Rasifala

ରାଶିଫଳ: ବୁଧବାର, ଅକ୍ଟୋବର ୨୦ ତାରିଖ – Daily Horoscope

ମେଷ ଆଜି ଅସମ୍ପୂର୍ଣ୍ଣ କାମ ସମ୍ପୂର୍ଣ୍ଣ ସହ ବିବାଦର ସମାଧାନ ମଧ୍ୟ ହେବ। କାମ ହାସଲ ସକାଶେ ଅବୁଝା ବନ୍ଧୁଙ୍କୁ ବୁଝାଇ ମନେଇବାରେ ମଧ୍ୟ ସମର୍ଥ ହୋଇପାରିବେ। ବାଣିଜ୍ୟ, ବ୍ୟବସାୟ, ସଭାସମିତି, ଯାତ୍ରା ଓ ବନ୍ଧୁମିଳନଜନିତ ସମୟ କଟାଇବେ। ଅଫିସରେ...

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୧୯ ତାରିଖ – Daily Horoscope

ମେଷ ଆଜି ସମ୍ପର୍କୀୟଙ୍କ ସହାୟତାରେ ଅର୍ଥନୈତିକ ଉତ୍କର୍ଷତା ମୁହଁରେ ହସ ଫୁଟାଇବ। କିନ୍ତୁ ଏମିତି କେତେକ କାମ ରହିଛି, ଯାହା କି ମନ ଚାହୁଁଥିଲେ ମଧ୍ୟ ଆପଣ ଅସମର୍ଥ ହୋଇପଡ଼ିବେ। ପାରିବାରିକ ସୌଖ୍ୟ ସଙ୍ଗକୁ ପୁତ୍ରକନ୍ୟାଙ୍କ ସମସ୍ୟାର ସରଳ ସମାଧାନ...

ରାଶିଫଳ: ସୋମବାର, ଅକ୍ଟୋବର ୧୮ ତାରିଖ – Daily Horoscope

ମେଷ ଆଜି ଆପଣ ସ୍ବାସ୍ଥ୍ୟ, ପରିବାର, ଯାନ, ଜମିଜମା ଓ କଳହ ପ୍ରତି ସତର୍କ ରହିବା ଭଲ। ଶିକ୍ଷା, ସନ୍ତାନ, ଆଲୋଚନା କ୍ଷେତ୍ର, ସଙ୍ଗଠନ ଓ ରାଜନୀତି ସକାଶେ ଅସୁବିଧା ହେବ ନାହିଁ। କ୍ରୀଡ଼ା, କଳା, ସାହିତ୍ୟ କ୍ଷେତ୍ରରେ ଅଗ୍ରଗତି...

ରାଶିଫଳ: ରବିବାର, ଅକ୍ଟୋବର ୧୭ ତାରିଖ – Daily Horoscope

ମେଷ ଆଜି ଆପଣଙ୍କର ଯାତ୍ରା, ବନ୍ଧୁମିଳନ ଓ ମନୋରଞ୍ଜନ ପାଇଁ ଅନୁକୂଳ ସମୟ। ତଥାପି କୃତ୍ତିକା ନକ୍ଷତ୍ର ସକାଶେ ସାମାଜିକ ସ୍ତରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ସଭାସମିତି, ମାଲିମକଦ୍ଦମା କଥା କିମ୍ବା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।...

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୧୫ ତାରିଖ – Daily Horoscope

ମେଷ ଆଜି ଆପଣ କର୍ମକ୍ଷେତରେ ଦୃଢ ପଦକ୍ଷେପ ନେଇ କାମ ହାସଲ କରି ପାରିିବେ। ବିବାଦୀୟ ପରିସ୍ଥିତିରେ ଅନ୍ୟ ଲୋକ ମାନଙ୍କ ଆଗରେ ମୁଣ୍ଡ ନୁଆଁଇବେ ନାହିଁ। ଅର୍ଥ, ପ୍ରଶାସନ, ଆଇନ, ସଭା ସମିତି, ଆନୁଷ୍ଠାନିକ କାମ ଓ ବନ୍ଧୁ...

ରାଶିଫଳ: ଗୁରୁବାର, ଅକ୍ଟୋବର ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ନୈରାଶ୍ୟ ଦୂରେଇଯିବ ଓ ପ୍ରତିଷ୍ଠା ଲାଭ କରିବେ । ଆପଣଙ୍କ ଉପସ୍ଥିତ ବୁଦ୍ଧି ଓ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟକୁ ଆପଣାର କରିବାରେ ସାହାଯ୍ୟ କରିପାରେ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟରେ...

ରାଶିଫଳ: ବୁଧବାର, ଅକ୍ଟୋବର ୧୩ ତାରିଖ – Daily Horoscope

ମେଷ ବିଭିନ୍ନ ସମସ୍ୟା ସଙ୍ଗକୁ ଅଯଥା ଅର୍ଥ ବ୍ୟୟ ମାନସିକ ସ୍ଥିତିକୁ କଳୁଷିତ କରିଦେବ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିବେ। ଦୂରଯାତ୍ରା ପାଇଁ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ରଚନାତ୍ମକ କାମ, ଆନୁଷ୍ଠାନିକ କ୍ଷେତ୍ର ତଥା ସଭାସମିତିରେ...

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୧୨ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଭୁଲ୍‌ ନିଷ୍ପତ୍ତି ନେଇ ଅନୁତାପ କରିବେ। ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି। ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ପରିବାରର ବିଗତ ଦିନର ସମସ୍ୟା ସମାଧାନ...

ରାଶିଫଳ: ସୋମବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜିର ବଳକାକାମଗୁଡିକୁ ପୂରା ଦମରେ କରିବାପାଇଁ ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୁତି ଲାଭ କରିବେ। କଳ କାରଖାନା, ଜଳଜାତ ଦ୍ରବ୍ୟ ତୈଳ, କିମ୍ବା ବିଦ୍ୟୁତ ବ୍ୟବସାୟରୁ ଲାଭବାନ ହେବେ। ବିବାଦୀୟ କଥାରେ ମୁଣ୍ଡ...

ରାଶିଫଳ: ରବିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜିର ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। କାଳେ କିଛି ଦେବାକୁ ପଡ଼ିବ, ଏହି ଭାବନାରେ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ଯୋଗ। ବନ୍ଧୁ...

ରାଶିଫଳ: ଶନିବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଭୁଲ୍‌ ବୁଝାମଣା ହେତୁ ବନ୍ଧୁ ସମ୍ପର୍କ ଫିକା ପଡ଼ିଯିବାରୁ ଚିନ୍ତା ପ୍ରକଟ କରିପାରନ୍ତି। ତରବରିଆ ଯାତ୍ରା ସମୟରେ ଯାନବାହନରେ ଅସୁବିଧାର ସମ୍ମୁଖୀନ ହେବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବାରୁ ଆଶ୍ୱସ୍ତି ଲାଭ କରିବେ। ପ୍ରଶାସନ,...

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆର୍ଥିକ ଉନ୍ନତି, ଜମିଜମା କ୍ଷେତ୍ରରେ ପାରିବାରିକ ସାହାଯ୍ୟ, ସମର୍ଥନ ପାଇବେ। ଫଳପ୍ରଦ ଯାତ୍ରା ମନକୁ ସାମୟିକ ଆନନ୍ଦ ପ୍ରଦାନ କରିବାରର ସୌଭାଗ୍ୟ ଅର୍ଜନ କରିବେ। ରାଜନୀତି, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର, ସଭାସମିତି ଓ ସଂଗଠନ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri