ମେଷ ବିଭିନ୍ନ ପାରିବାରିକ କାରଣକୁ ନେଇ ମାନସିକ ଅସ୍ଥିରତା ଲାଗି ରହିବ, ଯାହା ପିଲାମାନଙ୍କୁ କେନ୍ଦ୍ରକରି ସୃଷ୍ଟିହେବାର ବହୁତ ସମ୍ଭାବନା ରହିଛି। ପୁନଶ୍ଚ କୌଣସି ନୀଚଜାତିର ବ୍ୟକ୍ତିଙ୍କ ସହ କଳହର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ କଳା,...
ମେଷ ଆଜି ପାରିବାରିକ କ୍ଷେତ୍ରରେ ସାମାନ୍ୟ କାରଣରୁ ବିତର୍କ ଲାଗି ମାନସିକ ଅବସ୍ଥା ଭଲ ରହିବ ନାହଁ। ଜମିଜମା, ସ୍ତ୍ରୀଙ୍କ ସ୍ବାସ୍ଥ୍ୟ, ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ ବିଫଳତାରୁ ଚିନ୍ତିତ ରହିବେ। ସମ୍ପତ୍ତିକୁ କେନ୍ଦ୍ରକରି ଭାଇ ଭାଇ...
ମେଷ କର୍ମ କ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବା କାରଣରୁ କାମ ଅଟକିବ ନାହିଁ। ସହକର୍ମୀ କିମ୍ବା ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିପାରନ୍ତି। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ପଡ଼ୋଶୀମାନେ ସାଧାରଣ କଥାରେ...
Archives
Model This Week
ପିଲାଙ୍କ ଧରିତ୍ରୀ