିଛି। କୌଣସି ଗୁରୁତ୍ୱପୂର୍ଣ୍ଣ...
ମେଷ ଆଜି ଷଷ୍ଠସ୍ଥ ଚନ୍ଦ୍ର ହେତୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ ଏବଂ ଖର୍ଚ୍ଚାନ୍ତ ହୋଇ ଦୂରଯାତ୍ରା କରିପାରନ୍ତି। ସଭାସମିତିରେ ସୀମା ଭିତରେ ରହିବା ଭଲ ନତୁବା ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ। ସହକର୍ମୀଙ୍କୁ ଦେଇଥିବା ଜିନିଷ...
ମେଷ ଆଜି ଯାତ୍ରା, କାର୍ଯ୍ୟସାଧନ ସଙ୍ଗକୁ ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯନତ୍ କରିବେ। ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ବିଶେଷ ଭ୍ରମଣ ଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବନ୍ଧୁମାନଙ୍କ...
Archives
Model This Week
ପିଲାଙ୍କ ଧରିତ୍ରୀ