ଖେଳ

ଇଣ୍ଡିଆନ ସୁପର ଲିଗ୍‌: ଓଡ଼ିଶା ଏଫ୍‌ସିର କ୍ରମାଗତ ୪ର୍ଥ ବିଜୟ

ଭୁବନେଶ୍ୱର,୧୬।୧(କ୍ରୀଡ଼ା ପ୍ରତିନିଧି)-  ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଘରୋଇ ଗ୍ରାଉଣ୍ଡରେ କ୍ରମାଗତ ୩ ବିଜୟ ସହ ହ୍ୟାଟ୍ରିକ କରିଥିବା ଓଡ଼ିଶା ଏଫ୍‌ସି ବାହାର ପରିବେଶରେ ମଧ୍ୟ ଦକ୍ଷତା ଦେଖାଇଛି।…

5 years ago

ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ୍‌: ନେଦରଲାଣ୍ଡ୍ସ ଦଳ ପହଞ୍ଚିଲା

ଭୁବନେଶ୍ୱର, ୧୬।୧(କ୍ରୀଡ଼ା ପ୍ରତିନିଧି)- ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ରେ ଭାରତ ସହିତ ମ୍ୟାଚ୍‌ ଖେଳିବା ପାଇଁ ନେଦରଲାଣ୍ଡ୍ସ ଦଳ ବୁଧବାର ରାତିରେ ଏଠାରେ ପହଞ୍ଚିଛି। ଭାରତ ଓ ନେଦରଲାଣ୍ଡ୍ସ…

5 years ago

୮ ମହିଳା ରେସଲର ସସ୍‌ପେଣ୍ଡ

ନୂଆଦିଲ୍ଲୀ,୧୬।୧(ପି.ଟି.)- ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ୮ ଜଣ ମହିଳା ରେସଲରଙ୍କୁ ଗୋଟିଏ ବର୍ଷ ପାଇଁ ସସ୍‌ପେଣ୍ଡ କରିଛି। ଲକ୍ଷ୍ନୌରେ ଅନୁଷ୍ଠିତ ଜାତୀୟ କ୍ୟାମ୍ପରୁ ନିଜ…

5 years ago

ରୋହିତଙ୍କୁ ଦିନିକିଆ କ୍ରିକେଟର ପୁରସ୍କାର; କୋହଲିଙ୍କୁ ‘ସ୍ପିରିଟ୍‌ ଅଫ୍‌ ଦି କ୍ରିକେଟ’ ସମ୍ମାନ

ଦୁବାଇ,୧୬।୧(ପି.ଟି.)- ଭାରତୀୟ ତାରକା ଓପନର ରୋହିତ ଶର୍ମା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ‘୨୦୧୯ ଦିନିକିଆ କ୍ରିକେଟର ଅଫ୍‌ ଦି ଇୟର’ ବିବେଚିତ ହୋଇଛନ୍ତି। ଗତବର୍ଷ ଦମ୍‌ଦାର…

5 years ago

ମୁଣ୍ଡରେ ଆଘାତ: ପନ୍ତ ଦ୍ୱିତୀୟ ଦିନିକିଆରୁ ବାଦ୍‌

ମୁମ୍ବାଇ,୧୬।୧(ପି.ଟି.)- ଶୁକ୍ରବାର ରାଜକୋଟ୍‌ରେ ଖେଳାଯିବାକୁ ଥିବା ଦ୍ୱିତୀୟ ଦିନିକିଆରୁ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ବାଦ୍‌ ପଡିଛନ୍ତି। ଓ୍ବାଙ୍ଖଡେରେ ମଙ୍ଗଳବାର ଅନୁଷ୍ଠିତ ହୋଇଥିବା ପ୍ରଥମ ଦିନିକିଆ…

5 years ago

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ: ସ୍ବସ୍ତିଙ୍କୁ ଆଉ ଏକ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୬ା୧(କ୍ରୀଡ଼ା ପ୍ରତିନିଧି)-  ଜଣେ ଓଡ଼ିଆ ଖେଳାଳି କୌଣସି ଗୋଟିଏ ଜାତୀୟ ପ୍ରତିଯୋଗିତାରେ ୨ ସ୍ବର୍ଣ୍ଣ ଓ ୧ ରୌପ୍ୟ ପଦକ ଜିତିବା ନିଶ୍ଚିତ କଷ୍ଟକର ବ୍ୟାପାର।…

5 years ago

ଲୌରିୟସ ପୁରସ୍କାର ଦୌଡ଼ରେ ନାଡାଲ, ଓସାକା, ମୁରେ

ବର୍ଲିନ,୧୬।୧(ପି.ଟି.)-ସମ୍ମାନଜନକ କ୍ରୀଡ଼ା ପୁରସ୍କାର ଦୌଡ଼ରେ ଏ ବର୍ଷ ସାମିଲ ହୋଇଛନ୍ତି ସ୍ପେନ୍‌ ଟେନିସ ତାରକା ରାଫାଲ ନାଡାଲ ଓ ଆମେରିକା ମହିଳା ତାରକା ନାଓମି ଓସାକା, ଅନ୍ୟତମ…

5 years ago

ଏହି କ୍ରିକେଟ ଖେଳାଳିଙ୍କୁ ଡେଟ୍‌ କରିବାକୁ ଚାହୁଁଛନ୍ତି ମିତାଲି ରାଜ୍‌

ଭାରତୀୟ ମହିଳା କ୍ରିକେଟ ଟିମ୍‌ର ଅଧିନାୟକ ମିତାଲି ରାଜଙ୍କ ପ୍ରଦର୍ଶନକୁ ନେଇ ବେଶ୍‌ ଚର୍ଚ୍ଚା ହୋଇଥାଏ। କିଛି ଦିନ ତଳେ ମିତାଲୀ ରାଜଙ୍କୁ ଏକ ସାକ୍ଷାତକାରରେ ପଚାରାଯାଇଥିଲା…

5 years ago

ଆଇସିସି ଦିନିକିଆ, ଟେଷ୍ଟ ଦଳ: କୋହଲି ଅଧିନାୟକ

ଦୁବାଇ,୧୫।୧(ପି.ଟି.): ବ୍ୟାଟିଂ ସୁପରଷ୍ଟାର ତଥା ଭାରତୀୟ ଅଧିନାୟକ ବିରାଟ କୋହଲି ୨୦୧୯ ବର୍ଷର ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦିନିକିଆ ଓ ଟେଷ୍ଟ ଦଳର ଅଧିନାୟକ ବିବେଚିତ…

5 years ago

ଇଣ୍ଡୋନେସିଆ ମାଷ୍ଟର୍ସ, ସିନ୍ଧୁ ଆଗେଇଲେ: ସାଇନା, ଶ୍ରୀକାନ୍ତ ବିଦା

ଜାକର୍ତ୍ତା, ୧୫।୧(ପି.ଟି.): ବିଶ୍ୱ ବିଜୟିନୀ ପି.ଭି. ସିନ୍ଧୁ ବୁଧବାରଠାରୁ ଏଠାରେ ଆରମ୍ଭ ହୋଇଥିବା ସୁପର ୫୦୦ ଇଣ୍ଡୋନେସିଆ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାର ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି।…

5 years ago