ରଥ ଯାତ୍ରା

ପୁରୀ ରଥଯାତ୍ରା କଥା କହିଲେ ମୋଦି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ରେ ଓଡ଼ିଶାର ପ୍ରଭୁ ଜଗନ୍ନାଥଙ୍କ ପ୍ରସିଦ୍ଧ ରଥଯାତ୍ରା ସମ୍ପର୍କରେ କହିଛନ୍ତି। ଜୁଲାଇ ୧ରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ପୁରୀ ରଥଯାତ୍ରା ସହିତ ପ୍ରତ୍ୟେକ...

ରଥଖଳା ଚଳଚଞ୍ଚଳ: ଲାଗିଲା ଧ୍ୱଜବତା

ପୁରୀ ଅଫିସ,୨୬।୬: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ଶନିବାର ରଥରେ ଦୁଆରଘ ମଜଭୁତ କରିବାକୁ ଧ୍ୱଜବତା ଲଗାଯାଇଛି। ଏଥିରେ ମହାପ୍ରଭୁଙ୍କ ଆଜ୍ଞାମାଳ...

ଅନବସର ଦର୍ଶନ ଲାଗି ଅଲାରନାଥଙ୍କ ପୀଠରେ ଭକ୍ତଙ୍କ ଭିଡ଼

ବ୍ରହ୍ମଗିରି,୨୬।୬(ଡି.ଏନ୍‌.ଏ.): ଆଜି ଦ୍ୱାଦଶ ଦିନରେ ପହଞ୍ଚିଛି ମହାପ୍ରଭୁ ଶ୍ରୀ ଅଲାରନାଥଙ୍କ ଅନବସର ଦର୍ଶନ। ଅଲାରନାଥଙ୍କ ଅନବସର ଦର୍ଶନକୁ ଆଉ ମାତ୍ର ୨ ଦିନ ଥିବା ବେଳେ ଭକ୍ତଙ୍କ ଭିଡ ଦେଖିବାକୁ ମିଳିଛି। ରବିବାର ଛୁଟିଦିନ ଥିବା ହେତୁ ଚତୁର୍ଭୁଜ ନାରାୟଣ...

ବଡ଼ଦାଣ୍ଡର ୫୦ ସ୍ଥାନରେ ସିସିଟିଭି

ପୁରୀ ଅଫିସ,୨୬।୬: ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ପୋଲିସ ଓ ମାଜିଷ୍ଟ୍ରେଟ୍‌ ସମନ୍ବୟ ବୈଠକ ପୁରୀ ସଦ୍‌ଭାବନା ଗୃହରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସମର୍ଥ ବର୍ମା ଅଧ୍ୟକ୍ଷତା କରି କହିଛନ୍ତି, ଚଳିତ ରଥଯାତ୍ରାରେ ବହୁ...

ଗଜପତିଙ୍କୁ ଜଣାଇଲେ ଦଇତାପତି

ପୁରୀ ଅଫିସ,୨୬।୬:  ଆଷାଢ ମାସ କୃଷ୍ଣପକ୍ଷ ଦ୍ୱାଦଶୀ ଶନିବାର ଅବସରରେ ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ଜ୍ୱରରେ ପଡ଼ିଥିବା ମହାପ୍ରଭୁ ସୁସ୍ଥ ହୋଇଛନ୍ତି। ଏହି ଖବର ଶ୍ରୀନଅରରେ ଆଦ୍ୟ ସେବକ ଗଜପତି ମହାରାଜଙ୍କୁ ସୂଚନା ଦେବା ସହିତ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି...

ରୁପା ଛାଉଣି ହେବ କଳାହାଟ ଦ୍ୱାର

ପୁରୀ ଅଫିସ,୨୬।୬: ଶ୍ରୀମନ୍ଦିରର ୮ ଦ୍ୱାର ମଧ୍ୟରୁ ବାକି ଗୋଟିଏ ରହିଯାଇଥିବା କଳାହାଟ ଦ୍ୱାର ଖୁବ୍‌ଶୀଘ୍ର ରୁପା ଛାଉଣି ହେବାକୁ ଯାଉଛି। ଏଥିପାଇଁ ଆବଶ୍ୟକ ରୁପାକୁ କଡ଼ା ସୁରକ୍ଷା ମଧ୍ୟରେ ଶନିବାର ଭକ୍ତନିବାସକୁ ପଠାଯାଇଛି। ଜିଲା କୋଷାଗାରରେ ରଖାଯାଇଥିବା ୫ଶହ...

ରଥଯାତ୍ରା ଲାଗି ଆଇଜି, ଡିଆଇଜିଙ୍କ ସମୀକ୍ଷା

ପୁରୀ ଅଫିସ,୨୫।୬: କରୋନା ଲାଗି ଗତ ୨ ବର୍ଷ ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ରଥଯାତ୍ରା ହେବ। ରଥଯାତ୍ରାକୁ ଆଉ କେଇଟା ଦିନ ଥିବା ବେଳେ ଏ ନେଇ ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଛି । ତେବେ ରଥଯାତ୍ରାର ପୂର୍ବ...

ରଥଯାତ୍ରାରେ ସ୍ବାସ୍ଥ୍ୟ ସେବା ଯୋଗାଇବାକୁ ବାହାର ଜିଲାରୁ ଆସିବେ ୨୨୩ ଡାକ୍ତର

ପୁରୀ ଅଫିସ,୨୪।୬: ଦୀର୍ଘ ଦୁଇ ବର୍ଷ ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ରଥଯାତ୍ରା ହେବ। ଏଥିରେ ବହୁ ସଂଖ୍ୟାରେ ଭକ୍ତ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଭକ୍ତଙ୍କୁ ଜରୁରିକାଳୀନ ସ୍ବାସ୍ଥ୍ୟ ସେବା ଯୋଗାଇଦେବା ଏକ ଚ୍ୟାଲେଞ୍ଜ ବୋଲି ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା...

ରଥଯାତ୍ରାରେ ଭୋଇସେବକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ପୁରୀ ଅଫିସ, ୨୩ା୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଭିନ୍ନ ଯାତ୍ରା ଓ ଦୈନନ୍ଦିନ ନୀତିକାନ୍ତି ସମ୍ପାଦନ ପାଇଁ ଶ୍ରୀମନ୍ଦିର ଭିତରେ ଏବଂ ବାହାରେ ପ୍ରାୟ ୧୧୯ ପ୍ରକାର ସେବକ ନିୟୋଜିତ ହୋଇଥାନ୍ତି। ଏମାନଙ୍କ ମଧ୍ୟରୁ ଭୋଇ ସେବକ ଅନ୍ୟତମ। ଭୋଇ ସେବକମାନେ...

ଆଗକୁ ରଥଯାତ୍ରା: ପୁରୀରେ କରାଯିବ ବ୍ୟାପକ ଟିକାକରଣ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ଆଉ କିଛିଦିନ ପରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି। ତେଣୁ ପୁରୀରେ ଅଧିକ ଟିକାକରଣ କରିବାକୁ ପୁରୀ ପ୍ରଶାସନକୁ ଅବଗତ କରାଯାଇଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି।...

ବିଶ୍ବସ୍ତରୀୟ ହେବ ପୁରୀ ଷ୍ଟେଶନ: ରଥଯାତ୍ରା ଲାଗି ଚାଲିବ ୨୦୫ ସ୍ବତନ୍ତ୍ର ଟ୍ରେନ

ପୁରୀ ଅଫିସ,୨୧। ୬: ରେଳ ମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ପୁରୀ ବିଶ୍ବସ୍ତରୀୟ ଷ୍ଟେଶନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ୩୬୪ କୋଟି ଟଙ୍କାର ପ୍ରକଳ୍ପ କାମ ଦୁଇ ବର୍ଷ ମଧ୍ୟରେ ଶେଷ ହେବ । ବିଶସ୍ତରୀୟ ଷ୍ଟେଶନ...

ରଥଖଳା ଚଳଚଞ୍ଚଳ, ଲାଗିଲା କଇଁଚି

ପୁରୀ ଅଫିସ,୧୯।୬: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ବଡ଼ପୋଟଳ ଉଠିବା ପରେ ଶନିବାର ତିନି ରଥରେ କଇଁଚି ବାଡ଼ିଆ ହୋଇଛି ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri