ଖେଳ

ରୁଦ୍ଧ ଷ୍ଟାଡିୟମରେ ଖେଳାଯିବ ଇରାନି କପ୍‌

ମୁମ୍ବାଇ,୧୪।୩- କରୋନା ଭାଇରସ ଯୋଗୁ ଆଇପିଏଲର ୧୩ତମ ସଂସ୍କରଣକୁ ଏପ୍ରିଲ ୧୫ ତାରିଖକୁ ଘୁଞ୍ଚାଇ ଦେଇଥିବାବେଳେ ଭାରତ-ଦକ୍ଷିଣ ଆଫ୍ରିକା ସିରିଜ୍‌କୁ ବାତିଲ କରି ଦେଇଛି ବିସିସିଆଇ। ହେଲେ…

5 years ago

କରୋନାର ମଜାକ ଉଡ଼ାଇଥିବା ଏନ୍‌ବିଏ ଖେଳାଳିଙ୍କ ରିପୋର୍ଟ ପଜେଟିଭ

କରୋନା ଭାଇରସ କେତେ ସାଙ୍ଘାତିକ, ତାହା ପୂରା ବିଶ୍ୱ ଦେଖିସାରିଲାଣି। ୧୪୫ ଦେଶରେ ରୋଗୀ ଚିହ୍ନଟ ହୋଇଥିବାବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ହଜାର ଟପିଲାଣି।…

5 years ago

ଲୋକି ଫର୍ଗୁସନଙ୍କ ଚିନ୍ତା ବଢ଼ିଲା

ମେଲବୋର୍ନ,୧୪।୩- ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଦିନିକଆ ମ୍ୟାଚ୍‌ରେ ଖେଳିଥିବା ନ୍ୟୁଜିଲାଣ୍ଡ ପେସର ଲୋକି ଫର୍ଗୁସନଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ପ୍ରଥମ ମ୍ୟାଚ୍‌ ପରେ ତଣ୍ଟି ଦରଜ ହେଉଥିବା…

5 years ago

ଅଧାରୁ ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡ ସିରିଜ ସ୍ଥଗିତ

ମେଲବୋର୍ନ,୧୪।୩- ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ସୀମିତ ଓଭର କ୍ରିକେଟ ସିରିଜ୍‌କୁ ଶନିବାର ସ୍ଥଗିତ କରି ଦିଆଯାଇଛି। କରୋନା ଭାଇରସର ଭୟାବହତାରୁ ବର୍ତ୍ତିବା ଲାଗି ନ୍ୟୁଜିଲାଣ୍ଡ…

5 years ago

ଏପ୍ରିଲ ୧୫ ପର୍ଯ୍ୟନ୍ତ ଆଇପିଏଲ ସ୍ଥଗିତ

ନୂଆକଦିଲ୍ଲୀ, ୧୪।୩(ପି.ଟି.)- ବ୍ୟୟବହୁଳ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)କୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଏପ୍ରିଲ ୧୫ ପର୍ଯ୍ୟନ୍ତ ସ୍ଥଗିତ ରଖିଛି। ଏହା ଚଳିତ ମାସ ୨୯ ତାରିଖରେ…

5 years ago

ପ୍ରମୋଦ, ପଞ୍ଚାନନଙ୍କୁ ଓସ୍‌ଜା କ୍ରୀଡ଼ା ପୁରସ୍କାର

ଭୁବନେଶ୍ବର, ୧୪ା୩(କ୍ରୀଡ଼ା ପ୍ରତିନିଧି)- ତାରକା ପାରା ସ୍ପୋଟର୍‌ସ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଓ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରପ୍ରାପ୍ତ ଆଥଲେଟିକ୍‌ କୋଚ୍‌ ପଞ୍ଚାନନ ଗନ୍ତାୟତ ଓସ୍‌ଜା…

5 years ago

ଅଲ୍‌ ଇଂଲଣ୍ଡ ଚାମ୍ପିୟନଶିପ୍‌ରୁ ସିନ୍ଧୁଙ୍କ ବିଦାୟ

ବର୍ମିଂହାମ୍‌, ୧୪ା୩ (ପି.ଟି.)- ବିଶ୍ୱ ଚାମ୍ପିୟନ ପି. ଭି. ସିନ୍ଧୁ ଅଲ୍‌ ଇଂଲଣ୍ଡ ଚାମ୍ପିୟନଶିପ୍‌ରୁ ବିଦାୟ ନେଇଛନ୍ତି। ବର୍ମିଂହାମ୍‌ ଆରେନାରେ ଶୁକ୍ରବାର ଅନୁଷ୍ଠିତ ଏକ କ୍ୱାର୍ଟରଫାଇନାଲରେ ମ୍ୟାଚରେ…

5 years ago

ଗ୍ରୀସ୍‌ରେ ଅଲିମ୍ପିକ ମଶାଲ ରିଲେ ବାତିଲ

ଏଥେନ୍ସ,୧୪ା୩ (ଏଏଫ୍‌ପି)- ଟୋକିଓ ଗେମ୍ସ ୨୦୨୦ ପାଇଁ ଗ୍ରୀସ୍‌ରେ ଅବଶିଷ୍ଟ ଅଲିମ୍ପିକ ମଶାଲ ରିଲେକୁ ବାତିଲ କରାଯାଇଥିବା ଗ୍ରୀକ୍‌ ଅଲିମ୍ପିକ କମିଟି ଶୁକ୍ରବାର ପ୍ରକାଶ କରିଛି। କରୋନା…

5 years ago

ମହିଳା କ୍ରିକେଟ: ଦକ୍ଷିଣ ଆଫ୍ରିକା ଟୁର୍‌କୁ ସ୍ଥଗିତ ରଖିଲା ଅଷ୍ଟ୍ରେଲିଆ

ମେଲବୋର୍ନ, ୧୪ା୩ (ପି.ଟି.)- ଚଳିତ ମାସ ୨୨ରୁ ଆରମ୍ଭ ହେବାକୁଥିବା ଅଷ୍ଟ୍ରେଲିଆ ମହିଳା କ୍ରିକେଟ ଦଳର ସୀମିତ ଓଭର ବିଶିଷ୍ଟ ଟୁର୍‌କୁ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଇଛି।…

5 years ago

ଶ୍ରୀଲଙ୍କା ଟୁର୍‌ ଅଧାରୁ ଫେରିଲା ଇଂଲଣ୍ଡ

ଲଣ୍ଡନ, ୧୪ା୩ (ପି.ଟି.)-କରୋନା ଭାଇରସ୍‌ଜନିତ କାରଣରୁ ଶ୍ରୀଲଙ୍କା ଗସ୍ତରେ ଥିବା ଇଂଲଣ୍ଡ କ୍ରିକେଟ ଦଳ ଏହାର ଟୁର୍‌ ବାତିଲ କରିଛି। ଇଂଲଣ୍ଡ କ୍ରିକେଟ ଦଳ କଲମ୍ବୋଠାରେ ଓ୍ବାର୍ମଅପ୍‌…

5 years ago