ରଥ ଯାତ୍ରା

କେସିଙ୍ଗା ବ୍ଲକରେ ଶାନ୍ତିଶୃଙ୍ଖଳା ଭାବେ ରଥଯାତ୍ରା ପାଳିତ

କେସିଙ୍ଗା,୪।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ଗ୍ରାମରେ ରଥଯାତ୍ରା ଗୁରୁବାର ଶାନ୍ତିଶୃଙ୍ଖଳାର ସହିତ ପାଳିତ ହୋଇଯାଇଛି। ସହରରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ବଳଭଦ୍ର, ଶୁଭଦ୍ରା ଓ…

5 years ago

ତିହିଡ଼ି: ହରିବୋଲରୁ ଶ୍ରୀଗୁଣ୍ଡିଚାରେ ତିନିଠାକୁର

ତିହିଡ଼ି, ୪।୭ (ଡି.ଏନ.ଏ.) - ଭଦ୍ରକ ଜିଲା ସଦର ବ୍ଲକ କେଶପୁରସ୍ଥିତ ହରିବୋଲ କ୍ଷେତ୍ରରେ ଗୁରୁବାର ପବିତ୍ର ଘୋଷଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଶତାଧିକ ଶ୍ରଦ୍ଧାଳୁଙ୍କ ଶଙ୍ଖ, ହୁଳହୁଳି,…

5 years ago

ଶରଧାବାଲିରେ ୩ ରଥ: ରତ୍ନବେଦୀରୁ ଜନ୍ମବେଦୀକୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଯାତ୍ରା

ଭୁବନେଶ୍ୱର, ୪।୭(ବ୍ୟୁରୋ): ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଲା ତିନି ରଥ। ବଳଦେବଙ୍କ ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିବା ପରେ ଶେଷରେ…

5 years ago

ଗୁଣ୍ଡିଚା ଆଗରେ ୨ ରଥ, ଗଡ଼ିଚାଲିଛି ନନ୍ଦିଘୋଷ

ଭୁବନେଶ୍ୱର, ୪।୭(ବ୍ୟୁରୋ): ନବଦିନାତ୍ମକ ଯାତ୍ରାରେ ଚତୁର୍ଦ୍ଧାମୂର୍ତ୍ତି। ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଇତିମଧ୍ୟରେ ଶ୍ରୀଗୁଣ୍ଡିଚା ମନ୍ଦିର ମଣ୍ଡପ ନିକଟରେ ଲାଗିଯାଇଛି ବଳଦେବଙ୍କ ତାଳଧ୍ୱଜ ରଥ। ପରେ ପରେ ଦେବୀ ସୁଭଦ୍ରାଙ୍କ…

5 years ago

ନୂଆବଜାରଠାରେ ଅଟକିଲା ତିନିରଥ

ଭୁବନ,୪ା୭(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନରେ ଗୁରୁବାର ରଥଯାତ୍ରା ସମ୍ପନ୍ନ ହୋଇଛି। ସକାଳେ ସମସ୍ତ ନିତିକାନ୍ତି ପରେ ଅପରାହ୍ନ ୧ଟାରେ ତିନି ରଥ ପ୍ରତିଷ୍ଠା କରାଯାଇଥିଲା। ପରେ ପହଣ୍ଡି…

5 years ago

ହିଞ୍ଜିଳିକାଟୁରେ ଟଣାହେଲା ରଥ

ହିଞ୍ଜିଳିକାଟୁ,୪ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରାଞ୍ଚଳ ସମେତ ବ୍ଲକର ବିଭିନ୍ନ ସ୍ଥାନରେ ପବିତ୍ର ଘୋଷଯାତ୍ରା ଉପଲକ୍ଷେ ରଥଟଣା ଯାଇଛି। ହୁଳହୁଳି, ଶଙ୍ଖଧ୍ୱନି, ହରିବୋଲ ଶବ୍ଦରେ ସହର ପ୍ରକମ୍ପିତ…

5 years ago

ଗଡ଼ିଲା ନନ୍ଦିଘୋଷ, ଗହଳି ଲଗାଇ ଆସୁଛନ୍ତି ‘ସାଆନ୍ତେ’

ପୁରୀ ଅଫିସ,୪।୭: ବଡ଼ ଭାଇ ପ୍ରଭୁ ବଳଭଦ୍ରଙ୍କ ‘ତାଳଧ୍ୱଜ’, ଦେବୀ ସୁଭଦ୍ରାଙ୍କ ‘ଦର୍ପଦଳନ’ ରଥ ଗଡ଼ିବା ପରେ ଗଡ଼ିଛି କାଳିଆ ସାଆନ୍ତଙ୍କ ‘ନନ୍ଦିଘୋଷ। ଘଣ୍ଟ, କାହାଳୀ, ମୃର୍ଦ୍ଦଳର…

5 years ago

କୁନିରଥରେ ବଡ଼ଠାକୁର

ବଅଁରପାଳ,୪ା୭(ଡି.ଏନ୍‌.ଏ.) : ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ ଗୋତମରା ବିଶନାଥପୁରଠାରେ ପବିତ୍ର ଘୋଷଯାତ୍ରା ଉପଲକ୍ଷେ ସାହିର ବିକାଶ ବେହେରାଙ୍କ ଘରୁ ରଥ ବାହାରି ନଗର ପରିକ୍ରମା…

5 years ago

ଆରମ୍ଭ ହେଲା ରଥଟଣା: ଆଗରେ ବଡ଼ ଭାଇ ବଳଭଦ୍ର, ମଝିରେ ଦେବୀ ସୁଭଦ୍ରା; ଗହଳି ଲଗାଇ ଆସିବେ କଳାଠାକୁର

ପୁରୀ ଅଫିସ,୪।୭: ରଥରେ ଚାରମାଳ ଫିଟାଯାଇ ଘୋଡ଼ା ଯୋଚାଯିବା ପରେ ଆରମ୍ଭ ହୋଇଛି ରଥ ଟଣା। ନିର୍ଦ୍ଧାରିତ ସମୟ ପୂର୍ବରୁ ଅର୍ଥାତ ୨ଟା ୧୫ ମିନିଟ୍‌ରୁ ରଥଟଣା…

5 years ago

ଶେଷ ହେଲା ଛେରାପହଁରା, ଆରମ୍ଭ ହେବ ରଥଟଣା

ପୁରୀ ଅଫିସ,୪।୭: ପ୍ରଥମେ ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତି ରଥରେ ବିଜେ କରିବା ପରେ ଶେଷ ହୋଇଛି ମଦନମୋହନ ବିଜେ ନୀତି। ଏବେ ଗଜପତି ମହାରାଜ ଦିବ୍ୟସିଂହ ଦେବ…

5 years ago