ରଥ ଯାତ୍ରା

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର, ୬।୭: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ଭୁବନେଶ୍ୱରରେ ହେବାକୁ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ରାଷ୍ଟ୍ରପତି ଯୋଗଦେବେ। ଆସନ୍ତାକାଲି ପୁରୀ ଠାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ...

ପରିବାଦର ଆକାଶ ଛୁଆଁ

ଭୁବନେଶ୍ୱର,୮।୭: ପରିବାଦର ଆକାଶ ଛୁଆଁ ହୋଇଛି। କଞ୍ଚା ପରିବା ଦର ବର୍ତ୍ତମାନ ଲୋକଙ୍କୁ କନ୍ଦାଉଛି । ବିଶେଷ କରି ନିରାମିଷ ଲୋକଙ୍କ ପାଇଁ କଞ୍ଚା ପରିବା ଦର ଅଧିକ ଚିନ୍ତା ବଢ଼ାଇଛି । ଟମାଟୋ ଦର ୧୨୦ ଟଙ୍କା ଥିବା...

ମା’ ସୁଭଦ୍ରାଙ୍କ ରଥ ଟାଣିଲେ ମହିଳା

ବାଲିଗୁଡା,୨୮।୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଦିନତମାମ ମେଘୁଆ ଏବଂ ଖରା ପାଗ ମଧ୍ୟରେ ପବିତ୍ର ବାହୁଡ଼ା ଯାତ୍ରା ବହୁ ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ପ୍ରାତଃ ମଙ୍ଗଳ ଆଳତି ପରେ ମଇଲମ,...

ଶରଧାବାଲିରେ ଦାରୁଦିଅଁ

ପୁରୀ,୨୧ା୬(ଅଜିତ୍‌ ମହାନ୍ତି): ବିଶ୍ୱନିୟନ୍ତା କାଳିଆଠାକୁର ଭଉଣୀ ଦେବୀ ସୁଭଦ୍ରା ଏବଂ ବଡ଼ଭାଇ ବଳଭଦ୍ରଙ୍କୁ ସାଙ୍ଗରେ ଧରି ମଙ୍ଗଳବାର ଜନ୍ମବେଦି ଅଭିମୁଖେ ବାହାରିଥିଲେ। କାଲି ଅପରାହ୍ନ ୩ଟା ୪ ମିନିଟ୍‌ରୁ ରଥଟଣା ଆରମ୍ଭ ହୋଇଥିଲେ ହେଁ ଶରଧାବାଲିରେ ପହଞ୍ଚି ପାରି ନ...

ଶେଷ ହେଲା ପହଣ୍ଡି ବିଜେ: ରଥାରୂଢ଼ ହେଲେ ଶ୍ରୀଜିଉ

ପୁରୀ,୨୦।୬(ଅଜିତ୍‌ ମହାନ୍ତି): ଆଜି ପବିତ୍ର ରଥଯାତ୍ରା। ଏହି ନବଦିନାତ୍ମକ ଯାତ୍ରାରେ ଭଉଣୀଭାଇଙ୍କୁ ସାଙ୍ଗରେ ଧରି ଗୁଣ୍ଡିଚା ମନ୍ଦିରକୁ ବାହାରିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ନିର୍ଦ୍ଧାରିତ ସମୟରେ ଶ୍ରୀଜିଉଙ୍କ ସକାଳ ଧୂପ ଖେଚୁଡ଼ି ଭୋଗ ପରେ ରଥ ପ୍ରତିଷ୍ଠା କାର୍ଯ୍ୟ ହୋଇଥିଲା। ଏହାପରେ...

ଆଜି ପହଣ୍ଡି, ବୁଧବାର ରଥଯାତ୍ରା

ବାରିପଦା,୨୦ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାର ଶ୍ରୀଶ୍ରୀ ହରିବଳଦେବ ଜୀଉ ବିଜେଙ୍କ ଜଗନ୍ନାଥ ମନ୍ଦିରରେ ସୋମବାର ନେତ୍ରୋସତ୍ବ ଅନୁଷ୍ଠିତ ହୋଇଯାଇଛି। ଏହା ସହିତ ତିନି ଦିଅଁଙ୍କ ନବଯୌବନ ସହ ରୂପା ବେଶ ଦର୍ଶନ କରି ଭକ୍ତମାନେ ଭାବବିହ୍ବଳ ହୋଇପଡ଼ିଛନ୍ତି।...

ଏକାକାର ହେବେ ଭକ୍ତ-ଭଗବାନ

କେନ୍ଦୁଝର,୨୦ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ରାତି ପାହିଲେ ପବିତ୍ର ଶ୍ରୀ ବଳଦେବଜୀଉଙ୍କ ପବିତ୍ର ରଥଯାତ୍ରା। ନଅ ଦିନ ବ୍ୟାପୀ ଚାଲିବାକୁ ଥିବା ଏହି ପର୍ବ ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଉତ୍ତାପର ହ୍ରାସ ଏବଂ ମେଘାଚ୍ଛନ୍ନ ଆକାଶ ତଥା ତାତି କମି...

ଚାନ୍ଦିନୀଚୌକରେ ଅପରାହ୍ନ ୧ଟାରେ ରଥ ଟଣା

କଟକ,୨୦ା୬(ସୁପ୍ରିୟା ପ୍ରିୟଦର୍ଶିନୀ): ମଙ୍ଗଳବାର ଶ୍ରୀଜିଉଙ୍କ ରଥଯାତ୍ରା। ଏହି ପରିପ୍ରେକ୍ଷୀରେ କଟକରେ ରଥଯାତ୍ରା ପାଳନ ନେଇ ପ୍ରସ୍ତୁତି ସରିଥିବାବେଳେ ସକାଳୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରିବେ ଶ୍ରୀଜୀଉ। ତେବେ କଟକସ୍ଥିତ ଚାନ୍ଦିନୀଚୌକର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ସ୍ବତନ୍ତ୍ର ମାନ୍ୟତା ରହିଛି। ସୂଚନା...

କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ

ପୁରୀ, ୨୦।୬(ଅଜିତ୍‌ ମହାନ୍ତି): ଆଜି ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଭକ୍ତିମୟ ହୋଇଉଠିଛି ବଡ଼ଦାଣ୍ଡ। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପରେ ବଳଭଦ୍ରଙ୍କ ପହଣ୍ଡି ଏବଂ ଏହା ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଏବେ...

ମା’ ସୁଭଦ୍ରାଙ୍କ ପହଣ୍ଡି ବିଜେ

ପୁରୀ, ୨୦।୬(ଅଜିତ୍‌ ମହାନ୍ତି): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହଣ୍ଡି ବିଜେ। ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ହୋଇଥିଲା। ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଧାଡ଼ି ପହଣ୍ଡିରେ ଆସି...

ରାଜଧାନୀରେ ୫୬ ରଥ, ୨୦ ପ୍ଲାଟୁନ୍‌ ଫୋର୍ସ ମୁତୟନ

ଭୁବନେଶ୍ୱର, ୨୦।୬(ସତ୍ୟଜିତ୍‌ ରାଉତ): ରାଜଧାନୀରେ ୫୬ଟି ରଥ ଗଡ଼ିବ। ଏଥିପାଇଁ ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଭୁବନେଶ୍ୱର ସହରାଞ୍ଚଳ ଜିଲା ପୋଲିସର ସୂଚନାନୁସାରେ, ରଥଯାତ୍ରା ପାଇଁ ସହରରେ ୨୦ ପ୍ଲାଟୁନ୍‌ ଫୋର୍ସ ମୁତୟନ...

ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ

ପୁରୀ, ୨୦।୬(ଅଜିତ୍‌ ମହାନ୍ତି): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ସକାଳ ୬ଟାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri