ନୂଆଦିଲ୍ଲୀ, ୧୨।୩- ହକି ଇଣ୍ଡିଆ ନିକଟରେ ଓ୍ବାଲର୍ଡ ମାଷ୍ଟର୍ସ ହକି(ଡବ୍ଲ୍ୟୁଏମଏଚ) ସହିତ ସାମିଲ ହୋଇଛି। ପୂର୍ବରୁ ଡବ୍ଲ୍ୟୁଏମଏଚ ସହ ଅନ୍ୟ ୩୮ ଜାତୀୟ ଆସୋସିଏଶନ ସାମିଲ ଅଛନ୍ତି।…
କଟକ ଅଫିସ,୧୨ା୩- ରାଜ୍ୟର ପୂର୍ବତନ କ୍ରିକେଟ ଖେଳାଳି ସୁବ୍ରତ କୁମାର ବେହେରା ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଭାବେ ନିଯୁକ୍ତି ପାଇଛନ୍ତି। ବୁଧବାର…
ରାଜକୋଟ, ୧୨।୩- ଏଠାରେ ଚାଲିଥିବା ରଣଜୀ ଟ୍ରଫି ଫାଇନାଲର ତୃତୀୟ ଦିବସ ଖେଳ ବୁଧବାର ଶେଷ ହୋଇଛି। ଅର୍ପିତ ବାସବଦାଙ୍କ ଶତକ ସହାୟତାରେ ସୌରାଷ୍ଟ୍ର ୪୨୫ ରନ…
ଧର୍ମଶାଳା,୧୨।୩ (ପି.ଟି.)- ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମଧ୍ୟରେ ଏକ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ ଆରମ୍ଭ ହେବାକୁ ଯାଉଛି। ସ୍ଥାନୀୟ ହିମାଚଳ ପ୍ରଦେଶ…
ଅମ୍ମନ (ଜୋର୍ଡାନ), ୧୧।୩ (ପି.ଟି.)- ବିଶ୍ୱ ବ୍ରୋଞ୍ଜ ପଦକ ବିଜେତା ମନୀଷ କୌଶିକ (୬୩ କିଗ୍ରା) ୯ମ ଭାରତୀୟ ବକ୍ସର ଭାବେ ଆଗାମୀ ଟୋକିଓ ଅଲିମ୍ପିକ୍ସକୁ ଯୋଗ୍ୟତା…
ବିର୍ମିଂହାମ, ୧୧।୩ (ପି.ଟି.)- ଅଲ୍ ଇଂଲଣ୍ଡ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତାରେ ଷ୍ଟାର୍ ଭାରତୀୟ ଖେଳାଳି ପି.ଭି. ସିନ୍ଧୁ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ବୁଧବାର ଅନୁଷ୍ଠିତ ମହିଳା ସିଙ୍ଗଲ୍ସ…
ବାଲେଶ୍ୱର ଅଫିସ,୧୧।୩- ବାଲେଶ୍ୱର ପ୍ରିମିୟର ଲିଗ୍-୧୧ର ଫାଇନାଲ ମ୍ୟାଚ୍ ଡେକାନ ୱାରିୟର୍ସ ଓ ସି ଟାଇଗର୍ସ ମଧ୍ୟରେ ସ୍ଥାନୀୟ ପରମିିଟ୍ ପଡ଼ିଆରେ ଅନୁଷ୍ଠିତ ହୋଇଥିଲା। ନିର୍ଦ୍ଧାରିତ ୨୦…
ଧର୍ମଶାଳା,୧୧।୩- ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ନିକଟରେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ଆଉ ଏକ ରେକର୍ଡ ଭାଙ୍ଗିବାର ସୁଯୋଗ ରହିଛି। କୋହଲି ଦିନିକିଆ ଫର୍ମାଟରେ ୧୨…
ନୂଆଦିଲ୍ଲୀ,୧୧।୩- ଇଣ୍ଡିଆ ଓପନ ସୁପର ୫୦୦ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟ ଟୋକିଓ ଅଲିମ୍ପିକ୍ ଯୋଗ୍ୟତା ପର୍ଯ୍ୟାୟ ପାଇଁ ଖୁବ୍ ଗୁରୁତ୍ୱପୂର୍ଣ୍ଣ। କରୋନା ଭାଇରସ ସଂକ୍ରମଣ ବୃଦ୍ଧି ପାଇଥିବାରୁ ଏହି…
ଅମାନ,୧୧।୩(ପି.ଟି.)- ଅଲିମ୍ପିକ୍ ଯୋଗ୍ୟତା ହାସଲକାରୀ ବକ୍ସର ବିକାଶ କ୍ରିଷ୍ଣନ (୬୯ କେଜି)ଙ୍କୁ ଏସିଆ/ଓସେନିଆ କ୍ୱାଲିଫାୟର୍ସରେ ରୌପ୍ୟ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ଆଖିଜନିତ ଆହତ ସମସ୍ୟା ଯୋଗୁ…