ଖେଳ

କୋରିଆ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ: ଶ୍ରୀକାନ୍ତ, ସମୀରଙ୍କ ଅଗ୍ରଗତି; ସୌରଭ ଆଉଟ୍‌

ଗ୍ବାଙ୍ଗଜୁ,୨୦।୧୧(ପି.ଟି.): କୋରିଆର ଗ୍ବାଙ୍ଗଜୁଠାରେ ଚାଲିଥିବା କୋରିଆ ମାଷ୍ଟର୍ସ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟରେ ଭାରତୀୟ ଖେଳାଳିମାନେ ଦମ୍‌ଦାର ଆରମ୍ଭ କରିଛନ୍ତି। ପୁରୁଷ ସିଙ୍ଗଲ୍ସ ଇଭେଣ୍ଟରେ ତରକା ଖେଳାଳି କିଡାମ୍ବୀ ଶ୍ରୀକାନ୍ତ…

5 years ago

ଐତିହାସିକ ଟେଷ୍ଟ ମ୍ୟାଚ୍‌ ପୂର୍ବ ପ୍ରସ୍ତୁତି: ଗୋଲାପୀ ରଙ୍ଗରେ ସଜେଇ ହେଉଛି ଇଡେନ ଗାର୍ଡେନ୍ସ

କୋଲକାତା,୨୦।୧୧: ଭାରତ ଏବଂ ବାଂଲାଦେଶ ମଧ୍ୟରେ ନଭେମ୍ବର ୨୨ ତାରିଖରୁ ୨୬ ତାରିଖ ମଧ୍ୟରେ କୋଲକାତାର ଇଡେନ ଗାର୍ଡେନ୍ସରେ ଐତିହାସିକ ଦିବାରାତ୍ର ଟେଷ୍ଟ ଖେଳାଯିବ। ଏହି ମ୍ୟାଚକୁ…

5 years ago

ଦିବାରାତ୍ର ଟେଷ୍ଟ: ‘ରିଷ୍ଟ ସ୍ପିନରଙ୍କୁ ଫାଇଦା ମିଳିବ’

ନୂଆଦିଲ୍ଲୀ, ୨୦।୧୧(ପି.ଟି.)-ଭାରତ ଏହାର ସର୍ବପ୍ରଥମ ଦିବାରାତ୍ର କ୍ରିକେଟ ଟେଷ୍ଟ କୋଲକାତାର ଇଡେନ ଗାର୍ଡେନରେ ଖେଳିବାକୁ ଯାଉଛି। ବାଂଲାଦେଶ ବିପକ୍ଷ ଏହି ଟେଷ୍ଟ ପିଙ୍କ୍‌ବଲ୍‌ରେ ଖେଳାଯିବ। ଫ୍ଲଡଲାଇଟ୍‌ରେ ପିଙ୍କ୍‌ବଲର…

5 years ago

ଓମାନଠାରୁ ହାରି ଭାରତ ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟରୁ ବାଦ୍‌

ମସ୍କାଟ,୨୦।୧୧(ପି.ଟି.)- ୨୦୨୨ ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ରାଉଣ୍ଡରୁ ଭାରତ ବାଦ୍‌ ପଡିଛି। ମଙ୍ଗଳବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୧-୦ରେ ଓମାନଠାରୁ ପରାସ୍ତ ହେବା ପରେ ଏହା…

5 years ago

କଳିଙ୍ଗ ଷ୍ଟାଡିୟମରେ କମଲ ହାସନ

ଭୁବନେଶ୍ୱର, ୨୦।୧୧(କ୍ରୀଡ଼ା ପ୍ରତିନିଧି)-ସମ୍ପ୍ରତି ଓଡ଼ିଶା ଗସ୍ତରେଥିବା ବଲିଉଡ ଅଭିନେତା ତଥା ଚଳଚ୍ଚିତ୍ର ନିର୍ମାତା ପଦ୍ମଶ୍ରୀ କମଲ ହାସନ ମଙ୍ଗଳବାର କଳିଙ୍ଗ ଷ୍ଟାଡିୟମ ପରିଦର୍ଶନ କରିଛନ୍ତି। ଷ୍ଟାଡିୟମରେ ଉପଲବ୍ଧ…

5 years ago

୨୦୨୦ ଅଲିମ୍ପିକ୍ସରୁ ୩ ଅଷ୍ଟ୍ରେଲୀୟ ଫୁଟବଲର ବାଦ୍‌ ପଡିଲେ

ସିଡ୍‌ନୀ, ୨୦।୧୧(ଏଏଫ୍‌ପି)- ଅଷ୍ଟ୍ରେଲିଆର ୩ଜଣ ୨୩ ବର୍ଷରୁ କମ୍‌ ଫୁଟବଲର ଆସନ୍ତାବର୍ଷ ଆୟୋଜନ ହେବାକୁ ଥିବା ଟୋକିଓ ଅଲିମ୍ପିକ୍ସରୁ ବାଦ୍‌ ପଡିଛନ୍ତି। କାମ୍ବୋଡିଆରେ ଜଣେ ମହିଳା ଏମାନଙ୍କ…

5 years ago

ରଜତଙ୍କ ପୁନଃ ଅବସ୍ଥାନ ନେଇ ଓମ୍ବୁଡ୍ସମ୍ୟାନଙ୍କ ନିର୍ଦ୍ଦେଶକୁ ପ୍ରତ୍ୟାଖ୍ୟାନ

ନୂଆଦିଲ୍ଲୀ,୧୯।୧୧(ପି.ଟି.)- ଅଧ୍ୟକ୍ଷ ହିସାବରେ ବରିଷ୍ଠ ପତ୍ରକାର ରଜତ ଶର୍ମାଙ୍କ ପୁନଃ ଅବସ୍ଥାନ ନେଇ ଓମ୍ବୁଡ୍ସମ୍ୟାନ ଦେଇଥିବା ନିର୍ଦ୍ଦେଶକୁ ଦିଲ୍ଲୀ ଆଣ୍ଡ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏଶନ (ଡିଡିସିଏ) ଆପେକ୍ସ…

5 years ago

ପିଙ୍କ୍‌ ବଲ ଟେଷ୍ଟର ପ୍ରଥମ ୪ ଦିନର ଟିକେଟ ବିକ୍ରି

ମୁମ୍ବାଇ,୨୦।୧୧(ପି.ଟି.)- ଇଡେନ ଗାର୍ଡେନ୍ସଠାରେ ଖେଳାଯିବାକୁ ଥିବା ଐତିହାସିକ ପିଙ୍କ୍‌ ବଲ ଟେଷ୍ଟର ପ୍ରଥମ ୪ ଦିନର ଟିକେଟ ବିକ୍ରି ହୋଇଯାଇଛି ବୋଲି ବିସିସିଆଇ କ୍ରିକେଟ ସଭାପତି ସୌରଭ…

5 years ago

ନୁର- ସୁଲତାନରେ ଇଣ୍ଡୋ- ପାକ୍‌ ଡେଭିସ କପ୍‌ ଟାଇ

ନୂଆଦିଲ୍ଲୀ,୧୯।୧୧ (ପି.ଟି.)- ପାକିସ୍ତାନର ରିଭ୍ୟୁ ଅପିଲକୁ ପ୍ରତ୍ୟାଖାନ କରିଛି ଅନ୍ତର୍ଜାତୀୟ ଟେନିସ ଫେଡେରେଶ (ଆଇଟିଏଫ୍‌)। ଅନ୍ୟପଟେ ଆଇଟିଏଫ୍‌ ଭାରତ ଓ ପାକିସ୍ତାନ ମଧ୍ୟରେ ଅୟୋଜନ ହେବାକୁ ଥିବା…

5 years ago

ମହିଳା ଟ୍ରାପରେ ରାଜେଶ୍ୱରୀଙ୍କ ଜାତୀୟ ରେକର୍ଡ

ନୂଆଦିଲ୍ଲୀ,୧୯।୧୧(ପି.ଟି.)- ପଞ୍ଜାବର ରାଜେଶ୍ୱରୀ କୁମାରୀ ୬୩ତମ ଜାତୀୟ ଶଟଗନ ଶୁଟିଂ ଚାମ୍ପିୟନଶିପ୍‌ର ମହିଳା ଟ୍ରାପ ଇଭେଣ୍ଟରେ ଜାତୀୟ ରେକର୍ଡ ଭଙ୍ଗ କରିଛନ୍ତି। ଏ ନେଇ ଭାରତୀୟ ରାଇଫଲ…

5 years ago