ଖେଳ

ଜିତେନ୍ଦରଙ୍କୁ ରୌପ୍ୟ

ନୂଆଦିଲ୍ଲୀ, ୨୪ା୨ (ପି.ଟି.)- ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌ରେ ଭାରତର ଜିତେନ୍ଦର କୁମାର ରୌପ୍ୟ ପଦକ ଲାଭ କରିଛନ୍ତି। ୭୪କେଜି ଶ୍ରେଣୀ ଫାଇନାଲରେ ସେ ଗତଥରର ଚାମ୍ପିୟନ ତଥା…

5 years ago

ଇଣ୍ଡିଆନ ସୁପର ଲିଗ୍‌: ଡ୍ର’ରେ ଓଡ଼ିଶାର ଅଭିଯାନ ଶେଷ ମାନୁଏଲଙ୍କ ହ୍ୟାଟ୍ରିକ୍‌

ଭୁବନେଶ୍ୱର, ୨୪।୨(ସ୍ପୋଟର୍‌ସ ବ୍ୟୁରୋ)- ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)ରେ ଓଡ଼ିଶା ଏଫ୍‌ସି ତା’ର ଶେଷ ତଥା ୧୮ତମ ମ୍ୟାଚ୍‌ ଅମୀମାଂସିତ ରଖି ଅଭିଯାନ ଶେଷ କରିଛି।…

5 years ago

ମହିଳା ଟିମ୍‌ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟ: ଋତୁପର୍ଣ୍ଣା-କୃତ୍ତିକା ପରାସ୍ତ

ଭୁବନେଶ୍ୱର, ୨୪।୨(କ୍ରୀଡ଼ା ପ୍ରତିନିଧି)-ଚଳିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ମହିଳା ବ୍ୟାଡ୍‌ମିଣ୍ଟନ ଟିମ୍‌ ଇଭେଣ୍ଟରେ କିଟ୍‌ର ଆରମ୍ଭ ଭଲ ହୋଇନାହିଁ। କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା…

5 years ago

ସନ୍ତରଣରେ ଜୈନ ବିଶ୍ୱବିଦ୍ୟାଳୟକୁ ୪ ସ୍ବର୍ଣ୍ଣ; ଜିଏନଡିୟୁ ଫେନ୍ସିଂରେ ଜିତିଲା ୩ ସ୍ବର୍ଣ୍ଣ

ଭୁବନେଶ୍ୱର,୨୪।୨(ସ୍ପୋଟର୍‌ସ ବ୍ୟୁରୋ)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ପ୍ରାରମ୍ଭିକ ସଂସ୍କରଣରେ ରବିବାର ସନ୍ତରଣରେ ବେଙ୍ଗାଲୁରୁର ଜୈନ ବିଶ୍ୱବିଦ୍ୟାଳୟ ୪ଟି ସ୍ବର୍ଣ୍ଣ ପଦକ ହାସଲ କରି ପ୍ରଥମ ସ୍ଥାନରେ…

5 years ago

ରଣଜୀ ଟ୍ରଫି କ୍ବାର୍ଟର ଫାଇନାଲ: ଓଡ଼ିଶାର ସେମିଫାଇନାଲ ଆଶା ଧୂଳିସାତ

କଟକ ଅଫିସ,୨୪ା୨-  ଓଡ଼ିଶାର ରଣଜୀ ଟ୍ରଫି ସେମିଫାଇନାଲ ଖେଳିବା ଆଶା ଧୂଳିସାତ ହୋଇଛି। କ୍ବାର୍ଟର ଫାଇନାଲ ରାଉଣ୍ଡରୁ ଅଭିଯାନ ଶେଷପଥରେ ରହିଛି ଶୁଭ୍ରାଂଶୁ ସେନାପତିଙ୍କ ଦଳ। ଟାଙ୍ଗୀସ୍ଥିତ…

5 years ago

ନାଜମୁଲ, ମୋମିନୁଲଙ୍କ ଅର୍ଦ୍ଧଶତକ

ଢାକା,୨୩ା୨(ଏଏଫ୍‌ପି): ଢାକାଠାରେ ଖେଳାଯାଉଥିବା ଜିମ୍ବାଓ୍ବେ ବିପକ୍ଷ ଏକମାତ୍ର କ୍ରିକେଟ ଟେଷ୍ଟ ମ୍ୟାଚରେ ନାଜମୁଲ ହୋସେନ ଏବଂ ମୋମିନୁଲ ହକ୍‌ଙ୍କ ଅର୍ଦ୍ଧଶତକ ସହାୟତାରେ ବାଂଲାଦେଶ ନିଜ ସ୍ଥିତିକୁ ସୁଦୃଢ…

5 years ago

ପ୍ରେଗ୍‌ ଚେସ୍‌ ଫେଷ୍ଟିଭାଲ: ଆକାଶ ଜିତିଲେ ଓପନ ଇଭେଣ୍ଟ

ପ୍ରେଗ୍‌,୨୩ା୨ (ପି.ଟି.)- ଭାରତର ଜି. ଆକାଶ ଏଠାରେ ଚାଲିଥିବା ପ୍ରେଗ୍‌ ଚେସ୍‌ ଫେଷ୍ଟିଭାଲର ଓପନ୍‌ ଇଭେଣ୍ଟ ଜିତିଛନ୍ତି। ୯ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତାରେ ଆକାଶ ଅପରାଜିତ…

5 years ago

ପ୍ରଶଂସକ ଚାହାନ୍ତି ପାକିସ୍ତାନରେ ଖେଳୁ ଭାରତ

ଲାହୋର,୨୩ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ୨୦୧୩ଠାରୁ କୌଣସି ଦ୍ୱିପାକ୍ଷିକ ସିରିଜ୍‌ ଖେଳାଯାଇ ନାହିଁ। ଅନ୍ତିମ ଥର ୨୦୦୮ରେ ଦୁଇ ଦେଶ ମଧ୍ୟରେ ଟେଷ୍ଟ ସିରିଜ୍‌ ଖେଳାଯାଇଥିଲା।…

5 years ago

ଗୋଆରେ ଖେଳାଯିବ ଆଇଏସ୍‌ଏଲ ଫାଇନାଲ

ମୁମ୍ବାଇ,୨୩ା୨(ପି.ଟି.)- ଗୋଆର ମାର୍ଗାଓଠାରେ ଚଳିତ ସିଜନରେ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)ର ଫାଇନାଲ ଖେଳାଯିବ। ଏ ନେଇ ସ୍ପୋଟର୍‌ସ ଡେଭଲପମେଣ୍ଟ ଲିମିଟେଡ୍‌ସ ଫାଉଣ୍ଡିଂ ମୁଖ୍ୟ ନିତା ଅମ୍ବାନି…

5 years ago

ଓ୍ବେଷ୍ଟଇଣ୍ଡିଜକୁ ଜରିମାନା

କଲମ୍ବୋ,୨୩ା୨- ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଧିମା ବୋଲିଂ ହାର ପାଇଁ ଓ୍ବେଷ୍ଟଇଣ୍ଡିଜ ଦଳର ଖେଳାଳିଙ୍କୁ ଜରିମାନା କରାଯାଇଛି। କିରନ ପୋଲାର୍ଡଙ୍କ ନେତୃତ୍ୱାଧୀନ ଦଳ ଧାର୍ଯ୍ୟ…

5 years ago