ଖେଳ

ବିଶ୍ୱରେ କେଉଁ ସ୍ଥାନରେ କରିଛନ୍ତି ଶତକ, ତାହା ଦେଖାଇବା ପାଇଁ ଦେହରେ ବିଶ୍ୱ ମ୍ୟାପ ଟାଟୁ

ଅନ୍ତର୍ଜାତୀୟ କ୍ରିକେଟରେ ନିଜ ସଫଳତାକୁ ସର୍ବଦା ମନେ ରଖିବା ପାଇଁ ଦେହରେ ବିଶ୍ୱ ମ୍ୟାପ୍‌ ଟାଟୁ କରିଛନ୍ତି ଇଂଲଣ୍ଡର ପୂର୍ବତନ ଷ୍ଟାଇଲିସ୍‌ ବ୍ୟାଟ୍ସମ୍ୟାନ କେଭିନ ପିଟରସନ। ଅନ୍ତର୍ଜାତୀୟ…

5 years ago

ଧୋନୀ କିଣିଥିଲେ ସେକେଣ୍ଡ ହ୍ୟାଣ୍ଡ ଏସ୍‌ୟୁଭି

କାର୍‌ ହେଉ କିମ୍ବା ବାଇକ୍‌ ପ୍ରତି ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଭଲ ପାଇବା କାହାକୁ ଅଛୁପା ନୁହେଁ। ଏପରି କି ସେ ଗତ…

5 years ago

କେପିଏଲ୍‌ ଫିକ୍ସିଂ: ନିଜ ଆଡ଼ୁ ତଦନ୍ତ କରୁଛି ବିସିସିଆଇ

ମୁମ୍ବାଇ,୯।୧୧-କର୍ନାଟକ ଉଇକେଟ କିପର ସି.ଏମ୍‌. ଗୌତମ ଓ ମିଜୋରାମ ଅଧିନାୟକ ଆବରାର କାଜି ନିକଟରେ କ୍ରାଇମ ବ୍ରାଞ୍ଚ ଦ୍ୱାରା ଗିରଫ ହେବା ପରେ ବିସିସିଆଇର ଚିନ୍ତା ବଢ଼ିଯାଇଛି।…

5 years ago

ଡିସେମ୍ବରରେ ମେରିକମ୍‌-ନିଖାତଙ୍କ ଟ୍ରାଏଲ

ନୂଆଦିଲ୍ଲୀ,୯।୧୧- ଛ’ ଥର ବିଶ୍ୱ ଚାମ୍ପିୟନ ଏମ୍‌.ସି. ମେରିକମ୍‌ ଓ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ବକ୍ସର ନିଖାତ ଜାରିନଙ୍କ ମଧ୍ୟରେ ଟ୍ରାଏଲ ମ୍ୟାଚ୍‌ ଖେଳାଯିବା ନେଇ ଶନିବାର ସ୍ପଷ୍ଟ…

5 years ago

ଆର୍ସେନାଲ ଖେଳାଳିଙ୍କୁ ଲୁଟିଥିବା ଅପରାଧିଙ୍କୁ ୧୦ ବର୍ଷ ଜେଲ୍‌

ଲଣ୍ଡନ,୯।୧୧(ଏଏଫ୍‌ପି)- ହାତରେ ମାରଣା ଅସ୍ତ୍ର ଧରି ଆର୍ସେନାଲ ଫୁଟ୍‌ବଲ ଖେଳାଳି ମେସୁଟ ଓଜିଲ ଓ ସିଡ୍‌ କୋଲାସିନାକଙ୍କୁ ଲୁଟିଥିବା ଅପରାଧିଙ୍କୁ ୧୦ ବର୍ଷ ଜେଲ୍‌ ଦଣ୍ଡାଦେଶ ହୋଇଛି।…

5 years ago

ଚେଜ୍‌ କରି ଜିତିବାରେ ଭାରତ ସର୍ବାଗ୍ରେ

ରାଜକୋଟ, ୯।୧୧- ଅନ୍ତର୍ଜାତୀୟ ଟି୨୦ କ୍ରିକେଟ୍‌ରେ ଚେଜ୍‌ କରି ବିଜୟ ହାସଲ କରିବାରେ ଭାରତୀୟ ଦଳ ରେକର୍ଡ କରିଛି। ଗୁରୁବାର ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ୍‌ ଆସୋସିଏଶନ ଷ୍ଟାଡିୟମରେ…

5 years ago

ବିସିସିଆଇ ସିଏଫ୍‌ଓଙ୍କ ଇସ୍ତଫା

ନୂଆଦିଲ୍ଲୀ, ୯ା୧୧ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଚିଫ୍‌ ଫାଇନାନ୍‌ସିଆଲ ଅଫିସର (ସିଏଫ୍‌ଓ) ସନ୍ତୋଷ ରାଙ୍ଗନେକର ଶୁକ୍ରବାର ତାଙ୍କ ପଦବୀରୁ ଇସ୍ତଫା ପ୍ରଦାନ କରିଛନ୍ତି।…

5 years ago

ଇଡେନ୍‌ ଘଣ୍ଟି ବଜାଇବେ ମମତା, ହସିନା

କୋଲକାତା,୯ା୧୧(ପି.ଟି.)-ସ୍ଥାନୀୟ ଇଡେନ ଗାର୍ଡେନଠାରେ ନଭେମ୍ବର ୨୨ରୁ ୨୬ ପର୍ଯ୍ୟନ୍ତ ଭାରତ ଏହାର ପ୍ରଥମ ଦିବାରାତ୍ର କ୍ରିକେଟ ଟେଷ୍ଟ ମ୍ୟାଚ ବାଂଲାଦେଶ ବିପକ୍ଷରେ ଖେଳିବ। ଷ୍ଟାଡିୟମରେ ଇଡେନ୍‌ ଘଣ୍ଟି…

5 years ago

ଟି୨୦ ସିରିଜ ଜିତିଲା ଅଷ୍ଟ୍ରେଲିଆ: ପାକିସ୍ତାନ ୧୦ ଉଇକେଟରେ ପରାସ୍ତ

ପର୍ଥ,୯।୧୧(ଏଏଫ୍‌ପି)- ପ୍ରଥମେ ପେସର ଓ ପରେ ଓପନରଙ୍କ ଦମ୍‌ଦାର ପ୍ରଦର୍ଶନ ବଳରେ ଅଷ୍ଟ୍ରେଲିଆ ସ୍ଥାନୀୟ ପର୍ଥ ଷ୍ଟାଡିୟମରେ ତୃତୀୟ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ପାକିସ୍ତାନକୁ ଅତି ସହଜରେ…

5 years ago

ଭାରତରେ ଆୟୋଜନ ହେବ ୨୦୨୩ ହକି ବିଶ୍ୱକପ୍‌

ଲାଓସେନ,୯।୧୧(ପି.ଟି.)- କ୍ରମାଗତ ଦ୍ୱିତୀୟଥର ପାଇଁ ଭାରତ ହକି ବିଶ୍ୱକପ୍‌ ଆୟୋଜନ କରିବା ନିଶ୍ଚିତ ହୋଇଛି। ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ବିଶ୍ୱକପ୍‌ର ଆଗାମୀ ୨୦୨୩ ସଂସ୍କରଣକୁ ଭାରତ…

5 years ago