ମେଷ ଆଜି ସକାଳୁ ପ୍ରିୟଜନଙ୍କ ସହ କାର୍ଯ୍ୟାରମ୍ଭର ଯୋଜନା କରିପାରନ୍ତି। ଧାର ନେଇଥିବା ବ୍ୟକ୍ତିଟି ପରିଶୋଧର ପ୍ରତିଶ୍ରୁତି ଦେଇ ଟାଳଟୁଳ ନୀତି ଅବଲମ୍ବନ କରିବେ। ହୋଟେଲ ଶିଳ୍ପ, ଛୋଟ ଦୋକାନ, କାରିଗରି, ପରିବହନ, ବ୍ୟବସାୟ କ୍ଷେତ୍ରରେ ସୁଫଳ ମିଳିବ। ପାରିବାରିକ...
ମେଷ ଆଜି ପାରିବାରିକ ସମସ୍ୟାକୁ ନେଇ ମନ ଭଲ ରହିନପାରେ। କୃତ୍ତିକା ନକ୍ଷତ୍ର ସକାଶେ ସାଧାରଣ ଘଟଣାକୁ କେନ୍ଦ୍ର କରି ବନ୍ଧୁ ସମ୍ପର୍କ ଫିକା ପଡ଼ିଯିବ। ସଚେତନତା ହେତୁ ଶାରୀରିକ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ...
ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ମନର ସ୍ଥିତିକୁ ଦୋଦୁଲ୍ୟମାନ ଅବସ୍ଥାରେ ରଖିପାରେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବାରେ ସଫଳ ହେବେ। ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ ମାତ୍ର କାମ ମଧ୍ୟ...
Archives
Model This Week
ପିଲାଙ୍କ ଧରିତ୍ରୀ