ଖେଳ

ଶ୍ରୀଲଙ୍କା ୩-୦ରେ ସିରିଜ ଜିତିଲା

ପାଲିକେଲ୍‌ (ଶ୍ରୀଲଙ୍କା), ୨ା୩ (ଏପି)- ଆଞ୍ଜେଲୋ ମାଥ୍ୟୁସ୍‌ଙ୍କ ୪ ଉଇକେଟ ସଫଳତା ବଳରେ ଶ୍ରୀଲଙ୍କା ଏଠାରେ ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜକୁ ୬ରନରେ…

5 years ago

ବାଂଲାଦେଶକୁ ସହଜ ବିଜୟ ଦେଲେ ଲିଟନ

ସିଲ୍‌ହେଟ୍‌ (ବାଂଲାଦେଶ), ୨ା୩ (ଏଏଫ୍‌ପି)- ଲିଟନ ଦାସଙ୍କ ଶତକ ସହାୟତାରେ ଜିମ୍ବାଓ୍ବେ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ବାଂଲାଦେଶ ୧୬୯ ରନରେ ସହଜ ବିଜୟ…

5 years ago

ପ୍ରଥମ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଉଦ୍‌ଯାପିତ: ପଞ୍ଜାବ ଦଳଗତ ଚାମ୍ପିୟନ, ସାବିତ୍ରୀ ଫୁଲେ ରନର୍ସଅପ୍‌

ଭୁବନେଶ୍ୱର,୨।୩(ସ୍ପୋଟର୍‌ସ ବ୍ୟୁରୋ)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା(କେଆଇୟୁଜି)ର ପ୍ରଥମ ସଂସ୍କରଣ ମହାସମାରୋହରେ ଉଦ୍‌ଯାପିତ ହୋଇଯାଇଛି। କିଟ୍‌ ବିଶ୍ୱବିଦ୍ୟାଳୟ ଇନ୍‌ଡୋର ହଲ୍‌ରେ ରବିବାର ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ…

5 years ago

କରୋନା ଭାଇରସ ପ୍ରଭାବ: ରୁଦ୍ଧଦ୍ୱାରରେ ହେବ ସୁମୋ ଟୁର୍ନାମେଣ୍ଟ

ଟୋକିଓ,୧ା୩(ଏଏଫ୍‌ପି)-କରୋନା ଭାଇରସ ପାଇଁ ସତର୍କତା ମୂଳକ ପଦକ୍ଷେପ ସ୍ବରୂପ ସୁମୋ ସ୍ପ୍ରିଙ୍ଗ୍‌ ଟୁର୍ନାମେଣ୍ଟ ରୁଦ୍ଧଦ୍ୱାର ମଧ୍ୟରେ ହେବ। ଏହି ଖେଳର ପରିଚାଳନା ପରିଷଦ ରବିବାର ପ୍ରକାଶ କରିଛି।…

5 years ago

ପୂର୍ବତନ ହକି ଖେଳାଳି ବଲ୍‌ବୀରଙ୍କ ପରଲୋକ

ନୂଆଦିଲ୍ଲୀ, ୧ା୩ (ପି.ଟି.)-ଭାରତର ପୂର୍ବତନ ହକି ଖେଳାଳି ବଲ୍‌ବୀର ସିଂ କୁଲାରଙ୍କ ଦୃଦ୍‌ଘାତରେ ପରଲୋକ ଘଟିଛି। ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ୧୯୬୮ ଅଲିମ୍ପିକ୍ସ ବ୍ରୋଞ୍ଜ…

5 years ago

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌: ସେମିରେ ଦକ୍ଷିଣ ଆଫ୍ରିକା

ସିଡ୍‌ନୀ,୧ା୩(ପି.ଟି.)- ଲୌରା ଓ୍ବଲଭାର୍ଡଙ୍କ ଅପରାଜିତ ଅର୍ଦ୍ଧଶତକୀୟ ଇନିଂସ ସହାୟତାରେ ଦକ୍ଷିଣ ଆଫ୍ରିକା ୧୭ ରନ୍‌ରେ ପାକିସ୍ତାନକୁ ହରାଇ ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ସେମିଫାଇନାଲରେ ପ୍ରବେଶ କରିଛି।…

5 years ago

୨୦୦ ମି. ଦୌଡ଼ରେ ଦୂତୀଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର,୧ା୩- ଦେଶର ଦ୍ରୁତତମ ଧାବିକା ଦୂତୀ ଚାନ୍ଦ ୧୦୦ ମିଟର ଦୌଡ଼ ଭଳି ୨୦୦ ମି. ରେସରେ ମଧ୍ୟ ଶୀର୍ଷ ସଫଳତା ପାଇଛନ୍ତି। ଚଳିତ ଖେଲୋ ଇଣ୍ଡିଆ…

5 years ago

ନାଡାଲଙ୍କୁ ମେକ୍ସିକୋ ଓପନ ଟାଇଟଲ

ଲସ ଏଞ୍ଜେଲ୍ସ,୧ା୩- ବିଶ୍ୱର ଦ୍ୱିତୀୟ ର଼୍ୟାଙ୍କଧାରୀ ରାଫାଲ ନାଡାଲ ଚଳିତ ଏଟିପି ମେକ୍ସିକୋ ଓପନ ଟାଇଟଲ ହାସଲ କରିଛନ୍ତି। ଫାଇନାଲରେ ଅଣ ସିଡ୍‌ ଟେଲର ଫ୍ରିଜଙ୍କୁ ସିଧାସଳଖ…

5 years ago

ଡିଆରଏସ୍‌ ନେବାରେ କୋହଲି ଦକ୍ଷ ନୁହନ୍ତି

ଖ୍ରୀଷ୍ଟଚର୍ଚ୍ଚ,୧।୩- ଭାରତୀୟ ଅଧିନାୟକ ବିରାଟ କୋହଲି ଏବେ ଖରାପ ଫର୍ମ ଦେଇ ଗତି କରୁଛନ୍ତି। ସେ ଗତ ୨୦ ଇନିଂସରେ ତିନି ସଂଖ୍ୟା ବିଶିଷ୍ଟ ସ୍କୋର ଛୁଇଁ…

5 years ago

ଆଇପିଏଲ ପ୍ରଥମ ପର୍ଯ୍ୟାୟରେ ଖେଳି ନ ପାରନ୍ତି ଈଶାନ୍ତ

ଖ୍ରୀଷ୍ଟଚର୍ଚ୍ଚ,୧ା୩- ଈଶାନ୍ତ ଶର୍ମା ଏବେ ଗୋଇଠି ଜନିତ ଆହତ ସମସ୍ୟା ଦେଇ ଗତି କରୁଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ଶେଷ ହେବା ପରେ ତାଙ୍କ ଗୋଇଠିରେ…

5 years ago