ଖେଳ

ଉଦ୍‌ଘାଟନୀ ମ୍ୟାଚରେ କେରଳ ବ୍ଲାଷ୍ଟର୍ସ ବିଜୟୀ

କୋଚି, ୨୧ା୧୦- ଇଣ୍ଡିଆନ ସୁପର ଲିଗ୍‌ ୨୦୧୯-୨୦ର ଉଦ୍‌ଘାଟନୀ ମ୍ୟାଚରେ ଦୁଇଥର ରନର୍ସ ଅପ୍‌ କେରଳ ବ୍ଲାଷ୍ଟର୍ସ ବିଜୟ ଲାଭ କରିଛି। ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମରେ…

5 years ago

ଅବସର ନେଲେ ହଳଧର

କଟକ ଅଫିସ,୨୧ା୧୦- ହଳଧର ଦାସ ରାଜ୍ୟ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ ଆଉ ରାଜ୍ୟ ଦଳରୁ ଖେଳିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି।…

5 years ago

ପ୍ରମୋଦଙ୍କ ପଏଣ୍ଟ ୬୩୦୦ରେ ପହଞ୍ଚିଲା

ଭୁବନେଶ୍ୱର, ୨୧।୧୦(କ୍ରୀଡ଼ା ପ୍ରତିନିଧି)- ଡେନ୍‌ମାର୍କର କୋପେନହାଗେନଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ରେ ୨ଟି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ଏଥି ସହିତ…

5 years ago

ଦୂତୀ ଭୋଗ୍‌ ଇଣ୍ଡିଆ ସ୍ପୋର୍ଟ୍ସପର୍ଶନ ଅଫ୍‌ ଦି ଇୟର

ଭୁବନେଶ୍ୱର, ୨୧।୧୦(କ୍ରୀଡ଼ା ପ୍ରତିନିଧି)- ଭୋଗ୍‌ ଇଣ୍ଡିଆ ମାଗାଜିନ ପକ୍ଷରୁ ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦଙ୍କୁ ସ୍ପୋର୍ଟ୍ସ ପର୍ଶନ ଅଫ୍‌ ଦି ଇୟର ପୁରସ୍କାର ପ୍ରଦାନ କରାଯାଇଛି।…

5 years ago

ବସ୍‌ ଦୁର୍ଘଟଣା: ଓଡ଼ିଶା ଜୁଡୋ ଖେଳାଳି ଆହତ

ଭୁବନେଶ୍ୱର, ୨୧ା୧୦ (ସ୍ପୋଟର୍‌ସ ବ୍ୟୁରୋ)-ଶନିବାର ରାତିରେ ଏକ ବସ୍‌ ଦୁର୍ଘଟଣାରେ ଓଡ଼ିଶା ଜୁଡୋ ଖେଳାଳିମାନେ ଆହତ ହୋଇଛନ୍ତି। ଖବର ଅନୁସାରେ ଅକ୍ଟୋବର ୧୪ରୁ ୧୯ ପର୍ଯ୍ୟନ୍ତ ଆୟୋଜିତ…

5 years ago

ଉମେଶ ଯାଦବଙ୍କ କୃତିତ୍ୱ

ରାଞ୍ଚି, ୨୧।୧୦- ଦକ୍ଷିଣ ଆଫ୍ରିକା ବିପକ୍ଷରେ ଏଠାରେ ଚାଲିଥିବା ଅନ୍ତିମ ତଥା ୩ୟ ଟେଷ୍ଟର ୨ୟ ଦିବସରେ ଭାରତର ଉମେଶ ଯାଦବ ତାଙ୍କ ବ୍ୟାଟିଂ ଦକ୍ଷତା ପାଇଁ…

5 years ago

ରଗ୍‌ବୀ ବିଶ୍ୱକପ: ଜାପାନ ଯିବେ ଓଡ଼ିଶାର ମନ୍ଦୁଇ

ଭୁବନେଶ୍ୱର, ୨୧।୧୦(କ୍ରୀଡ଼ା ପ୍ରତିନିଧି)- ଜାପାନରେ ହେବାକୁ ଯାଉଥିବା ରଗ୍‌ବୀ ବିଶ୍ୱକପକୁ ନିକଟରୁ ଦେଖିବା ପାଇଁ ଓଡ଼ିଶାର ପ୍ରତିଭା ସମ୍ପନ୍ନ ଖେଳାଳି ମନ୍ଦୁଇ ସଏଙ୍କ ପାଇଁ ସୁଯୋଗ ଆସିଛି।…

5 years ago

ଟାଇଟଲ ବଜାୟ ଲକ୍ଷ୍ୟରେ ବେଙ୍ଗାଲୁରୁ ଏଫ୍‌ସି

ବେଙ୍ଗାଲୁରୁ, ୨୦ା୧୦ (ପି.ଟି.)- ଇଣ୍ଡିଆନ ସୁପର ଲିଗ୍‌ (ଆଇଏସଏଲ)ରେ ଗତଥରର ଚାମ୍ପିୟନ ବେଙ୍ଗାଲୁରୁ ଏଫ୍‌ସି ଏହାର ପ୍ରଥମ ମ୍ୟାଚ ସୋମବାର ନର୍ଥଇଷ୍ଟ ୟୁନାଇଟେଡ୍‌ ବିପକ୍ଷରେ ଖେଳିବ। ଭାରତର…

5 years ago

ମାର୍କ୍ୱେଜଙ୍କୁ ସିଜନର ୧୦ମ ଟାଇଟଲ

ମୋଟେଗି (ଜାପାନ), ୨୦ା୧୦ (ପି.ଟି.)-ରେପସୋଲ ହୋଣ୍ଡା ଟିମ୍‌ର ବିଶ୍ୱ ଚାମ୍ପିୟନ ମାର୍କ ମାର୍କ୍ୱେଜ ତାଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି ରଖିଛନ୍ତି। ଜାପାନର ଟ୍ବିନ ରିଙ୍ଗ୍‌ ମୋଟେଗିଠାରେ ଅନୁଷ୍ଠିତ…

5 years ago

ହିଜାବ ପରିହିତା ଫୁଟ୍‌ବଲରଙ୍କୁ ସାହାଯ୍ୟ କଲେ ପ୍ରତିପକ୍ଷ ଖେଳାଳି

ପ୍ୟାରିସ,୨୦।୧୦- ନିକଟରେ ଏକ ମହିଳା ଫୁଟବଲ ମ୍ୟାଚ୍‌ରେ ଘଟିଥିବା ଘଟଣା ସୋସିଆଲ ମିଡିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଧୁ ପାଲଟିଛି। ଜୋର୍ଡାନର ଶାବାବ ଅଲ ଓର୍ଡନ କ୍ଲବ ଓ…

5 years ago