ମେଷ କର୍ମଭାବସ୍ଥ ଚନ୍ଦ୍ର ହେତୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଅଫିସ୍ କାମରେ ଏପରିକି ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା...
ମେଷ ଆଜି କର୍ମଭାବରେ ଚନ୍ଦ୍ର ରହିଥିବାରୁ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରାଇବେ। ଉଚ୍ଚାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରିବ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହୋଇପାରେ। ପରିବାରରେ ଅଶାନ୍ତି ଦୂର ହେବା...
ମେଷ ଆଜି ବନ୍ଧୁମାନଙ୍କ ଗହଳ ଚହଳ ମଧ୍ୟରେ ବ୍ୟସ୍ତତା ଅନୁଭବ କରିପାରନ୍ତି। ଜଣେ ବନ୍ଧୁଙ୍କ ବିଚାରହୀନ ମନ୍ତବ୍ୟକୁ କେନ୍ଦ୍ରକରି ପରିବାରରେ ଝଗଡ଼ା ଲାଗିପାରେ। ଏକ ନିର୍ଦ୍ଦିଷ୍ଟ ଦିଗରେ ଖର୍ଚ୍ଚ କରିବାକୁ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ। କର୍ମକ୍ଷେତ୍ରରେ...
Archives
Model This Week
ପିଲାଙ୍କ ଧରିତ୍ରୀ