ଖେଳ

ବିଶାଖାପାଟଣା ଗ୍ରାଉଣ୍ଡରେ ପ୍ରଥମ ଦିନିକିଆରେ ଦେଖିବାକୁ ମିଳିଥିଲା ଧୋନୀଙ୍କ ଶୋ

ବିଶାଖାପାଟଣା,୧୮।୧୨- ସ୍ଥାନୀୟ ଡି. ଓ୍ବାଇ. ଏସ୍‌. ରାଜଶେଖର ରେଡ୍ଡୀ ଏସିଏ-ଭିଡିସିଏ ଷ୍ଟାଡିୟମରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ସିରିଜ୍‌ର ଦ୍ୱିତୀୟ ଦିନିକିଆ ଖେଳାଯିବ। ଏହି ଗ୍ରାଉଣ୍ଡରେ ଗତ…

5 years ago

ପୂର୍ବତନ ଓ୍ବେଷ୍ଟଇଣ୍ଡିଜ କ୍ରିକେଟର୍‌ ବାସିଲଙ୍କ ପରଲୋକ

ଫ୍ଲୋରିଡା, ୧୮।୧୨- ପୂର୍ବତନ ଓ୍ବେଷ୍ଟଇଣ୍ଡିଜ କ୍ରିକେଟର୍‌ ବାସିଲ ବାଉଚରଙ୍କ ମଙ୍ଗଳବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ…

5 years ago

୧୭ବର୍ଷରୁ କମ୍‌ ମହିଳା ଫୁଟ୍‌ବଲ: ଥାଇଲାଣ୍ଡକୁ ହରାଇଲା ଭାରତ

ମୁମ୍ବାଇ,୧୮ା୧୨ (ପି.ଟି.)-ଏଠାରେ ଚାଲିଥିବା ୧୭ବର୍ଷରୁ କମ୍‌ ମହିଳା ତ୍ରିରାଷ୍ଟ୍ରୀୟ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଭାରତ ଏହାର ଅନ୍ତିମ ରାଉଣ୍ଡ ରବିନ ଲିଗ୍‌ ଗେମ୍‌ରେ ଥାଇଲାଣ୍ଡକୁ ୧-୦ ଗୋଲରେ ହରାଇ…

5 years ago

ଜାତୀୟ ସବ୍‌ଜୁନିୟର ବ୍ୟାଡ୍‌ମିଣ୍ଟନ ଉଦ୍‌ଘାଟିତ

ଭୁବନେଶ୍ୱର, ୧୮।୧୨(କ୍ରୀଡ଼ା ପ୍ରତିନିଧି)-ଜାତୀୟ ସବ୍‌ଜୁନିୟର ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ୩୩ତମ ସଂସ୍କରଣ ମଙ୍ଗଳବାର ଇଷ୍ଟକୋଷ୍ଟ ରେଲଓ୍ବେ ଇନ୍‌ଡୋର ଷ୍ଟାଡିୟମରେ ଉଦ୍‌ଘାଟିତ ହୋଇଛି। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ…

5 years ago

ଅତୁଲ ଜିତିଲେ ମଶଲ୍‌ ମାନିଆ ଏସିଆନ୍‌ ଟାଇଟଲ୍‌

କଟକ ଅଫିସ, ୧୮।୧୨- ସିଙ୍ଗାପୁରଠାରେ ଅନୁଷ୍ଠିତ ମଶଲ ମାନିଆ(ଜୁନିୟର ବର୍ଗ) ଏସିଆନ ଚାମ୍ପିୟନଶିପର ଟାଇଟଲ୍‌ ଜିତିଛନ୍ତି ଓଡ଼ିଶାର ଅତୁଲ କର୍ମକାର। ଏହି ସଫଳତା ସହ ଅତୁଲ ରାଜ୍ୟ…

5 years ago

ରଣଜୀ ଟ୍ରଫି:ବସନ୍ତଙ୍କୁ ୬; ସର୍ଭିସେସ୍‌ ୨୭୧ରେ ଅଲଆଉଟ

କଟକ ଅଫିସ,୧୮ା୧୨- ଡ୍ରିମ୍ସ ଗ୍ରାଉଣ୍ଡରେ ଓଡ଼ିଶା-ସର୍ଭିସେସ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚ୍‌ ମଙ୍ଗଳବାର ଆରମ୍ଭ ହୋଇଛି। ପେସ୍‌ ବୋଲରଙ୍କୁ ସୁହାଉଥିବା ପିଚ୍‌ରେ ସର୍ଭିସେସ୍‌ ପ୍ରଥମେ ବ୍ୟାଟିଂ କରି…

5 years ago

ଅନ୍‌ଲାଇନରେ ଟିକେଟ କଳାବଜାର

କଟକ ଅଫିସ,୧୮ା୧୨- ଏବେ ଅନଲାଇନ୍‌ରେ ଉପଲବ୍ଧ ହେଉଛି ବାରବାଟୀ ଟିକେଟ୍‌। ଟିକେଟ୍‌ ବିକ୍ରି ପାଇଁ ହୋଇଥିବା କୌଣସି ଅଫିସିଆଲ ୱେବସାଇଟରେ ଏହା ମିଳୁନ, ବରଂ ପୁରୁଣା ଜିନିଷକୁ…

5 years ago

ମିଶ୍ରି ଖାଇଲେ ମିଳିବ ଏହି ୫ଟି ଫାଇଦା

ମିଶ୍ରି ପାଟିକୁ ଯେତିକି ମିଠା, ଶରୀର ପାଇଁ ମଧ୍ୟ ସେତିକି ଉପକାରୀ। ମିଶ୍ରି ସେବନ ଦ୍ୱାରା ଅନେକ ରୋଗ ଭଲ ହୋଇଥାଏ। ମିଶ୍ରିର ୫ ଉପକାରୀ ଗୁଣ…

5 years ago

ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ନୋଟିସ୍‌: ଏଥିକ୍ସ ଅଫିସରଙ୍କ ଆଗରେ ହାଜର ହେବେ, କପିଳ ଦେବ, ଗାଏକ୍ୱାଡ୍‌

ଏଥିକ୍ସ ଅଫିସରଙ୍କ ଆଗରେ ହାଜର ହେବେ, କପିଳ ଦେବ, ଗାଏକ୍ୱାଡ୍‌ ନୂଆଦିଲ୍ଲୀ, ୧୭ା୧୨ (ପି.ଟି.)- ଚଳିତ ମାସର ପରବର୍ତ୍ତୀ ଭାଗରେ ଭାରତୀୟ କ୍ରିକେଟ କଣ୍ଟ୍ରେଲ ବୋର୍ଡ(ବିସିସିଆଇ) ଏଥିକ୍ସ…

5 years ago

ପୁନିଆ ‘ଜୁନିୟର ଫ୍ରିଷ୍ଟାଇଲ ରେସ୍‌ଲର ଅଫ୍‌ ଦି ଇୟର’

ନୂଆଦିଲ୍ଲୀ, ୧୭ା୧୨(ପି.ଟି.)- ଉଭୟ ଜୁନିୟର ଏବଂ ସିନିୟର ବିଭାଗରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ ବିଜେତା ଦୀପକ ପୁନିଆ ୟୁନାଇଟେଡ ଓ୍ବାଲର୍‌ଡ ରେସ୍‌ଲିଂ (ୟୁଡବ୍ଲ୍ୟୁଡବ୍ଲ୍ୟୁ)ଦ୍ୱାରା…

5 years ago