ମେଷ ଆଜି ଦିନ ମଧ୍ୟରେ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ। ବନ୍ଧୁମାନଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯାଇ ପାରନ୍ତି। ବ୍ୟବସାୟିକ ସ୍ଥିତି କେତେକାଂଶରେ ଚିନ୍ତାଜନକ ସ୍ଥିତିକୁ ଆସି ଯାଇପାରେ। ବିବାଦୀୟ ଘଟଣାଠାରୁ ଦୂରେଇ ରହିବା...
ମେଷ ପାପଯୁକ୍ତ ଚନ୍ଦ୍ର ପ୍ରଭାବରେ ଆଜି ମାନସିକ ସ୍ଥିରତା ରହି ନ ପାରେ। କିନ୍ତୁ ଦ୍ୱିଜା ନକ୍ଷତ୍ରର ଶିକ୍ଷାକ୍ଷେତ୍ରରେ ସୁନାମ, ପିଲାଙ୍କ ସଫଳତା, ଉନ୍ନତ ଆଲୋଚନା, ପାରିବାରିକ ସଦ୍ଭାବ ସବୁ ପାଇବେ। ବନ୍ଧୁଙ୍କ ସହଯୋଗରେ ଅଟକି ରହିଯାଇଥିବା ଅଫିସ୍ର କାଯର୍ୟଗୁଡିକ...
ମେଷ ପରିବାର ଓ କର୍ମକ୍ଷେତ୍ରର ସମସ୍ୟା ମନକୁ ବିଷାକ୍ତ କରିବ। ପ୍ରତ୍ୟେକ ଘଟଣାକୁ ସନ୍ଦେହ କରିବା କାରଣରୁ ମନ ଭଲ ରହି ନ ପାରେ। ଅବଶ୍ୟ ସାମାଜିକ ସ୍ତରରେ ମଉଜିଆ କଥା କହି ବନ୍ଧୁ ଗହଣରେ ପରିସ୍ଥିତିକୁ ହାଲୁକା କରିବାରେ...
Archives
Model This Week
ପିଲାଙ୍କ ଧରିତ୍ରୀ