ରଥ ଯାତ୍ରା

ଜୁଲାଇ ୪ରେ ରଥଯାତ୍ରା: ଚାଲିଛି ଦୁଆର ବେଢ଼ା କାମ

ପୁରୀ ଅଫିସ, ୩୦ା୬: ଜୁଲାଇ ୪ରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିଲାଗି ଚଳଚଞ୍ଚଳ ରଥଖଳା। ଅକ୍ଷୟତୃତୀୟଠାରୁ ଆରମ୍ଭ ହୋଇଥିବା ରଥକାମ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ମହାରଣା,…

5 years ago

ଆଇଟିସି ମଙ୍ଗଳଦୀପ୍‌ ଅଗରବତିର ବଜାର ପ୍ରବେଶ

ପୁରୀ ଅଫିସ, ୨୯ା୬: ପବିତ୍ର ରଥଯାତ୍ରା ଅବସରରେ ଆଇଟିସିର ଅଗରବତୀ ବ୍ରାଣ୍ଡ୍‌ ମଙ୍ଗଳଦୀପ୍‌ ପକ୍ଷରୁ ଶୁକ୍ରବାର ସୁଗନ୍ଧିତ ଅଗରବତୀ ପ୍ୟାକ୍‌ର ବଜାର ପ୍ରବେଶ ହୋଇଛି। ଓଡ଼ିଶା ସରକାରଙ୍କ…

5 years ago

ନେତ୍ରୋତ୍ସବରେ ରଥରେ ଲାଗି ହେବ ସୋଲଫୁଲ

ଖୋର୍ଦ୍ଧା ଅଫିସ,୨୯ା୬: ପାଖେଇ ଆସିଲାଣି ମହାପ୍ରଭୁ ଜଗନ୍ନାଥଙ୍କ ଘୋଷଯାତ୍ରା। ପୁରୀ ବଡଦାଣ୍ଡରେ ରଥଖଳା ଚଳଚଞ୍ଚଳ। ନେତ୍ରୋତ୍ସବରେ ଠାକୁରଙ୍କ ରଥରେ ଲାଗି ହେବ ସୋଲଫୁଲ। ସେଥିପାଇଁ ଖୋର୍ଦ୍ଧା ସହର…

5 years ago

ଅଖାଦ୍ୟ ଖାଉଛନ୍ତି ପର୍ଯ୍ୟଟକ, ପ୍ରଶାସନ ନୀରବ

ପୁରୀ ଅଫିସ, ୨୯ା୬: ଘୋଷ ଯାତ୍ର।କୁ ଆଉ ୫ ଦିନ। ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଜିଲା ପ୍ରଶାସନ ପକ୍ଷରୁ ଚାଲିଛି ପ୍ରସ୍ତୁତି। ସଜେଇ ହେଲାଣି ଶ୍ରୀକ୍ଷେତ୍ର। ବଡଦାଣ୍ଡରେ ଭକ୍ତ…

5 years ago

ବରିଷ୍ଠ ନାଗରିକଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ବସ୍‌ଷ୍ଟାଣ୍ଡରୁ ଇ-ରିକ୍‌ସାରେ ଆସିବେ ବଡ଼ଦାଣ୍ଡ

ପୁରୀ ଅଫିସ, ୨୯ା୬: ରଥଯାତ୍ରା ଅବସରରେ ବରିଷ୍ଠ ନାଗରିକ ଏବଂ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ପାଇଁ ପରିବହନ ବିଭାଗ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନେ କିପରି ସୁରକ୍ଷିତ…

5 years ago

ଆଜି ଦଶମୂଳ ଲାଗିହେବେ ମହାପ୍ରଭୁ

ପୁରୀ ଅଫିସ,୨୯ା୬: ଅଣସର ଘରେ ଚାଲିଛି ମହାପ୍ରଭୁଙ୍କ ଗୁପ୍ତସେବା। ଦଇତାପତିମାନେ ଶ୍ରୀଜୀଉମାନଙ୍କୁ ସୁସ୍ଥ କରିବା ପାଇଁ ସେବା କରୁଛନ୍ତି। ଏକାଦଶୀରେ ମହାପ୍ରଭୁ ଲାଗିହେବେ ଦଶମୂଳ। ଜ୍ୱରରେ ପୀଡ଼ିତ…

5 years ago

ପୁରୀ ପୋଲିସ ରଥଯାତ୍ରା ପ୍ରସ୍ତୁତି: ପାର୍କିଂ, ଟ୍ରାଫିକ୍‌ ଉପରେ ଗୁରୁତ୍ୱ

ପୁରୀ ଅଫିସ, ୨୯ା୬: ଘୋଷଯାତ୍ରାକୁ ଆଉ ମାତ୍ର ୫ଦିନ। ପୁରୀ ପୋଲିସ ପକ୍ଷରୁ ଟ୍ରାଫିକ ନିୟନ୍ତ୍ରଣ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି ବୋଲି ପୁରୀ ଏସ୍‌ପି…

5 years ago

ରଥଯାତ୍ରା ପାଇଁ ବ୍ୟବସ୍ଥାବଳୀ : ୩ ରଥରେ ରହିବେ ୨୧୦ ସେବକ, କର୍ମଚାରୀ

ପୁରୀ ଅଫିସ, ୨୮।୬ : ଘୋଷଯାତ୍ରାର ଆଦ୍ୟପର୍ବ ସ୍ନାନଯାତ୍ରା ଶେଷ ହୋଇଛି। ମହାପ୍ରଭୁ ଏବେ ଅଣସରରେ। ଆଗକୁ ରଥଯାତ୍ରା। ଏଥିପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋର୍‌ଦାର ଚାଲିଛି।…

5 years ago

ଅଲାରପୀଠ: ଭକ୍ତର ଭାବରେ ତରଳିଛି ପଥର

ବ୍ରହ୍ମଗିରି,  ୨୮।୬(ଡି.ଏନ୍‌.ଏ.): ଯୁଗେ ଯୁଗେ ଭକ୍ତର ଭାବରେ ବନ୍ଧା ପଡ଼ିଛନ୍ତି ଭଗବାନ। ଭକ୍ତିର ଶକ୍ତି ଏତେ ଅଧିକ ଯେ, ଏହାର ପ୍ରଭାବରେ ପଥର ବି ତରଳି ଯାଇଥାଏ।…

5 years ago

ବାଟୋଇଙ୍କ ପାଇଁ ମାନସିଂହଙ୍କ ମାହାଲ ଖଞ୍ଜା

ମହାପ୍ରଭୁଙ୍କ ଉପାସନା ପରମ୍ପରା କେବଳ ଏକ ଉଦାରବାଦୀ ପରମ୍ପରା ନୁହଁ, ମଣିଷ ପଣିଆର ମୂଲ୍ୟବୋଧ ପରମ୍ପରା ମଧ୍ୟ। ଏହାର ରହସ୍ୟ ଭେଦିବା ବଁା ହାତର ଖେଳ ନୁହେଁ,…

5 years ago