କଲମ୍ବୋ, ୧ା୭: ଆଇସିସି ବିଶ୍ୱକପ୍ ୨୦୧୧ ଫାଇନାଲ ଫିକ୍ସିଂ ହୋଇଥିବା ଯେଉଁ ଅଭିଯୋଗ ହୋଇଛି ତାହାର ଆପରାଧିକ ଯାଞ୍ଚ ପାଇଁ ଶ୍ରୀଲଙ୍କା ସରକାର ନିର୍ଦ୍ଦେଶ ଦେଇଛନ୍ତି। ମ୍ୟାଚରେ…
ସାଉଥାମ୍ପଟନ, ୧ା୭ (ଏପି): ସର୍ବଶେଷ କରୋନା ଭାଇରସ ଟେଷ୍ଟରେ ଉଭୟ ପାକିସ୍ତାନ ଓ ଇଂଲଣ୍ଡ କ୍ରିକେଟ ଖେଳାଳି ଉତ୍ତୀର୍ଣ୍ଣ ହୋଇଛନ୍ତି। ରବିବାର ଇଂଲଣ୍ଡରେ ପହଞ୍ଚତ୍ଥିବା ପାକିସ୍ତାନ ଦଳର…
ନୂଆଦିଲ୍ଲୀ, ୧ା୭: ଟିମ୍ ଇଣ୍ଡିଆ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ପାଇଁ ଖୁସି ଖବର। କ୍ରିକେଟର ବାଇବେଲ ଭାବେ ପରିଚିତ ଓ୍ବିଜଡେନ ଜାଡେଜାଙ୍କୁ ଏକବିଂଶ ଶତାବ୍ଦୀର ସବୁଠାରୁ ମୂଲ୍ୟବାନ…
ରାଞ୍ଚତ୍, ୩୦।୬- ଭାରତୀୟ ତୀରନ୍ଦାଜୀ କ୍ରୀଡ଼ାର ଦୁଇ ସଫଳ ତୀରନ୍ଦାଜ ଦୀପିକା କୁମାରୀ ଓ ଅତନୁ ଦାସ ମଙ୍ଗଳବାର ପରସ୍ପର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଞ୍ଚତ୍…
ନୂଆଦିଲ୍ଲୀ, ୩୦।୬- କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ଆଉଟ୍ କରିବା ପ୍ରତି ବୋଲରଙ୍କ ଏକ ସ୍ବପ୍ନ ରହିଥାଏ। ବର୍ତ୍ତମାନ ଭାରତୀୟ ଦ୍ରୁତ ବୋଲିଂ ବିଭାଗର ଭାର…
ମେଲବୋର୍ନ,୩୦।୬(ପି.ଟି.): କୋଭିଡ୍-୧୯ ମହାମାରୀ କାରଣରୁ ଆଉ ଏକ ସିରିଜ୍ ପ୍ରଭାବିତ ହୋଇଛି। ଅଷ୍ଟ୍ରେଲିଆ ଓ ଜିମ୍ବାଓ୍ବେ ମଧ୍ୟରେ ଆୟୋଜନ ହେବାକୁ ଥିବା ଦିନିକିଆ ସିରିଜକୁ ଏହି ମହାମାରୀ…
ରାଞ୍ଚି,୩୦।୬: ଆର୍ଥିକ ସମସ୍ୟା ଯୋଗୁ ଝାଡଖଣ୍ଡର ରାମଗଡ ଜିଲାରେ ପରିବା ବିକୁଛନ୍ତି ଏହି ମହିଳା ଖେଳାଳି। ଏହି ଘଟଣା ସର୍ବସମ୍ମୁଖକୁ ଆସିବା ପରେ ପ୍ରଶାସନ ପକ୍ଷରୁ ସହାୟତାର…
ନୂଆଦିଲ୍ଲୀ,୩୦।୬(ପି.ଟି.): ଜାତୀୟ ନିଶା ନିବାରଣ ସଂସ୍ଥା (ନାଡ଼ା)ର ପ୍ରଥମ ମୋବାଇଲ ଆପ୍ ଲଞ୍ଚ୍ ହୋଇଛି। କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଏହାକୁ ଆନୁଷ୍ଠାନିକ ଭାବେ ଲଞ୍ଚ୍ କରିଛନ୍ତି।…
ନୂଆଦିଲ୍ଲୀ, ୩୦।୬- ଟୁର୍ନାମେଣ୍ଟ କିମ୍ବା ସିରିଜ ସାରା ପ୍ରଭାବୀ ପ୍ରଦର୍ଶନ କରିଥିବା ଖେଳାଳିଙ୍କୁ ମ୍ୟାନ୍ ଅଫ୍ ଦି ସିରିଜ ପୁରସ୍କାର ପ୍ରଦାନ କରାଯାଇଥାଏ। ଜଣେ ଖେଳାଳିର ସର୍ବଦା…
ଜୋହାନ୍ସବର୍ଗ,୩୦।୬(ପି.ଟି.): କୋଭିଡ୍-୧୯ ମହାମାରୀର ଆତଙ୍କ ଜାରି ରହିଥିବା ବେଳେ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ କ୍ୱିଣ୍ଟନ ଡିକକ୍ଙ୍କ ନେତୃତ୍ୱରେ ଦକ୍ଷିଣ ଆଫ୍ରିକାର ୪୪ ଜଣ କ୍ରିକେଟର ଟ୍ରେନିଂକୁ ଫେରିଛନ୍ତି।…