ଖେଳ

ପାକିସ୍ତାନ ଯିବାକୁ ଲାଗୁଛି ଡର

ଢାକା,୨୩।୧- ପାକିସ୍ତାନ ଓ ବାଂଲାଦେଶ ମଧ୍ୟରେ ଶୁକ୍ରବାରଠାରୁ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଆରମ୍ଭ ହେବ। ଏହି ସିରିଜ୍‌ ଲାଗି ବାଂଲାଦେଶ ଦଳ ପାକିସ୍ତାନରେ ପହଞ୍ଚିଛି।…

5 years ago

ସେହ୍ବାଗଙ୍କ କେଶଠାରୁ ମୋ ପାଖରେ ଅଧିକ ଟଙ୍କା ଅଛି

ପାକିସ୍ତାନର ପୂର୍ବତନ କ୍ରିକେଟର ସୋଏବ ଅଖତର ଏବଂ ଭାରତୀୟ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହ୍ବାଗଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ସୀମା ଟପିଛି। ସୋଏବ ବ୍ୟବସାୟ ପାଇଁ ଭାରତୀୟ…

5 years ago

ଟଙ୍କା ପାଇଁ ଭାରତୀୟ ଦଳକୁ ସମର୍ଥନ କରୁଛନ୍ତି ଏହି ପାକିସ୍ତାନ କ୍ରିକେଟର୍‌

ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହ୍ବାଗ ପାକିସ୍ତାନ କ୍ରିକେଟର ସୋଏବ ଅଖତରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ସୋଏବ ଭାରତର ଭଲ ବନ୍ଧୁ…

5 years ago

ହିରୋ ସବ୍‌ଜୁନିୟର ଲିଗ୍‌: ଓଡ଼ିଶା ଏଫ୍‌ସିର ବୃହତ୍‌ ବିଜୟ

ଭୁବନେଶ୍ୱର, ୨୩।୧ (ସ୍ପୋଟର୍‌ସ ବ୍ୟୁରୋ)- ଇଣ୍ଡିଆନ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌) ଫ୍ରାଞ୍ଚାଇଜ ଓଡ଼ିଶା ଏଫ୍‌ସିର ୧୩ ବର୍ଷରୁ କମ୍‌ ଦଳ ହିରୋ ସବ୍‌ଜୁନିୟର ଲିଗ୍‌ରେ ବୃହତ୍‌ ବିଜୟ…

5 years ago

ସିରିଏଲୋ ହକି ଏକାଡେମୀ ଖେଳାଳି ଭୁବନେଶ୍ୱର ଗସ୍ତରେ

ଭୁବନେଶ୍ୱର,୨୩।୧(ସ୍ପୋଟର୍‌ସ ବ୍ୟୁରୋ)- ଅଷ୍ଟ୍ରେଲିଆର ସିରିଏଲୋ କୋଚିଂ ଏକାଡେମୀର ୧୯ ବର୍ଷରୁ କମ୍‌ ବର୍ଗର ହକି ଖେଳାଳି ଗୋଟିଏ ସପ୍ତାହ ଭୁବନେଶ୍ୱର ଗସ୍ତରେ ଆସି ଏକ ଭିନ୍ନ ପ୍ରକାର…

5 years ago

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ ଉଦ୍‌ଯାପିତ: ଓଡ଼ିଶାକୁ ୫ ସ୍ବର୍ଣ୍ଣ ସହ ୨୧ ପଦକ

ଭୁବନେଶ୍ୱର, ୨୩।୧(କ୍ରୀଡ଼ା ପ୍ରତିନିଧି)- ଆସାମର ଗୁଆହାଟୀଠାରେ ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ ବୁଧବାର ଉଦ୍‌ଯାପିତ ହୋଇଛି। ଏଥିରେ ଓଡ଼ିଶା ୫ ସ୍ବର୍ଣ୍ଣ, ୮ ରୌପ୍ୟ ଓ ୮…

5 years ago

ପୁରୁଷଙ୍କ ସମକକ୍ଷ ପାଉଣା ଦାବି ଉଚିତ୍‌ ନୁହଁ: ମାନ୍ଧନା

ମୁମ୍ବାଇ,୨୩।୧(ପି.ଟି.)- ପୁରୁଷ ଓ ମହିଳା କ୍ରିକେଟରଙ୍କୁ ସମାନ ପାଉଣା ଦିଆଯିବା ଉପରେ ମତ ରଖିଛନ୍ତି ତାରକା ମହିଳା କ୍ରିକେଟର ସ୍ମୃତି ମାନ୍ଧନା। ପୁରୁଷ ଓ ମହିଳା କ୍ରିକେଟରଙ୍କୁ…

5 years ago

ଇଣ୍ଡିଆନ ସୁପରଲିଗ୍‌: ବେଙ୍ଗାଲୁରୁଠାରୁ ହାରିଲା ଓଡ଼ିଶା ଏଫସି

ବେଙ୍ଗାଲୁରୁ, ୨୩।୧- ଶ୍ରୀ କାନ୍ତିରଭା ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସଏଲ) ମ୍ୟାଚରେ ଓଡ଼ିଶା ଏଫସି ୦-୩ ଗୋଲରେ ବେଙ୍ଗାଲୁରୁ ଏଫସି ନିକଟରୁ ହାରି ଯାଇଛି।…

5 years ago

ପ୍ରଥମ ଟେଷ୍ଟ: ମାଥ୍ୟୁସ୍‌ଙ୍କ ପ୍ରଥମ ଦ୍ୱିଶତକ

ହରାରେ,୨୩।୧- ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ଆଞ୍ଜେଲୋ ମାଥ୍ୟୁସ କ୍ୟାରିୟରର ପ୍ରଥମ ଟେଷ୍ଟ ଦ୍ୱିଶତକ ହାସଲ କରିଛନ୍ତି। ମାଥ୍ୟୁସଙ୍କ ଦ୍ୱିଶତକୀୟ ପାଳି ବଳରେ ଶ୍ରୀଲଙ୍କା ଏଠାରେ ଚାଲିଥିବା ଘରୋଇ…

5 years ago

ଅଷ୍ଟ୍ରେଲିଆନ୍‌ ଓପନ୍‌: ତୃତୀୟ ରାଉଣ୍ଡରେ ସେରେନା, ଓଜନିଆକି

ମେଲବୋର୍ନ, ୨୩।୧(ଏଏଫ୍‌ପି)- ଅଷ୍ଟ୍ରେଲିଆ ଓପନ୍‌ ମହିଳା ସିଙ୍ଗଲ୍ସରେ ବୁଧବାର ଖେଳାଯାଇଥିବା ଦ୍ୱିତୀୟ ରାଉଣ୍ଡ ମ୍ୟାଚ୍‌ରେ ମଧ୍ୟ ବିଜୟୀ ହୋଇ ସିଡେଡ ଖେଳାଳିମାନେ ଅଗ୍ରଗତି କରିଛନ୍ତି। ସେମାନଙ୍କ ମଧ୍ୟରେ…

5 years ago