ଖେଳ

ରଣ୍‌ଜୀ ମୁକାବିଲା: ଅଙ୍କିତଙ୍କ ଦ୍ୱିଶତକ: ମହାରାଷ୍ଟ୍ର ଅଗ୍ରଣୀ

କଟକ ଅଫିସ,୬ା୨- ମହାରାଷ୍ଟ୍ରର ନାଗୋଥାନେସ୍ଥିତ ରିଲାଏନ୍ସ କ୍ରିକେଟ ଷ୍ଟାଡିୟମରେ ଚାଲିଥିବା ଓଡ଼ିଶା-ମହାରାଷ୍ଟ୍ର ରଣଜୀ ଟ୍ରଫି କ୍ରିକେଟ ମ୍ୟାଚର ତୃତୀୟ ଦିବସ ଖେଳ ଗୁରୁବାର ଶେଷ ହୋଇଛି। ମହାରାଷ୍ଟ୍ର…

5 years ago

ଆଇପିଏଲରୁ ବାଦ୍‌ ପଡ଼ିଲେ ଆର୍ଚର

ଲଣ୍ଡନ,୬।୨(ପି.ଟି.)- ଇଂଲଣ୍ଡ ଦଳର ଅଗ୍ରଣୀ ପେସର ଜୋଫ୍ରା ଆର୍ଚର ଗୁରୁବାର ଆଇପିଏଲର ୧୩ତମ ସଂସ୍କରଣରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ଡାହାଣ କହୁଣିରେ ଆଘାତ ଲାଗିଛି। ଆଇପିଏଲରେ ରାଜସ୍ଥାନ…

5 years ago

ପଡିଆରେ ଏହି ଖେଳାଳିଙ୍କୁ ଶକ୍ତ ଚାପୁଡା ମାରିଥିଲେ ହରଭଜନ, ଏବେ ଏମିତି ଜଣାଇଲେ ଜନ୍ମଦିନ ଶୁଭେଚ୍ଛା

ଭାରତୀୟ କ୍ରିକେଟ ଦଳର ସ୍ପିନର ହରଭଜନ ସିଂହ ୧୨ବର୍ଷ ତଳେ ଅର୍ଥାତ୍‌ ୨୦୦୮ରେ ଆଇପିଏଲର ଏକ ମ୍ୟାଚରେ ପ୍ରତିପକ୍ଷ ବୋଲର ଏସ.ଶ୍ରୀସନ୍ଥଙ୍କୁ ପଡିଆରେ ଚାପୁଡା ମାରିଥିଲେ। ଏହାପରେ…

5 years ago

ସଲମାନ, ଶାହରୁଖଙ୍କୁ ପଛରେ ପକାଇଲେ କୋହଲି

ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି କ୍ରିକେଟ ପଡିଆରେ ଅନେକ ରେକର୍ଡ ହାସଲ କରିଛନ୍ତି। କ୍ରିକେଟରେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗୁଥିବା କୋହଲିଙ୍କ ବ୍ରାଣ୍ଡ୍‌ ଭାଲ୍ୟୁ…

5 years ago

ମହିଳା ତ୍ରି-ରାଷ୍ଟ୍ରୀୟ କ୍ରିକେଟ୍‌: ଶୀର୍ଷକୁ ଉଠିବା ଲକ୍ଷ୍ୟରେ ଭାରତ

ମେଲବୋର୍ନ, ୬।୨ (ପି.ଟି.): ତ୍ରି-ରାଷ୍ଟ୍ରୀୟ ସିରିଜ ଖେଳିବା ଲାଗି ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ୍‌ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଶୁକ୍ରବାର ଇଂଲଣ୍ଡକୁ ଭେଟିବ।…

5 years ago

ଚ୍ୟାରିଟି କ୍ରିକେଟ୍‌ ମ୍ୟାଚ୍‌ ମେଲବୋର୍ନଙ୍କୁ ସ୍ଥାନାନ୍ତର

ସିଡ୍‌ନୀ, ୬।୨ (ପି.ଟି.)- ଅଷ୍ଟ୍ରେଲିଆ ବଶ୍‌ଫାୟାର (ଜଙ୍ଗଲ ପୋଡ଼ି) ଘଟଣାରେ କ୍ଷତିଗସ୍ତ ଲୋକଙ୍କ ପାଇଁ ଖେଳାଯିବାକୁ ଥିବା ଚ୍ୟାରିଟି କ୍ରିକେଟ୍‌ ମ୍ୟାଚ୍‌କୁ ମେଲବୋର୍ନ ଜନସନ୍‌ ଓଭାଲକୁ ଘୁଞ୍ଚାଇ…

5 years ago

ଡୋପ୍‌ ଟେଷ୍ଟରେ ବିଫଳ ହେଲେ ଗ୍ରାଣ୍ଡସ୍ଲାମ ବିଜୟିନୀ

ପ୍ୟାରିସ, ୬।୨ (ଏଏଫ୍‌ପି)- ପୂର୍ବତନ ଅଷ୍ଟ୍ରେଲିଆନ୍‌ ଓପନ୍‌ ମିକ୍ସଡ ଡବଲ୍‌ ଟାଇଟଲ୍‌ ବିଜୟିନୀ ଆମେରିକାର ଆବିଗେଲ୍‌ ସ୍ପିଅର୍ସ ଟେନିସରୁ ବାସନ୍ଦ ହୋଇଛନ୍ତି। ଡୋପ୍‌ ଟେଷ୍ଟରେ ବିଫଳ ହେବା…

5 years ago

ନିଜ ମାଟିରେ ପଦାର୍ପଣ ଦିନିକିଆରେ ହାରିଲା ନେପାଳ

କାଠମାଣ୍ଡୁ, ୬।୨- ନେପାଳ କ୍ରିକେଟ୍‌ ଦଳ ଏହାର ଘରୋଇ ମାଟିରେ ପ୍ରଥମଥର ଏକ ଅନ୍ତର୍ଜାତୀୟ ଏକଦିବସୀୟ ମ୍ୟାଚ୍‌ ଖେଳିଛି। ଓମାନ ବିପକ୍ଷ ଏହି ମ୍ୟାଚ୍‌ ସହ ନେପାଳରେ…

5 years ago

ପାକିସ୍ତାନ ମ୍ୟାଚ୍‌ ପୂର୍ବରୁ ମା’ଙ୍କୁ ଫୋନରେ ଏମିତି କହିଥିଲେ ଯଶସ୍ବୀ

ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୧୦ ଉଇକେଟରେ ହରାଇ ଅଣ୍ଡର୍‌-୧୯ ବିଶ୍ୱକପର ଫାଇନାଲ ପ୍ରବେଶ କରିଛି ଭାରତ। ଜବରଦସ୍ତ ଫର୍ମରେ ଥିବା ୧୮ ବର୍ଷୀୟ ଯଶସ୍ବୀ ନିଜର ପ୍ରଥମ ବିଶ୍ୱକପ୍‌…

5 years ago

ଅଭିଷେକ ସିଏବିର ସର୍ବକନିଷ୍ଠ ସଭାପତି

କୋଲକାତା, ୬।୨ (ପି.ଟି.)- ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ପୂର୍ବତନ ସଭାପତି ସ୍ବର୍ଗତ ଜଗମୋହନ ଡାଲମିୟାଙ୍କ ପୁଅ ଅଭିଷେକ ସିଏବିର ନୂଆ ସଭାପତି ହୋଇଛନ୍ତି। କ୍ରିକେଟ୍‌…

5 years ago