ଖେଳ

କ୍ୱାର୍ଟରରେ ମନିକା ବାତ୍ରା

ବୁଦାପେଷ୍ଟ,୨୧।୨- ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା ମନିକା ବାତ୍ରା ବିଶ୍ୱର ୨୬ତମ ର଼୍ୟାଙ୍କ ଚେନ ଜୁ ୟୁଙ୍କୁ ହରାଇ ଦେଇଛନ୍ତି। ବିଜୟ ସହ ବାତ୍ରା…

5 years ago

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଆଗରେ ୧୩୩ ରନ୍‌ର ଟାଗେର୍ଟ

ସିଡ୍‌ନୀ,୨୧।୨- ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଶୁକ୍ରବାର ଆରମ୍ଭ ହୋଇଯାଇଛି। ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଆୟୋଜକ ଅଷ୍ଟ୍ରେଲିଆ ସମ୍ମୁଖରେ ୧୩୩ ରନ୍‌ର ବିଜୟ ଲକ୍ଷ୍ୟ ଧାର୍ଯ୍ୟ…

5 years ago

ପାକିସ୍ତାନ ନାଗରିକତା ପାଇଁ ଆବେଦନ କଲେ ଦୁଇ ଥର ବିଶ୍ୱକପ୍‌ ଚାମ୍ପିୟନ

କରାଚୀ,୨୧।୨- ପାକିସ୍ତାନ ସୁପର ଲିଗ୍‌ (ପିସିବି)ର ୫ମ ସଂସ୍କରଣ ଶୁକ୍ରବାରଠାରୁ ଆରମ୍ଭ ହୋଇଯାଇଛି। ଡିଫେଣ୍ଡିଂ ଚାମ୍ପିୟନ କୁଏଟା ଗ୍ଲାଡିଏଟର୍ସ ୩ ଉଇକେଟରେ ଉଦ୍‌ଘାଟନୀ ମ୍ୟାଚ୍‌କୁ ଜିତି ନେଇଛି।…

5 years ago

ପ୍ରଜ୍ଞାନ ଓଝାଙ୍କ ଅବସର

ହାଇଦ୍ରାବାଦ,୨୧।୨(ପି.ଟି.)- ରାଜ୍ୟ ତଥା ଦେଶ ପାଇଁ ବହୁ ସଫଳତା ଆଣିଥିବା ଓଡ଼ିଆ ସ୍ପିନର ପ୍ରଜ୍ଞାନ ଓଝା ଶୁକ୍ରବାର କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ୩୩…

5 years ago

ସ୍ପୋଟର୍‌ସମ୍ୟାନ ଅଫ୍‌ ଦି ଇୟର

ବ୍ରିଟେନ ଫର୍ମୁଲା- ୧ ଡ୍ରାଇଭର ଲୁଇସ୍‌ ହାମିଲଟନ ଏଥର ଆର୍ଜେଣ୍ଟିନା ଫୁଟବଲ ସୁପରଷ୍ଟାର ଲିଓନେଲ ମେସିଙ୍କ ସହ ଯୁଗ୍ମ ଭାବେ ଲୌରିଅସ୍‌ ସ୍ପୋଟର୍‌ସମ୍ୟାନ ଅଫ୍‌ ଦି ଇୟର…

5 years ago

ଟେଲରଙ୍କ ସ୍ବତନ୍ତ୍ର ରେକର୍ଡ

ଓ୍ବେଲିଂଟନ,୨୧।୨(ପି.ଟି.)- ଭେଟେରାନ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ରସ ଟେଲର ଶୁକ୍ରବାର ଭାରତ ବିପକ୍ଷ ପ୍ରଥମ ଟେଷ୍ଟରେ ପଡ଼ିଆକୁ ଓହ୍ଲାଇ ଇତିହାସ ରଚିଛନ୍ତି। ପ୍ରତ୍ୟେକ ଫର୍ମାଟରେ ୧୦୦ ମ୍ୟାଚ୍‌ ଖେଳିବାରେ…

5 years ago

ବର୍ଷା ଯୋଗୁ ପ୍ରଥମ ଦିନର ଖେଳ ଶେଷ

ଓ୍ବେଲିଂଟନ,୨୧।୨- ସ୍ଥାନୀୟ ବାସିନ ରିଜର୍ଭ ଗ୍ରାଉଣ୍ଡରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ଶୁକ୍ରବାରଠାରୁ ଆରମ୍ଭ ହୋଇଯାଇଛି। ବର୍ଷା ଓ ଖରାପ ପାଗ କାରଣରୁ ପୂରା…

5 years ago

ରେକର୍ଡ ଅପେକ୍ଷାରେ

୩ଟି ଫର୍ମାଟରେ ୧୦୦ ଲେଖାଏ ମ୍ୟାଚ୍‌ ଖେଳି ନ୍ୟୁଜିଲାଣ୍ଡ ଅଭିଜ୍ଞ ବ୍ୟାଟ୍ସମ୍ୟାନ ରସ ଟେଲର ଏକ ବିରଳ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଭାରତ ବିପକ୍ଷ ପ୍ରଥମ…

5 years ago

୩୩୨ ରନ୍‌ରେ ବେଙ୍ଗଲ ସୀମିତ

ଭୁବନେଶ୍ୱର,୨୧।୨- କଟକର ଟାଙ୍ଗିସ୍ଥିତ ଡ୍ରିମ୍ସ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ରଣଜୀ କ୍ୱାର୍ଟର ଫାଇନାଲରେ ବେଙ୍ଗଲ ଦଳକୁ ଓଡ଼ିଆ ବୋଲରମାନେ ୩୩୨ ରନ୍‌ରେ ସୀମିତ ରଖିଛନ୍ତି। ଶୁକ୍ରବାର ଅସମାପ୍ତ…

5 years ago

ଓଡ଼ିଶାର ରଣଜୀ ଯାତ୍ରା

ଓଡ଼ିଶାର ରଣଜୀ ଅଭିଯାନ ବେଶ୍‌ ଉତ୍ସାହଜନକ ରହିଛି। ଗ୍ରୁପ୍‌ ପର୍ଯ୍ୟାୟରେ ଦମ୍‌ଦାର ପ୍ରଦର୍ଶନ କରି ଓଡ଼ିଶା କ୍ୱାର୍ଟର ଫାଇନାଲରେ ବେଙ୍ଗଲକୁ ଭେଟିଛି। ବେଙ୍ଗଲକୁ ହରାଇପାରିଲେ ଦୀର୍ଘ ୧୬…

5 years ago