ଖେଳ

‘ଅଲିମ୍ପିକ୍‌ କ୍ୱାଲିଫାୟର୍ସ ଗୋଲ ସ୍ବପ୍ନିଳ ଅନୁଭବ’

ନୂଆଦିଲ୍ଲୀ, ୧୨।୧୧(ପି.ଟି.)-୨୦୨୦ ଟୋକିଓ ଅଲିମ୍ପିକ୍ସ ପାଇଁ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଆମେରିକା ବିପକ୍ଷ କ୍ୱାଲିଫାୟର୍ସରେ ଭାରତୀୟ ଅଧିନାୟିକା ରାଣୀ ରାମପାଲଙ୍କ ଗୋଲ ନିର୍ଣ୍ଣାୟକ ସାବ୍ୟସ୍ତ ହୋଇଥିଲା।…

5 years ago

ବେୟାରଷ୍ଟୋଙ୍କୁ ଆଇସିସିର ଭର୍ତ୍ସନା

ଦୁବାଇ, ୧୨ା୧୧ (ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ସୋମବାର ଇଂଲଣ୍ଡର ଷ୍ଟାର ବ୍ୟାଟ୍ସମ୍ୟାନ ଜନି ବେୟାରଷ୍ଟୋଙ୍କୁ ଭର୍ତ୍ସନା କରିଛି। ଅକ୍‌ଲାଣ୍ଡର ଇଡେନପାର୍କଠାରେ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ ନିର୍ଣ୍ଣାୟକ…

5 years ago

ସୟଦ ମୁସ୍ତାକ ଅଲ୍ଲୀ ଟି୨୦ ସିକ୍କିମ ବିପକ୍ଷରେ ଓଡ଼ିଶାର ସହଜ ବିଜୟ

କଟକ ଅଫିସ,୧୨ା୧୧- ସୁରଟର ଲାଲଭାଇ କଣ୍ଟ୍ରାକ୍ଟର ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ସୟଦ ମୁସ୍ତାକ ଅଲ୍ଲୀ ଟି୨୦ ଟୁର୍ନାମେଣ୍ଟର ଏକ ମ୍ୟାଚରେ ଓଡ଼ିଶା ୭ ଉଇକେଟରେ ସିକ୍କିମ୍‌କୁ ପରାସ୍ତ…

5 years ago

କଟକରେ ହେବ ଏସୀୟ ସିନିୟର କୁସ୍ତି

କଟକ ଅଫିସ,୧୨ା୧୧- ଓଡ଼ିଶାକୁ ମିଳିଛି ଆଉ ଏକ ଅନ୍ତର୍ଜାତୀୟ ସ୍ତରୀୟ କ୍ରୀଡ଼ା ଆୟୋଜନର ସୁଯୋଗ। ୨୦୨୦ ଫେବୃୟାରୀ ୧୮ରୁ ୨୩ ପର୍ଯ୍ୟନ୍ତ କଟକର ଜବାହରଲାଲ ନେହେରୁ ଇନଡୋର…

5 years ago

ଡାଏପର୍‌ ପିନ୍ଧିଥିବା ଶିଶୁର ବ୍ୟାଟିଂ ଷ୍ଟାଇଲ୍‌ ଦେଖି ଆଶ୍ଚର୍ଯ୍ୟ ହେଲେ ପ୍ରସିଦ୍ଧ କ୍ରିକେଟର

ଲଣ୍ଡନ,୧୨।୧୧: ଆଜିକାଲି ଶିଶୁଟିଏ ଜନ୍ମ ହେବାମାତ୍ରେ ତାକୁ ନେଇ ମାତାପିତା ଅନେକ ସ୍ବପ୍ନ ଦେଖିଥାନ୍ତି। ସେଥିପାଇଁ ଛୋଟ ବେଳୁ ଶିଶୁଟିକୁ ଟ୍ରେନିଂ ଦେବା ଆରମ୍ଭ କରିଦେଇଥାନ୍ତି। ଖାସ୍‌…

5 years ago

ପିଏସ୍‌ଏ ବିଶ୍ୱ ଚାମ୍ପିୟନଶିପ୍‌ ଘୋଷାଲ ପ୍ରି-କ୍ୱାର୍ଟରରେ

ଦୋହା, ୧୧ା୧୧ (ପି.ଟି.)- ଭାରତର ସୌରଭ ଘୋଷାଲ ଏଠାରେ ଚାଲିଥିବା ପିଏସ୍‌ଏ ପୁରୁଷ ବିଶ୍ୱ ଚାମ୍ପିୟନଶିପ୍‌ରେ ଟାଇଟଲ ହାସଲ କରିଛନ୍ତି। ସେ ଫ୍ରାନ୍ସର ଲୁକାସ ସେରମିଙ୍କୁ ୧୧-୮,…

5 years ago

ବିଶ୍ୱ ଟାଇଟଲ ବଜାୟ ରଖିଲେ ଗୁର୍ଜାର

ଦୁବାଇ, ୧୧ା୧୧ (ପି.ଟି.)-ଭାରତର ସୁନ୍ଦର ସିଂ ଗୁର୍ଜାର ପୁରୁଷ ଏଫ୍‌୪୬ ଜାଭେଲିନ୍‌ ଥ୍ରୋ ଇଭେଣ୍ଟରେ ବିଶ୍ୱ ପାରା ଆଥଲେଟିକ୍ସ ଟାଇଟଲ ବଜାୟ ରଖିଛନ୍ତି। ଏଥିସହିତ ସେ ଟୋକିଓ…

5 years ago

ରଣବୀରଙ୍କୁ ବାଃ ବାଃ କଲେ କପିଳ ଦେବ, ଜାଣନ୍ତୁ କାହିଁକି

ବଲିଉଡ୍‌ ଅଭିନେତା ରଣବୀର ସିଂଙ୍କ ପ୍ରଶଂସାରେ ପୋତି ପକାଇଛନ୍ତି ପୂର୍ବତନ କ୍ରିକେଟର କପିଳ ଦେବ। କାରଣ ଫିଲ୍ମ ‘୮୩’ରେ ୧୯୮୩ ବିଶ୍ୱକପର ହିରୋ କପିଳଙ୍କ ଲୁକରେ ନଜର…

5 years ago

ଅଭିନୟରେ ଟ୍ୟାଲେଣ୍ଟ୍‌ ଦେଖାଇଲେ ଧାଓ୍ବନ

ଭାରତୀୟ ଦଳର ଓପନର ଶିଖର ଧାଓ୍ବନ ଜଣେ ମଜାକିଆ କ୍ରିକେଟର ଭାବେ ଜଣାଶୁଣା। ପଡିଆରେ ଆକ୍ରମଣାତ୍ମକ ଅନ୍ଦାଜ ଏବଂ ପଡିଆ ବାହାରେ ବିନ୍ଦାସ୍‌ ନଜର ଆସନ୍ତି ଧାଓ୍ବନ।…

5 years ago

ପ୍ରଥମ ଟେଷ୍ଟ: ଇନ୍ଦୋରରେ ପହଞ୍ଚିଲେ ଭାରତ, ବାଂଲାଦେଶ ଦଳ

ଇନ୍ଦୋର,୧୧।୧୧(ପି.ଟି.)- ଆସନ୍ତା ୧୪ ତାରିଖରେ ଆରମ୍ଭ ହେବାକୁ ଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ ଖେଳିବାକୁ ଭାରତ ଓ ବାଂଲାଦେଶ କ୍ରିକେଟ ଦଳ ସୋମବାର ଇନ୍ଦୋରରେ ପହଞ୍ଚିଛନ୍ତି। ନାଗପୁରରୁ…

5 years ago