ଖେଳ

ବର୍ଷେ ଘୁଞ୍ଚିଲା ଟୋକିଓ ଅଲିମ୍ପିକ୍ସ

ଲାଉସାନେ,୨୪।୩(ଏଏଫ୍‌ପି)- କୋଭିଡ -୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଶ୍ୱର ସର୍ବଶ୍ରେଷ୍ଠ କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସକୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଛି। କରୋନା ଭାଇରସ୍‌ ସାରା ବିଶ୍ୱରେ ମହାମାରୀରେ…

5 years ago

ଫିକା ପଡିବ ଅଲିମ୍ପିକ୍‌ ମଶାଲ ରିଲେ: ଉତ୍ସବରେ ରହିବେନି ମଶାଲ, ବାହକ, ଜନସାଧାରଣ

ଟୋକିଓ,୨୪।୩(ଏପି): କୋଭିଡ-୧୯ ଏବେ ସାରା ବିଶ୍ୱରେ ଆତଙ୍କ ଖେଳାଇଛି। ବିଶ୍ୱର ଶ୍ରେଷ୍ଠ କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସ ମଧ୍ୟ ଏଥିରେ ପ୍ରଭାବିତ ହେବାକୁ ଯାଉଛି। ଗୁରୁବାରଠାରୁ ଆରମ୍ଭ ହେବାକୁ…

5 years ago

ସ୍ଥଗିତ ହେବ ଟୋକିଓ ଅଲିମ୍ପିକ୍ସ: ଆଇଓସି ସଦସ୍ୟ

ଟୋକିଓ, ୨୪।୩: କୋଭିଡ-୧୯ ବା କରୋନା ଭାଇରସ ଆତଙ୍କ କାରଣରୁ ବିଶ୍ୱର ସର୍ବଶ୍ରେଷ୍ଠ କ୍ରୀଡ଼ା ମହାକୂମ୍ଭ ଅଲିମ୍ପିକ୍ସ ସ୍ଥଗିତ ହେବା ଏକା ପ୍ରକାର ନିଶ୍ଚିତ ହୋଇଛି। ଅନ୍ତର୍ଜାତୀୟ…

5 years ago

ସେଲ୍ଫ-କ୍ୱାରାଣ୍ଟାଇନରେ ସାଙ୍ଗାକରା

କଲମ୍ବୋ, ୨୪।୩- ଘାତକ କରୋନା ଭାଇରସ୍‌ର ପ୍ରକୋପକୁ ନଜରରେ ରଖି ଶ୍ରୀଲଙ୍କାର ପୂର୍ବତନ କ୍ରିକେଟର୍‌ ତଥା ଅଧିନାୟକ କୁମାର ସାଙ୍ଗାକରା ସେଲ୍ଫ-କ୍ୱାରାଣ୍ଟାଇନରେ ରହିଛନ୍ତି। ଶ୍ରୀଲଙ୍କା ସରକାରଙ୍କ ଗାଇଡ୍‌ଲାଇନ…

5 years ago

ସ୍ପେନ୍‌ରେ ପ୍ରଫେଶନାଲ ଫୁଟ୍‌ବଲ ସସ୍‌ପେଣ୍ଡ୍‌

ମାଡ୍ରିଡ୍‌, ୨୪ା୩ (ଏଏଫ୍‌ପି)- କରୋନା ଭାଇରସ୍‌ ସଂକ୍ରମଣ ଭୟରେ ପୁନର୍ବାର ନୋଟିସ ଜାରି ନ ହେବା ପର୍ଯ୍ୟନ୍ତ ସ୍ପେନରେ ପ୍ରଫେସନାଲ ଫୁଟ୍‌ବଲକୁ ସସ୍‌ପେଣ୍ଡ କରାଯାଇଛି। ଲା ଲିଗା…

5 years ago

କୋଭିଡ୍‌ ୧୯ : ଗୋଟିଏ ମାସ ପରେ ନିଷ୍ପତ୍ତି ନେବୁ: ଆଇଓଏ

ନୂଆଦିଲ୍ଲୀ, ୨୪।୩(ପି.ଟି.)- କୋଭିଡ-୧୯ ସଂକ୍ରମଣ କାରଣରୁ ଜାପାନର ଟୋକିଓରେ ଆୟୋଜନ ହେବାକୁ ଥିବା ଅଲିମ୍ପିକ୍ସରେ ଅଂଶଗ୍ରହଣ ନେଇ ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ଚିନ୍ତା ପ୍ରକଟ କରିଛି।…

5 years ago

୨୦୨୧ ଟୋକିଓ ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତି କରିବାକୁ ଅଷ୍ଟ୍ରେଲିଆର ପରାମର୍ଶ

ସିଡନୀ, ୨୪।୩- ନିର୍ଦ୍ଧାରିତ ସମୟରେ ଟୋକିଓ ଅଲିମ୍ପିକ୍ସ ଆୟୋଜନ ହୋଇପାରିବ ନାହିଁ ବୋଲି ଅଷ୍ଟ୍ରେଲିଆ ହୃଦୟଙ୍ଗମ କରିଛି। ଫଳରେ ୨୦୨୧ ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତି କରିବାକୁ ଅଷ୍ଟ୍ରେଲିଆନ…

5 years ago

ଆଗାମୀ ୪ ସପ୍ତାହ ମଧ୍ୟରେ ନିଷ୍ପତ୍ତି ନିଆଯିବ: ଆଇଓସି

ମଣ୍ଟ୍ରିଲ,୨୪।୩(ଏଏଫ୍‌ପି)- କୋଭିଡ-୧୯ ଏବେ ବିଶ୍ୱ ମହାମାରୀରେ ପରିଣତ ହୋଇଛି। ବିଶ୍ୱର ଶ୍ରେଷ୍ଠ କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସରୁ କାନାଡ଼ା ଓ ଅଷ୍ଟ୍ରେଲିଆ ଭଳି ଦେଶ ଓହରିଯାଇଛନ୍ତି। ଫଳରେ ନିର୍ଦ୍ଧାରିତ…

5 years ago

କୋଭିଡ୍‌-୧୯: ଶ୍ରୀଲଙ୍କା କ୍ରିକେଟ ଦେବ ୨୫ ନିୟୁତ ଟଙ୍କା

କଲମ୍ବୋ, ୨୪ା୩ (ପି.ଟି.)- କୋଭିଡ୍‌ -୧୯ ବିରୋଧରେ ଚାଲିଥିବା ଲଢେଇରେ ଶ୍ରୀଲଙ୍କା କ୍ରିକେଟ (ଏସଏଲ୍‌ସି) ସୋମବାର ସରକାରଙ୍କୁ ୨୫ ନିୟୁତ ଟଙ୍କା (ଶ୍ରୀଲଙ୍କା ମୁଦ୍ରାରେ) ଦାନ କରିବ।…

5 years ago

ପଠାନ ବ୍ରଦର୍ସଙ୍କ ବଦାନ୍ୟତା

ଭଦୋଦାରା, ୨୪।୩(ପି.ଟି.)- ଭାରତର ଦୁଇ ପୂର୍ବତନ କ୍ରିକେଟ ତଥା ଦୁଇ ଭାଇ ଇର୍ଫାନ ଓ ୟୁସୁଫ୍‌ ପଠାନଙ୍କ ବଦାନ୍ୟତାକୁ ନେଇ ଚର୍ଚ୍ଚା ସୃଷ୍ଟି ହୋଇଛି। ସାରା ଦେଶ…

5 years ago